ଅଭିନେତ୍ରୀ ଲୈଲା ଖାନଙ୍କ ପିତାଙ୍କୁ ଫାଶି ଦଣ୍ଡ, ୧୩ ବର୍ଷ ପରେ ଆସିଲା ହତ୍ୟା ମାମଲାର ରାୟ

ମୁମ୍ବାଇ,୨୪।୫: ଅଭିନେତ୍ରୀ ଲୈଲା ଖାନ ହତ୍ୟା ମାମଲାରେ କୋର୍ଟଙ୍କ ନିଷ୍ପତ୍ତି ଆସିଛି। ମୁମ୍ବାଇର ସେସନ୍ସ କୋର୍ଟ ଦୋଷୀ ପରଭେଜ ଟାକଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି। ସୂଚନାଯୋଗ୍ୟ, ୧୩ବର୍ଷ ପରେ କୋର୍ଟ ଏହି ମାମଲାରେ ଦଣ୍ଡ ଘୋଷଣା କରିଛନ୍ତି। ପରଭେଜ ଟକ ମୃତ ଲୈଲା ଖାନଙ୍କ ସାବତ ପିତା। ଫେବୃଆରୀ ୨୦୧୧ରେ, ପରଭେଜ ଟାକ ମହାରାଷ୍ଟ୍ରର ଇଗାଟପୁରୀର ଏକ ଫାର୍ମ ହାଉସରେ ଲୈଲା ଖାନ ଏବଂ ତାଙ୍କ ପରିବାରର ଅନ୍ୟ ପାଞ୍ଚଜଣଙ୍କୁ ଅତି ନିର୍ମମ ଭାବରେ ହତ୍ୟା କରିଥିଲେ ଏବଂ ମୃତଦେହକୁ ମାଟି ତଳେ ପୋତି ଦେଇଥିଲେ।

ମେ ୯ରେ, ସେସନ୍ସ କୋର୍ଟ ପରଭେଜ ଟାକଙ୍କୁ ଲୈଲା ଖାନ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ କରିଥିଲେ ଏବଂ ଦଣ୍ଡ ଘୋଷଣା ଉପରେ ନିଷ୍ପତ୍ତି ସଂରକ୍ଷିତ ରଖିଥିଲେ। ପ୍ରକୃତରେ ସମ୍ପତ୍ତି ଉପରେ ବିବାଦ ପରେ ପରଭେଜ ଟାକ ତାଙ୍କ ସାବତ କନ୍ୟା ଲୈଲା ଖାନଙ୍କୁ ହତ୍ୟା କରିଥିଲେ। କେବଳ ଏତିକି ନୁହେଁ, ହତ୍ୟାକାରୀ ପରଭେଜ ଲୈଲାଙ୍କ ମା’ଙ୍କ ସମେତ ୬ ଜଣଙ୍କୁ ହତ୍ୟା କରିଥିଲେ। ଏହି ଘଟଣା ଫେବୃଆରୀ ୨୧୧ର।


Enter your email to get our daily news in your inbox.

All Right Reserved By Dharitri.Com

କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ଘଟଣା: ୧୯ ଟ୍ରେନ୍‌ ବାତିଲ୍‌

କୋଲକାତା, ୧୭।୬: କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ପରେ ୧୯ ଟ୍ରେନକୁ ବାତିଲ କରାଯାଇଛି । ଦୁଇଟି ଟ୍ରେନ୍‌ର ୪ ବଗି ଏବଂ ୫ ୱାଗନ ଲାଇନ୍‌ଚ୍ୟୁତ...

ଏୟାର ଇଣ୍ଡିଆ ବିମାନ ଖାଦ୍ୟରୁ ମିଳିଲା ବ୍ଲେଡ୍‌

ନୂଆଦିଲ୍ଲୀ,୧୭।୬: ଏୟାର ଇଣ୍ଡିଆର ବେଙ୍ଗାଲୁରୁ ସାନ ଫ୍ରାନ୍ସିସ୍କୋ ବିମାନରେ ବଡ ତ୍ରୁଟି ସାମ୍ନାକୁ ଆସିଛି। ଏହି ବିମାନର ଯାତ୍ରୀଙ୍କ ଖାଦ୍ୟରେ ଏକ ବଡ ବ୍ଲେଡ ମିଳିଥିଲା।...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୧୭।୬: ଆଗକୁ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି ବଡ଼ ପଦକ୍ଷେପ ନେଇଛି। ଦଳ ଆଗୁଆ ନିର୍ବାଚନୀ ପ୍ରସ୍ତୁତି...

ଜମ୍ମୁ-କଶ୍ମୀର ପରେ ମଣିପୁରକୁ ନେଇ ଆକ୍ସନ ମୋଡ୍‌ରେ ଶାହା, ଡାକିଲେ ବୈଠକ

ନୂଆଦିଲ୍ଲୀ, ୧୭।୬: ଜମ୍ମୁ-କଶ୍ମୀର ସ୍ଥିତି ସମୀକ୍ଷା ପରେ ଏବେ ମଣିପୁର ଉପରେ ଫୋକସ୍‌ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଆଜି ଅପରାହ୍ନ ୪ଟା...

ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୭।୬: ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି ଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଇସ୍ତଫା ଦେବେ ଶିବରାଜ ସିଂ ଚୌହାନ: ଦିନେ-୨ଦିନ ଭିତରେ ହୋଇଯିବ ସ୍ପଷ୍ଟ

ଭୋପାଳ,୧୭।୬: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ଆଜି କିମ୍ବା ଆସନ୍ତାକାଲି ବିଧାନସଭା ପଦରୁ ଇସ୍ତଫା ଦେଇପାରନ୍ତି। ସମ୍ବିଧାନରେ...

ଟ୍ରେନ୍‌ ଟ୍ରାଜେଡି: ୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ମୃତକଙ୍କ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କା

ନୂଆଦି,୧୭ା୬: ବାହାନଗା ଟ୍ରେନ୍‌ ଟ୍ରାଜେଡି ମଣିଷ ମନରୁ ଲିଭି ନ ଥିବା ବେଳେ ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି...

ମାନବୀୟ ତ୍ରୁଟିରୁ ଦାର୍ଜିଲିଂ ଟ୍ରେନ୍ ଦୁର୍ଘଟଣା: ରେଲୱେ ବୋର୍ଡ ସିଇଓ

ନୂଆଦିଲ୍ଲୀ,୧୭।୬: ସୋମବାର ପଶ୍ଚିମବଙ୍ଗର ଜଲପାଇଗୁଡ଼ିରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ, ୨୫ ଜଣ ଆହତ ହୋଇଛନ୍ତି। ତେବେ ଏହି ଦୁର୍ଘଟଣା ମାନବୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri