ସାଦ ଖାଇଲେ କାଜଲ

ଅଭିନେତ୍ରୀ କାଜଲ ଅଗ୍ରୱାଲ ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଆଜିକାଲି ସେ ତାଙ୍କ ଗର୍ଭଧାରଣ ପର୍ଯ୍ୟାୟକୁ ଉପଭୋଗ କରୁଛନ୍ତି। ନିକଟରେ କାଜଲଙ୍କ ସାଦଖିଆ ଉତ୍ସବ ପାଳନ କରାଯାଇଛି। ଏହି ଉତ୍ସବରେ ସେ ଖୁସି ଥିବା ଜଣାପଡୁଛନ୍ତି। ଏହାର ଫଟୋଗୁଡିକ ସେ ନିଜ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି।
ଉଭୟ କାଜଲ ସ୍ବାମୀ ଗୌତମ କିଚ୍‌ଲୁ ସାଦଖିଆ ସମାରୋହ ପାଇଁ ପାରମ୍ପରିକ ପୋଷାକ ବାଛିଥିଲେ। ଏକ ଲାଲ ରଙ୍ଗର ଶାଢିରେ କାଜଲ ବହୁତ ସୁନ୍ଦର ଦେଖାଯାଉଥିଲେ। ଏହି ପୋଷ୍ଟ ଶେୟାର କରି ସେ କ୍ୟାପସନରେ ‘ବେବି ସାୱର’ ଲେଖିଛନ୍ତି। ଚଳିତବର୍ଷ ଆରମ୍ଭରେ କାଜଲ ଗର୍ଭବତୀ ଥିବା ଗୌତମ ସୋସିଆଲ ମିଡିଆରେ ଜରିଆରେ ପ୍ରଶଂସଙ୍କୁ ସୂଚନା ଦେଇଥିଲେ।

काजल अग्रवाल की गोद भराई की तस्वीर


Enter your email to get our daily news in your inbox.

All Right Reserved By Dharitri.Com

ତାଙ୍କ ହସ ମିଠା, କଥା ମିଠା ନାଁ ମିଠି, ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

‘ଭାରତ-ମାଲେସିଆ ସହଭାଗୀତା ଐତିହାସିକ’, ଦ୍ୱିପାକ୍ଷିକ ଆଲୋଚନା ସମୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ରବିବାର ମାଲେସିଆର ପ୍ରଶାସନିକ ରାଜଧାନୀ ପୁତ୍ରଜାୟାରେ ଥିବା ପର୍ଦାନା ପୁତ୍ରଜାୟା ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆନୁଷ୍ଠାନିକ ଭାବରେ ସ୍ବାଗତ କରାଯାଇଥିଲା ଏବଂ ଗାର୍ଡ ଅଫ…

ଭାଲେଣ୍ଟାଇନ୍ସ ଡେ’ରେ ସାଥୀଙ୍କୁ ଦେବାକୁ ଭୁଲନ୍ତୁନି ଏସବୁ , ନହଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ ଭାଲେଣ୍ଟାଇନ୍ସ ଡେ’ରେ ଏମିତି କିଛି ଉପହାର ସାଥୀକୁ ଦିଅନ୍ତୁ; ଯାହା ତାଙ୍କୁ ଖୁସି ଦେବା ସହ ତାଙ୍କ ଜୀବନରେ ସୁଖ, ସମୃଦ୍ଧି ବି ଆଣିଦେଉଥିବ……

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri