ବଲିଉଡ୍‌ର ଆଉ ଜଣେ ଅଭିନେତ୍ରୀଙ୍କ ପରଲୋକ

ବଲିଉଡ୍‌ ଅଭିନେତ୍ରୀ ମିଷ୍ଟି ମୁଖାର୍ଜୀଙ୍କର ପରଲୋକ ଘଟିଛି। ସେ କେତୋଟି ଫିଲ୍ମରେ ଅଭିନୟ କରିଥିବା ବେଳେ ଆଇଟମ୍‌ ନମ୍ବର ମଧ୍ୟ କରିଥିଲେ। ଗତ କିଛି ଦିନ ହେବ ସେ କିଡନୀ ସମସ୍ୟାରେ ପୀଡିତ ଥିଲେ। ତାଙ୍କର ମୃତ୍ୟୁ ଖବର ପ୍ରଚାରିତ ହେବାପରେ ପ୍ରଶଂସକ ଏବଂ ପରିଚିତ ଲୋକେ ଆଶ୍ଚର୍ଯ୍ୟ ହୋଇପଡ଼ିଛନ୍ତି।
ମିଷ୍ଟି ପ୍ରାୟ ଏକ ଦଶନ୍ଧି ଧରି ଇଣ୍ଡଷ୍ଟ୍ରିରେ ସକ୍ରିୟ ଥିଲେ। ସେ ୨୦୧୨ ମସିହାରୁ ଫିଲ୍ମ ‘ଲାଇଫ୍‌ କି ତୋ ଲଗ୍‌ ଗୟି’ରୁ କ୍ୟାରିୟର ଆରମ୍ଭ କରିଥିଲେ। ଏହାପରେ ତାଙ୍କୁ ଅନେକ ଫିଲ୍ମ ଏବଂ ଆରଲବମ୍‌ରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖାମେନେଇଙ୍କ ଫଟୋକୁ ସିଗାରେଟ ଜଳାଇ ନିଆଁ ଲଗାଇଥିବା ଯୁବତୀ ଏବେ ଖୁବ ଖୁସି କାହିଁକି? ଭାଇରାଲ ହେଉଛି ଭିଡ଼ିଓ

ତେହରାନ,୧।୩: ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଆମେରିକା-ଇସ୍ରାଏଲ ମିଳିତ ଆକ୍ରମଣରେ ମୃତ୍ୟୁ ଘଟିଛି। ଇରାନରେ ଅଶାନ୍ତି ମଧ୍ୟରେ, ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ…

ମୁନିଗୁଡା ବ୍ଲକ କାର୍ଯ୍ୟାଳୟ ଗେଟ୍‌ ଆଗରେ: ପଡିଛି କର୍ମଚାରୀ ମୃତଦେହ, ହଠାତ୍‌ ଛାତିରେ ହେଲା ଯନ୍ତ୍ରଣା 

ମୁନିଗୁଡା,୧।୩(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡାରେ ଏକ ଅଭାବନୀୟ ଘଟଣା ଘଟିଛି। ମୁନିଗୁଡା ବ୍ଲକ କାର୍ଯ୍ୟାଳୟ ଗେଟ୍‌ ଆଗରେ ବ୍ଲକର ଜଣେ ଯୁବ କର୍ମଚାରୀଙ୍କ ମୃତଦେହ…

ବିସ୍ଫୋରକ କାରଖାନାରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ

ନାଗପୁର,୧।୩: ମହାରାଷ୍ଟ୍ରର ନାଗପୁର ଜିଲାରେ ରବିବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ନାଗପୁର ଜିଲାର କାଟୋଲ ତହସିଲରେ ଏକ ବିସ୍ଫୋରକ କାରଖାନାରେ ବିସ୍ଫୋରଣ ଘଟି ଅତି କମରେ…

ମୃତ୍ୟୁ ପୂର୍ବରୁ ଶେଷ ଭାଷଣ ଦେଇଥିଲେ ଖାମେନେଇ, ଜାଣନ୍ତୁ ଟ୍ରମ୍ପଙ୍କୁ ନେଇ କ’ଣ କହିଥିଲେ

ତେହେରାନ,୧।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ଆମେରିକା-ଇସ୍ରାଏଲ ଆକ୍ରମଣରେ ମୃତ୍ୟୁ ଘଟିଛି। ଇସ୍ରାଏଲ-ଆମେରିକୀୟ ଆକ୍ରମଣ ଇରାନରେ ଭୟର ବାତାବରଣ ସୃଷ୍ଟି କରିଛି। ଏହାକୁ ନେଇ…

ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ: ଚାଲିଗଲା ରୋଗୀଙ୍କ ଜୀବନ, ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା

ପାଟଣା,୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରବିବାର ମଧ୍ୟାହ୍ନରେ ରୋଗୀଙ୍କ ମୃତ୍ୟୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବା ନେଇ ନେଇ…

ନିଜେ ନିଜେ କାହିଁକି କୋର୍ଟ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ? ୭ ବର୍ଷ ପୁରୁଣା ମାମଲା ସହିତ ରହିଛି ସମ୍ପର୍କ

ହାଇଦ୍ରାବାଦ,୧।୩: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀ ହାଇଦ୍ରାବାଦର ନାମପାଲିରେ ଥିବା ସ୍ବତନ୍ତ୍ର ଲୋକ ପ୍ରତିନିଧି କୋର୍ଟରେ ବ୍ୟକ୍ତିଗତ ଭାବରେ ହାଜର ହୋଇଥିଲେ। ଏହି ହାଜର ୨୦୧୯…

ରକ୍ଷକ ହୋଇ ଭକ୍ଷକ ସାଜିଥିବା ପୂର୍ବତନ ବିଧାୟକ ଧର୍ମଶାଳାବାସୀଙ୍କୁ କ୍ଷମା ମାଗନ୍ତୁ, ଏପରି ଅଭିଯୋଗ ଆଣି…

ଧର୍ମଶାଳା,୧ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାରେ ପୂର୍ବ ସରକାର ସମୟରେ ଅନେକ ଦୁର୍ନୀତି ହୋଇଥିବା ବେଳେ ପୋଲିସ ପ୍ରଶାସନ, ଖଣି ଉପନିର୍ଦ୍ଦେଶକ ଏବଂ ତହସିଲ ପ୍ରଶାସନ ମିଳିତ…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ଇରାନ ଉପରେ ବଡ଼ ଆକ୍ରମଣ…

ଇସଲାମବାଦ,୧।୩: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଥିଲେ, ଯାହା ଫଳରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ବାତାବରଣ ଖେଳିଯାଇଛି। ଶନିବାର ସକାଳେ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri