ଅଭିନେତ୍ରୀ ମଲାଇକା ଆରୋରା କରୋନା ଆକ୍ରାନ୍ତ

ମୁମ୍ବାଇ, ୬।୯: ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ପରେ ରବିବାର ହିଁ ଅଭିନେତ୍ରୀ ମଲାଇକା ଆରୋରାଙ୍କର ମଧ୍ୟ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ମଲାଇକା ସଂକ୍ରମିତ ହେବା ନେଇ ତାଙ୍କ ଭଉଣୀ ଅମୃତା ଆରୋରା ସୂଚନା ଦେଇଛନ୍ତି। ତାଙ୍କ ପାଖରେ ସାମାନ୍ୟ ଲକ୍ଷଣ ଦେଖାଦେଇଥିବାବେଳେ ସେ ଖୁବ୍‌ଶୀଘ୍ର ସୁସ୍ଥ ହୋଇଯିବେ ବୋଲି ଅମୃତା ଫ୍ୟାନମାନଙ୍କୁ ଜଣାଇଛନ୍ତି। ସୂଚନା ଥାଉ ଯେ, ମଲାଇକାଙ୍କ ଶୋ’ ‘ଇଣ୍ଡିଆଜ ବେଷ୍ଟ ଡ୍ୟାନ୍ସ’ ସେଟ୍‌ର ୭ରୁ ୮ ଜଣ ଲୋକଙ୍କୁ କରୋନା ଭାଇରସ ସଂକ୍ରମିତ ହୋଇଥିବା ନେଇ ଖବର ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଦେଖାଯାଉଛି ଓମିକ୍ରନ୍‌ର ଏମିତି କିଛି ଲକ୍ଷଣ

ନୂଆଦିଲ୍ଲୀ,୧୩ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ଏବେ ସାରା ବିଶ୍ୱର ଅଧିକାଂଶ ଦେଶକୁ ବ୍ୟାପି ସାରିଲାଣି । ହେଲେ ଏହାର ନିର୍ଦ୍ଦିଷ୍ଟ ଲକ୍ଷଣ...

ଧ୍ୟାନଚାନ୍ଦଙ୍କର ବାୟୋପିକ୍‌ରେ ନଜର ଆସିବେ ଈଶାନ,ଜାଣନ୍ତୁ କେବେଠୁ ଆରମ୍ଭ ହେବ ଶୁଟିଂ

ପ୍ରଡ୍ୟୁସର ରୋନି ସ୍କୃବାଲା ୨୦୨୦ ଡିସେମ୍ବରରେ ଘୋଷଣା କରିଥିଲେ କି ଅଭିଷେକ ଚୋବେ ହକି ତାରକା ଧ୍ୟାନଚାନ୍ଦଙ୍କ ଉପରେ ଏକ ବାୟୋପିକ ପ୍ରସ୍ତୁତ କରିବେ ।...

ଭୁବନେଶ୍ୱରରୁ ଆଜି ପୁଣି ୫୨ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୫୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨ ଜଣ ରହିଥିବା ବେଳେ ଲୋକାଲ କେସ୍‌...

ଭୁବନେଶ୍ୱରରୁ ୪ କରୋନା ପଜିଟିଭ ଚିହ୍ନଟ: ୩ ପୁରୁଷ, ଜଣେ ମହିଳା

ଭୁବନେଶ୍ୱର, ୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଚିହ୍ନଟ ହୋଇଥିବା ୧୪୬ କରୋନା ପଜିଟିଭ ମଧ୍ୟରୁ ଭୁବନେଶ୍ୱରର ୪ ଜଣ ରହିଛନ୍ତି। ଏମାନଙ୍କ ମଧ୍ୟରୁ ୩ଜଣ ଯୁବକ ଥିବାବେଳେ...

ପରଦାରେ ‘ଚୁମ୍ବନ’ରେ କରିବାରେ ଅସୁବିଧା ନାହିଁ, କିନ୍ତୁ…

ବଲିଉଡ ଅଭିନେତା ଇମ୍ରାନ ହାସମିଙ୍କୁ ‘ସିରିଏଲ କିସର’ ଆଖ୍ୟା ଦିଆଯାଇଛି। ୨୦୦୩ରେ ‘ଫୁଟପାଥ’ ଫିଲ୍ମରୁ କ୍ୟାରିଅର୍‌ ଆରମ୍ଭ କରିଥିବା ଇମ୍ରାନ ପରେ ଅନେକ ବଡ ଫିଲ୍ମର...

ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଶହ ଟପିଲା

ଭୁବନେଶ୍ୱର, ୨୦।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୪୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୪ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ରହିଥିବା ବେଳେ...

ନୂଆ ଓଡ଼ିଆ ସିନେମା ‘ମନେ ମନେ ମନ ଖୋଜୁଥିଲା’

‘ମନେ ମନେ ମନ ଖୋଜୁଥିଲା’-ଏପରି ଶୀର୍ଷକରୁ ସ୍ପଷ୍ଟ ପ୍ରତୀୟମାନ ହେଉଛି ଯେ ଏହାର କାହାଣୀ ପ୍ରେମ ଉପରେ ପର୍ଯ୍ୟବସିତ। ହଁ,ଏକ ଭିନ୍ନ ଧରଣର ଟିନ୍‌-ଏଜ୍‌ ପ୍ରେମ...

ବିକ୍ରି ହେଉନି କ୍ଷୀର, ଛେନା: ଦୁର୍ଦ୍ଦିନରେ ଦିନ କାଟୁଛନ୍ତି ଦୁଗ୍ଧଚାଷୀ

ପୁରୀ ଅଫିସ,୧ା୪: କରୋନା ପାଇଁ ୨୧ଦିନିଆ ଲକ୍‌ଡାଉନ ହୋଇଛି ଦେଶ। କେବଳ ଅତ୍ୟାବଶ୍ୟକ ସେବାକୁ ବାଦ୍‌ ଦେଇ ଆଉ ସବୁକିଛି ବନ୍ଦ ହୋଇଯାଇଛି। କେବଳ ଘର...

Advertisement
Archives

Model This Week