ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଅଭିନେତ୍ରୀ, ସୋସିଆଲ ମିଡିଆରେ ପୋଷ୍ଟ କରି ନିଜେ କହିଲେ କାରଣ…

ମୁମ୍ବାଇ: ଛୋଟପରଦା ଏବଂ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ନାମ ସୃଷ୍ଟି କରିଥିବା ଅଭିନେତ୍ରୀ କରିସ୍ମା ଶର୍ମାଙ୍କ ବିଷୟରେ ଏକ ବଡ଼ ତଥା ଚର୍ଚ୍ଚିତ ଖବର ସାମ୍ନାକୁ ଆସୁଛି। ସେ ବୁଧବାର ମୁମ୍ବାଇର ଏକ ଚଳନ୍ତା ଲୋକାଲ ଟ୍ରେନରୁ ଡେଇଁ ପଡ଼ିଥିଲେ, ଯେଉଁଥିରେ ତାଙ୍କୁ ଗୁରୁତର ଆଘାତ ଲାଗିଥିଲା। ଏବେ ସେ ହସ୍ପିଟାଲରେ ଅଛନ୍ତି, ଯାହାର ଫଟୋ ମଧ୍ୟ ସାମ୍ନାକୁ ଆସିଛି।

କରିସ୍ମା ମୁମ୍ବାଇର ଲୋକାଲ ଟ୍ରେନ୍‌ରେ ଚର୍ଚ୍ଚଗେଟ୍‌ ଯାଉଥିଲେ। ଏହା ପରେ ସେ ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡିଥିଲେ। ତାଙ୍କ ମୁଣ୍ଡ ଏବଂ ପିଠିରେ ଆଘାତ ଲାଗିଛି। ଅଭିନେତ୍ରୀ ଏପରି କାହିଁକି କଲେ ତାହା ଏବେ ସାମ୍ନାକୁ ଆସିଛି। ନିଜେ ଅଭିନେତ୍ରୀ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏହି ଘଟଣା ବିଷୟରେ ସମ୍ପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓହ୍ଲାଇବା ସମୟରେ ସେ ଶାଢ଼ି ପିନ୍ଧିଥିଲେ।

Karishma Sharma Accident

ସେ ଆହୁରି ଲେଖିଛନ୍ତି, ମୋର ପିଠିରେ ଆଘାତ ଲାଗିଛି। ମୋ ମୁଣ୍ଡ ଫୁଲିଯାଇଛି, ଏବଂ ମୋ ଶରୀରରେ ଅନେକ କ୍ଷତଚିହ୍ନ ଅଛି। ମୁଣ୍ଡରେ କୌଣସି ଗମ୍ଭୀର ଆଘାତ ଅଛି କି ନାହିଁ ତାହା ଜାଣିବା ପାଇଁ ଡାକ୍ତରମାନେ MRI କରିବାକୁ ପରାମର୍ଶ ଦେଇଛନ୍ତି। ମୋତେ ଗୋଟିଏ ଦିନ ପାଇଁ ଅବଜରଭେସନରେ ରଖାଯାଇଛି। ଗତକାଲିଠାରୁ ମୁଁ ଯନ୍ତ୍ରଣା ଅନୁଭବ କରୁଛି, କିନ୍ତୁ ମୁଁ ଠିକ୍‌ ଅଛି। ଦୟାକରି ମୋର ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରନ୍ତୁ ଏବଂ ମୋତେ ଆପଣଙ୍କର ଭଲପାଇବା ପଠାନ୍ତୁ। ଏହା ମୋ ପାଇଁ ବହୁତ ମୂଲ୍ୟବାନ।

चलती ट्रेन से कूदी रागिनी एमएमएस की एक्ट्रेस, बुरी तरह हुईं घायल, कहा- 'बहुत दर्द में...'

କରିସ୍ମାଙ୍କର ଜଣେ ବନ୍ଧୁ ହସ୍ପିଟାଲରୁ ତାଙ୍କର ଫଟୋ ଶେୟାର କରି ତାଙ୍କ ଅବସ୍ଥା ବିଷୟରେ କହିଛନ୍ତି। ଫଟୋରେ, କରିସ୍ମାଙ୍କ ଆଖି ବନ୍ଦ ଅଛି । ବନ୍ଧୁ ଲେଖିଛନ୍ତି, ଏହା ଘଟିଲା ବିଶ୍ୱାସ ହେଉନାହିଁ। ମୋ ବନ୍ଧୁ ଟ୍ରେନରୁ ପଡ଼ିଗଲା ଏବଂ ତା’ର କିଛି ମନେ ନାହିଁ। ତାଙ୍କୁ ତଳେ ପଡ଼ିଥିବା ଦେଖି ତୁରନ୍ତ ଏଠାକୁ ଆଣିଲୁ। ଡାକ୍ତରମାନେ ବର୍ତ୍ତମାନ ତାଙ୍କୁ ପରୀକ୍ଷା କରୁଛନ୍ତି। ଦୟାକରି ଆପଣଙ୍କ ପ୍ରାର୍ଥନାରେ ତାଙ୍କୁ ମନେ ରଖନ୍ତୁ ବୋଲି ଲେଖିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

ବୈଜ୍ଞାନିକଙ୍କ ଆକଳନଠାରୁ ଦ୍ରୁତଗତିରେ ସଙ୍କୁଚିତ ହେଉଛି ବୁଧ

କେପ୍‌ କାନାଭେରାଲ,୧୨ା୯: ଆମ ସୌରମଣ୍ଡଳର ସବୁଠାରୁ ଛୋଟ ଏବଂ ସୂର୍ଯ୍ୟର ସବୁଠାରୁ ନିକଟତର ଗ୍ରହ ‘ବୁଧ’କୁ ନେଇ ଏକ ଚମକପ୍ରଦ ତଥ୍ୟ ସାମ୍ନାକୁ ଆସିଛି। ବୈଜ୍ଞାନିକମାନଙ୍କ ଆକଳନ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?