ବଲିଉଡ୍‌ର ଆଉ ଜଣେ ଅଭିନେତ୍ରୀଙ୍କ ପରଲୋକ

ବଲିଉଡ୍‌ ଅଭିନେତ୍ରୀ ମିଷ୍ଟି ମୁଖାର୍ଜୀଙ୍କର ପରଲୋକ ଘଟିଛି। ସେ କେତୋଟି ଫିଲ୍ମରେ ଅଭିନୟ କରିଥିବା ବେଳେ ଆଇଟମ୍‌ ନମ୍ବର ମଧ୍ୟ କରିଥିଲେ। ଗତ କିଛି ଦିନ ହେବ ସେ କିଡନୀ ସମସ୍ୟାରେ ପୀଡିତ ଥିଲେ। ତାଙ୍କର ମୃତ୍ୟୁ ଖବର ପ୍ରଚାରିତ ହେବାପରେ ପ୍ରଶଂସକ ଏବଂ ପରିଚିତ ଲୋକେ ଆଶ୍ଚର୍ଯ୍ୟ ହୋଇପଡ଼ିଛନ୍ତି।
ମିଷ୍ଟି ପ୍ରାୟ ଏକ ଦଶନ୍ଧି ଧରି ଇଣ୍ଡଷ୍ଟ୍ରିରେ ସକ୍ରିୟ ଥିଲେ। ସେ ୨୦୧୨ ମସିହାରୁ ଫିଲ୍ମ ‘ଲାଇଫ୍‌ କି ତୋ ଲଗ୍‌ ଗୟି’ରୁ କ୍ୟାରିୟର ଆରମ୍ଭ କରିଥିଲେ। ଏହାପରେ ତାଙ୍କୁ ଅନେକ ଫିଲ୍ମ ଏବଂ ଆରଲବମ୍‌ରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରିଆଲିଟି ଶୋ’ରେ ଆମିର

ମୁମ୍ବାଇ: ବଲିଉଡ୍‌ ଅଭିନେତା ଆମିର ଖାନ ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ଲାଲ ସିଂ ଚଢ଼ା’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଫିଲ୍ମର ପ୍ରମୋଶନ ପାଇଁ ଆମିର ପ୍ରଥମ...

ଆନ୍ଥୋନି ମ୍ୟାକିଙ୍କ ସହ ନଜର ଆସିବେ ଦେଶୀ ଗର୍ଲ

ବଲିଉଡ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଆଉ ଏକ ହଲିଉଡ ଫିଲ୍ମରେ ନଜର ଆସିବେ। ମାର୍ଭେଲ ସିରିଜ ଫେମ ଆନ୍ଥୋନି ମ୍ୟାକିଙ୍କ ସହ ତାଙ୍କୁ ‘ଏଣ୍ଡିଙ୍ଗ ଥିଙ୍ଗ୍ସ’ରେ...

୪୪ ବର୍ଷରେ ଛୋଟ ପରଦାର କୁଇନ୍‌ ଏକତା

ଛୋଟ ପରଦାର କୁଇନ୍‌ ଏକତା କପୁରଙ୍କ ଆଜି ହେଉଛି ୪୪ତମ ଜନ୍ମଦିନ। ମେ’ ୭ରେ ଜନ୍ମଗ୍ରହଣ କରିଥିବା ଏକତା ବର୍ତ୍ତମାନ ସମୟରେ ଟେଲିଭିଜନ ଦୁନିଆର ଜଣେ...

ଏହି ଅଭିନେତାଙ୍କ ସହ ଡେଟ୍‌ କରୁଛନ୍ତି ପୂଜା ବାତ୍ରା

ଫିଲ୍ମଜଗତରେ ଅଭିନେତ୍ରୀ ପୂଜା ବାତ୍ରା ୨୦ ବର୍ଷ ପୂରଣ କରିସାରିଛନ୍ତି। ୨୦୧୭ରେ ଶେଷଥର ପାଇଁ ଫିଲ୍ମ ‘ମିରର ଗେମ୍‌’ରେ ନଜର ଆସିଥିଲେ ପୂଜା। ଏହା ପରଠାରୁ...

ସମକାଳୀନ କାହାଣୀ ଉପରେ: ଓଡ଼ିଶୀ ଏକ ଭଲ ଚିନ୍ତାଧାରା

ଭାରତୀୟ ଶାସ୍ତ୍ରୀୟ ନୃତ୍ୟ ଜଗତରେ ଜଣେ ପରିଚିତ ଚେହେରା ମଧୁଲିତା ମହାପାତ୍ର। ଜଣେ ପ୍ରତିଭାବାନ୍‌ ଯୁବ ନୃତ୍ୟଶିଳ୍ପୀ ଭାବେ ଦେଶ ଓ ଦେଶ ବାହାରେ ଓଡ଼ିଶୀ...

କରୀନାଙ୍କ ଏହି ମହଙ୍ଗା ହିଲ୍‌ର ଦାମ୍‌ ଜାଣି ହେବେ ଆଶ୍ଚର୍ଯ୍ୟ: ଦେଖିଲେ କହିବେ ଖାଲି ଚପଲ ଏହାଠୁ କେତେ ଭଲ

ଫ୍ୟାଶନ ଦୃଷ୍ଟିରୁ ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଖାନ ସମ୍ପୂର୍ଣ୍ଣ ଭିନ୍ନ। ସେ ଗର୍ଭାବସ୍ଥାରେ ଏପରି ଏକ ଷ୍ଟାଇଲିସ ଲୁକ୍‌ରେ ଦେଖାଯାଇଥିଲେ ଯେ ଅନ୍ୟମାନଙ୍କ ପାଇଁ...

ମାଳଦ୍ୱୀପରେ ଏହି ଚର୍ଚ୍ଚିତ ଅଭିନେତ୍ରୀଙ୍କ ସହ ଛୁଟି କାଟୁଛନ୍ତି ଟାଇଗର !

ମୁମ୍ବାଇ, ୧୩।୧୧-ମୁମ୍ବାଇ ବିମାନବନ୍ଦରରେ ବଲିଉଡ ଅଭିନେତା ଟାଇଗର ଶ୍ରଫ ଓ ଅଭିନେତ୍ରୀ ଦିଶା ପାଟାନିଙ୍କୁ ବୁଧବାର ଦେଖିବାକୁ ମିଳିଥିଲା। ଏହାର ଗୋଟିଏ ଦିନ ପରେ ଅର୍ଥାତ...

ସ୍ତ୍ରୀଙ୍କ ପାଇଁ ହ୍ୟାଣ୍ଡ୍‌ବ୍ୟାଗ୍‌ କିଣୁଛନ୍ତି ରଣବୀର

ବଲିଉଡ ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ ଏବେ ନିଜ ଆଗାମୀ ଫିଲ୍ମ ‘ଛପାକ୍‌’ରେ ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏପଟେ ସ୍ବାମୀ ରଣବୀର ସିଂ ବଜାରରୁ ଦୀପିକାଙ୍କ ପାଇଁ...

Advertisement
Archives

Model This Week