ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଝରଣା ଦାସଙ୍କ ହେବ ଶେଷକୃତ୍ୟ: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ଜଗତର ସୁନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଝରଣା ଦାସଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣନା କରିଛନ୍ତି। ଆକାଶବାଣୀ ସହିତ ଉଭୟ ମଞ୍ଚ ଓ ଚଳଚ୍ଚିତ୍ରରେ ବିଭିନ୍ନ ଭୂମିକାରେ ତାଙ୍କର ପ୍ରଭାବଶାଳୀ ଅଭିନୟ ତାଙ୍କୁ ବିପୁଳ ଲୋକପ୍ରିୟତା ଆଣି ଦେଇଥିଲା। ଝରଣା ଦାସଙ୍କ ସ୍ବର ଓ ଚମତ୍କାର ଅଭିନୟ ତାଙ୍କୁ ଜଣେ କିମ୍ବଦନ୍ତୀ ଅଭିନେତ୍ରୀ ଭାବରେ ଅଜସ୍ର ସୁନାମ ଦେଇଥିଲା। ତାଙ୍କର ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ତଥା ସାଂସ୍କୃତିକ ଜଗତରେ ବିରାଟ ଶୂନ୍ୟତା ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି। ସ୍ବର୍ଗତଃ ଝରଣା ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

ରାସ୍ତାକଡ଼ରେ ଛିଡା ହୋଇଥିବା ୧୪ ଜଣଙ୍କ ଉପରେ ମାଡ଼ିଗଲା ମୃତ୍ୟୁର ବସ୍, ଭାଇରାଲ ହେଉଛି ଛାତିଥରା…

ନୂଆଦିଲ୍ଲୀ,୩୦।୧୨: ସୋମବାର ରାତିରେ ମୁମ୍ବାଇର ଭାଣ୍ଡୁପ ଅଞ୍ଚଳରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯାହା ସମଗ୍ର ସହରକୁ ସ୍ତବ୍ଧ କରିଦେଇଛି। ରାତି ପ୍ରାୟ ୯ଟା ୩୫...

୧୩ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର

ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...

ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ

ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...

ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା

ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...

କିଏ ଥିଲେ ଖାଲେଦା ଜିଆଙ୍କ ସ୍ବାମୀ ଜିଆ ଉର ରେହମାନ? ପାକିସ୍ତାନୀ ସେନା ବିରୋଧରେ ବିଦ୍ରୋହ, ପରେ ବିଏନପି ଗଠନ, ଶେଷରେ…

ଡାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ଦେହାନ୍ତ ହୋଇଛି। ସେ ଅନେକ ରୋଗ ସହିତ ଲଢୁଥିଲେ। ଉଲ୍ଲେଖନୀୟ ଯେ ତାଙ୍କ ମୃତ୍ୟୁର କିଛି ଦିନ...

ଖୁବ ଷ୍ଟାଇଲିସ ଥିଲେ ଖାଲେଦା ଜିଆ, ହାଲ୍‌କା ଶାଢିକୁ ବଡ଼ ବଡ଼ ସନ୍‌ଗ୍ଲାସ, ପୂରା ସାଉଥ ଏସିଆର ଚର୍ଚ୍ଚିତ ଷ୍ଟାଇଲ ଥିଲା…

ଢାକା,୩୦।୧୨: ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଏବଂ ବିଏନପି ମୁଖ୍ୟ ଖାଲେଦା ଜିଆଙ୍କୁ ପ୍ରାୟତଃ ରାଜନୀତି, ସଂଘର୍ଷ ଏବଂ ଶକ୍ତିର ପ୍ରତୀକ ଭାବରେ ଦେଖାଯାଏ। ତଥାପି, ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri