ହିନାଙ୍କ ବୋଲ୍ଡ ଅବତାର: ପ୍ରଶଂସା ପାଇଁ କମ୍ ପଡିଲା ଶବ୍ଦ

ମୁମ୍ବାଇ: ବଲିଉଡ୍‌ରେ କ୍ୟାରିୟର ଆରମ୍ଭ କରି ସାରିଥିବା ହିନା ଖାଁ ଦେଖିବାକୁ ତ ସୁନ୍ଦର ହେଲେ ତାଙ୍କର ଗ୍ଲାମରସ୍ ଫଟୋ ଫ୍ୟାନ୍ସଙ୍କ ମନ କିଣିବାରେ ଏକ ନମ୍ବର ବୋଲି କୁହାଯାଏ । ନିକଟରେ ଇନଷ୍ଟାଗ୍ରମାରେ ସେ ପୋଷ୍ଟ କରିଥିବା ଫଟୋ ଏବେ ଖୁବ୍ ଚର୍ଚ୍ଚାରେ । ନିକଟରେ ତାଙ୍କ ସୁନ୍ଦରତା ପାଇଁ ତାଙ୍କୁ ଟାଇମ୍ସର ଟପ୍ ୨୦ ମୋଷ୍ଟ ଡିଜାରେବଲ ଓମେନ ପୁରସ୍କାର ମିଳିଛି । ଇନଷ୍ଟାଗ୍ରମାରେ କେବେ ଇଣ୍ଡିଆନ ତ ପୁଣି କେବେ ୱେଷ୍ଟର୍ଣ୍ଣ ଡ୍ରେସରେ ଫଟୋ ପୋଷ୍ଟ କରି ଫ୍ୟାନଙ୍କ ଦିଲ୍ ଜିତି ଥାଆନ୍ତି । ପ୍ରଶଂସକ ତାଙ୍କର ପ୍ରାୟ ସବୁ ଲୁକ୍ସକୁ ଖୁବ୍ ପ୍ରଶଂସା କରି ଥାଆନ୍ତି । ନିକଟରେ ଆନିମଲ ପ୍ରିଣ୍ଟ ବ୍ଲାକ ଆଣ୍ଡ ହ୍ୱାଇଟ ଡ୍ରେସ୍ ପିନ୍ଧିଥିବାର ଫଟୋ ହିନା ଶେୟାର କରିଥିଲେ । ଏଥିରେ ସେ ବାଳ ଖୋଲା ରଖିଥିଲେ ଯାହାକୁ ତାଙ୍କ ପ୍ରଶଂସକ ଖୁବ୍ ପସନ୍ଦ କରିଛନ୍ତି । ଏଥିରେ ତାଙ୍କୁ ୩ ଲକ୍ଷରୁ ଅଧିକ ଲାଇକ୍ସ ମିଳିଛି । ଆଉ ଏକ ଫଟୋରେ ସେ ବଡ ବ୍ଲାକ କଲର କ୍ୟାପ ପିନ୍ଧିବା ସହ ହାତରେ ନେଟ୍ ଗ୍ଲୋବ୍ସ ପିନ୍ଧି ହଲିଉଡ୍ ଅଭିନେତ୍ରୀଙ୍କ ପରି ନଜର ଆସିଛନ୍ତି । ତେବେ ହିନାଙ୍କ ଫଟୋ ଦେଖି ଖୁବ୍ କମେଣ୍ଟ କରିଛନ୍ତି ତାଙ୍କ ପ୍ରଶଂସକ । ଆଉ ଏହାକୁ ଦେଖିବା ପରେ ରୋହିତ ରୟ କହିଛନ୍ତି ପ୍ରଶଂସା ପାଇଁ ଶବ୍ଦ ବୋଧହୁଏ କମ୍ ପଡିଗଲା ।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?