ବିବାହ ପାଇଁ ନିଜ ଧର୍ମ ଛାଡ଼ିଛନ୍ତି ଏସବୁ ଅଭିନେତ୍ରୀ

ମୁମ୍ବାଇ: କୁହାଯାଏ, ପ୍ରେମରେ ଜାତି, ଧର୍ମ, ବର୍ଣ୍ଣ ଦେଖାଯାଏ ନାହିଁ। ଫିଲ୍ମ ଇଣ୍ଡଷ୍ଟ୍ରିରେ ଏପରି ଅନେକ ଜଣାଶୁଣା ସେଲିବ୍ରିଟି ଅଛନ୍ତି, ଯେଉଁମାନେ ବାସ୍ତବ ଜୀବନରେ ଜାତି, ଧର୍ମ ନିର୍ବିଶେଷରେ ନିଜ ଜୀବନ ସାଥୀ ବାଛିଛନ୍ତି। ଏପରି କିଛି ବଲିଉଡ୍‌ ଅଭିନେତ୍ରୀଙ୍କ ବିଷୟରେ କହିବୁ, ଯେଉଁମାନେ କେବଳ ପ୍ରେମ ପାଇଁ ଅନ୍ୟ ଧର୍ମରେ ବିବାହ କରିଛନ୍ତି।

ଶର୍ମିଳା ଟାଗୋର:
ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ଅଭିନେତ୍ରୀ ଶର୍ମିଳା ଟାଗୋର। ସେ ଏକ ହିନ୍ଦୁ ପରିବାରରେ ଜନ୍ମଗ୍ରହଣ କରିଥିଲେ। କିନ୍ତୁ ସେ କ୍ରିକେଟର ମନସୁର ଅଲି ଖାନ୍‌ଙ୍କୁ ବିବାହ କରିଛନ୍ତି। ୧୯୬୫ରେ ଉଭୟ ପରସ୍ପରକୁ ଭେଟିଥିଲେ।ଶର୍ମିଳାଙ୍କୁ ମନାଇବା ପାଇଁ ମନସୁର ପ୍ରାୟ ୪ ବର୍ଷ ସମୟ ନେଇଥିଲେ। ଉଭୟ ପରସ୍ପରକୁ ବୁଝିବା ପରେ ୧୯୬୯ରେ ବିବାହ କରିଥିଲେ। ବିବାହ ପରେ ଶର୍ମିଳା ପଟୌଦୀ ପରିବାରର ବେଗମ ଭାବରେ ଜଣାଶୁଣା।

କରୀନା କପୁର:
ବଲିଉଡ୍‌ର ପ୍ରସିଦ୍ଧ ଅଭିନେତ୍ରୀ କରୀନା କପୁର ତାଙ୍କର ବଳିଷ୍ଠ ଅଭିନୟ ପାଇଁ ବେଶ୍‌ ଜଣାଶୁଣା। ବିବାହ ପୂର୍ବରୁ କରୀନା ଏବଂ ସୈଫ୍‌ ପରସ୍ପରକୁ ୫ ବର୍ଷ ପାଇଁ ଡେଟ୍‌ କରୁଥିଲେ। ପରେ ୨୦୧୨ରେ ସୈଫ୍‌ଙ୍କୁ ବିବାହ କରିଥିଲେ। କରୀନା ସୈଫ୍‌ଙ୍କ ଦ୍ୱିତୀୟ ସ୍ତ୍ରୀ ଅଟନ୍ତି। ଯଦିଓ ଅଭିନେତ୍ରୀ ବିବାହ ପରେ ନିଜର ଧର୍ମ ପରିବର୍ତ୍ତନ କରିନାହାନ୍ତି। ସୈଫ୍‌ଙ୍କ ପ୍ରଥମ ସ୍ତ୍ରୀ ହେଉଛନ୍ତି ଅମୃତା ସିଂ। ଉଭୟଙ୍କ ବିବାହ ପ୍ରାୟ ୧୨ ବର୍ଷ ଧରି ଚାଲିଥିଲା। ଅମୃତାଙ୍କ ସାରା ଅଲି ଖାନ ଏବଂ ଇବ୍ରାହିମ ଅଲି ଖାନ୍‌ଙ୍କର ଦୁଇଟି ସନ୍ତାନ ଅଛନ୍ତି। ସେହିପରି ସୈଫ୍‌ ଏବଂ କରୀନାଙ୍କର ତୈମୁର ଏବଂ ଜେହ୍‌ ନାମକ ଦୁଇ ପୁଅ ଅଛନ୍ତି।

ସେହିପରି ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର, ଆୟଶା ଟାକିଆ, ମଲାଇକା ଆରୋରା ମଧ୍ୟ ନିଜ ଧର୍ମ ଛାଡ଼ି ଅନ୍ୟ ଧର୍ମରେ ବିବାହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri