ଅଭିନେତ୍ରୀ ମୃତ୍ୟୁ ମାମଲା: ଥାନାରେ ହାଜର ହେଲେ ସନ୍ତୋଷ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଟେଲି ଧାରାବାହିକ ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ମୃତ୍ୟୁ ଘଟଣାର ରହସ୍ୟ ବଢିବାରେ ଲାଗିଛି। ଶୁକ୍ରବାର ନୟାପଲ୍ଲୀ ଥାନାରେ ହାଜର ହୋଇଛନ୍ତି ବୟଫ୍ରେଣ୍ଡ ସନ୍ତୋଷ ପାତ୍ର। ଏସ୍‌ପିଙ୍କ ନେତୃତ୍ୱରେ ସନ୍ତୋଷଙ୍କୁ ପଚରାଉଚରା କରାଯାଉଥିବା ସୂଚନା ମିଳିଛି। ଗୁରୁବାର ମଧ୍ୟ ରଶ୍ମିଙ୍କ ପୂର୍ବ ବୟଫ୍ରେଣ୍ଡ ଜ୍ୟୋତିରଞ୍ଜନ ନାଥ ଓରଫ ରାଜାକୁ ପଚରାଉଚରା କରିଥିଲା ପୋଲିସ।
ସୂଚନାନୁସାରେ, ରଶ୍ମିରେଖା ନିଜକୁ ସନ୍ତୋଷଙ୍କ ସ୍ତ୍ରୀ ବୋଲି ପରିଚୟ ଦେଇ ନୟାପଲ୍ଲୀରେ ଏକାଠି ରହୁଥିଲେ। ଏହି ମାମଲା ଉପର ପରଦା ହଟାଇବା ପାଇଁ ସନ୍ତୋଷକୁ ଜେରା କରୁଛି ନୟାପଲ୍ଳୀ ପୋଲିସ ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ ଜେଲଦଣ୍ଡ

ଭୁବନେଶ୍ୱର,(ବ୍ୟୁରୋ)୨୩ା୮:ଖଣ୍ଡଗିରି ଥାନା ଅନ୍ତର୍ଗତ ଡୁମୁଡୁମା ଫେଜ୍‌-୨ରେ ୨୦୧୬ ଡିସେମ୍ବର ୩୧ ରାତିରେ ଜଣେ ମହିଳାଙ୍କୁ ହତ୍ୟା କରିବା ମାମଲାରେ ସୋମବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ...

ରାତି ପାହିଲେ ରଥଯାତ୍ରା -ଅପରାହ୍ନ ୨.୩୦ରେ ଛେରାପହଁରା, ୪ଟାରେ ରଥଟଣା

ପୁରୀ, ୧୯ା୬(ଅଜିତ୍‌ ମହାନ୍ତି): ଆଷାଢ଼ ମାସ ଶୁକ୍ଳପକ୍ଷ ଦ୍ୱିତୀୟା ତିଥି ମଙ୍ଗଳବାର ପବିତ୍ର ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ।...

ପ୍ରଶ୍ନ ଚୟନକୁ ନେଇ ଭାଜପା ସଭ୍ୟଙ୍କ ହଟ୍ଟଗୋଳ: ଏଣିକି ଲଟେରି ପୂର୍ବରୁ ବିଧାୟକଙ୍କୁ ଏସ୍‌ଏମ୍‌ଏସ୍‌ କରାଯିବ

ଭୁବନେଶ୍ୱର, ୧୭।୨(ବ୍ୟୁରୋ): ବିଧାନସଭାରେ କୋଉ ପ୍ରଶ୍ନ ଆସିବ ତାହା ଲଟେରି ମାଧ୍ୟମରେ ହୋଇଥାଏ। ଲଟେରି କିମ୍ବା ଗୁପ୍ତ ଗୋଳା ମାଧ୍ୟମରେ ପ୍ରଶ୍ନ ଚୟନ କରାଯାଉନାହିଁ। ଭଲ...

ଅନ୍ତର୍ଜାତୀୟ ପୁରୁଷ ଦିବସ: ପୁରୁଷ ‘ରୋଲ୍‌ ମଡେଲ’

ମାର୍ଚ୍ଚ ୮ରେ ବିଶ୍ୱ ମହିଳା ଦିବସ ପାଳନ କରାଯାଉଛି। ହେଲେ ପୁରୁଷଙ୍କ ପାଇଁ ଏଭଳି ଏକ ଦିବସ ରହିଛି, ତାହା ଅନେକଙ୍କୁ ଜଣାନାହିଁ। କିନ୍ତୁ ପ୍ରତିବର୍ଷ...

ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ସୁସ୍ଥ ହେଲେ ଭୁବନେଶ୍ୱରର ୩ ଆକ୍ରାନ୍ତ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ପୁଣି ୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ସମସ୍ତ ଆକ୍ରାନ୍ତ ରାଜଧାନୀର। ସେହିଭଳି ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ...

ଏଏସ୍‌ଓ ପରୀକ୍ଷା ଖରାପ ହେବାରୁ ଜୀବନ ହାରିଲେ ଛାତ୍ର

ଅନୁଗୋଳ ଅଫିସ, ୨୯ା୮: ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପରୀକ୍ଷା ଖରାପ ହେବାରୁ ମାନସିକ ଭାରସାମ୍ୟ ହରାଇ ଜଣେ ଛାତ୍ର ଭଡ଼ାଘରେ ରଶି ଲଗାଇ ଜୀବନ...

ବାତ୍ୟା ମୁକାବିଲା: ଆଶ୍ରୟ ସ୍ଥଳ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ଜନିତ ସ୍ଥିତିର ମୁକାବିଲା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପ୍ରସ୍ତୁତ ହୋଇଛି। ଆବଶ୍ୟକ ସମୟରେ ଲୋକଙ୍କୁ କିପରି ଆଶ୍ରୟସ୍ଥଳୀକୁ...

ପୋଷ୍ଟମର୍ଟମ ରିପୋର୍ଟରେ ପ୍ରତିବାଦର ସୁରାକ ମିଳିଲା

ନିଶ୍ଚିନ୍ତକୋଇଲି(ସ୍ବ.ପ୍ର.)/ ମାହାଙ୍ଗା(ଡି.ଏନ୍‌.ଏ),୨୦ା୪: କଟକ ଜିଲା ମାହାଙ୍ଗା ଥାନା କୁସୁପୁର ଗ୍ରାମରେ ସମ୍ପତ୍ତିକୁ କେନ୍ଦ୍ର କରି ବଡ଼ ଭାଇଙ୍କ ପରିବାରର ୫ଜଣଙ୍କୁ ହତ୍ୟା କରିବା ଘଟଣାର ୮ଦିନ...

Advertisement
Archives

Model This Week