ସାମ୍ନାକୁ ଆସିଲା ସାଇନା ନେହଓ୍ବାଲଙ୍କ ବାୟୋପିକ୍‌ ଲୁକ୍‌

ବ୍ୟାଡମିଣ୍ଟନ ଖେଳାଳି ସାଇନା ନେହଓ୍ବାଲଙ୍କ ବାୟୋପିକ୍‌ରେ ଅଭିନେତ୍ରୀ ପରିଣୀତି ଚୋପ୍ରା ପ୍ରମୁଖ ଚରିତ୍ରରେ ଅଭିନୟ କରୁଛନ୍ତି। ଫିଲ୍ମରେ ସାଇନାଙ୍କ ଲୁକ୍‌ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ପରିଣୀତିଙ୍କ ଏହି ଲୁକ୍‌କୁ ନିଜେ ସାଇନା ମଧ୍ୟ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋରେ ପରିଣୀତି ଛୋଟ କୋଶରେ ହାୟାରବ୍ୟାଣ୍ଡ ଲଗାଇଛନ୍ତି। ମୁହଁରେ ଖେଳର ଉତ୍ସାହ ସ୍ପଷ୍ଟ ବାରିହୋଇ ପଡ଼ୁଛି। ପରିଣୀତିଙ୍କ ମୁହଁର ଭଙ୍ଗୀ ଅନେକ କଥା ମଧ୍ୟ କହୁଛି। ଏହି ଫଟୋକୁ ଶେୟାର କରି ସାଇନା କ୍ୟାପଶନରେ ଲେଖିଛନ୍ତି, ମୋ ପରି ପରିଣୀତି ଚୋପ୍ରା।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବେଟ୍‌ ଲିଫ୍ଟିଙ୍ଗ କରିବାକୁ ଭଲଲାଗେ

ସୁରମୟୀ ମହାପାତ୍ର। ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରୀର ଜଣେ ଜଣାଶୁଣା ନାୟିକା। ରିଅଲିଟି ଶୋ ‘ମୁଁ ବି ହିରୋଇନ୍‌ ହେବି’ ସିଜନ୍‌-୨ର ବିଜେତା ସୁରମୟୀ ପ୍ରଥମେ ‘ଭଲପାଏ...

ରଣବୀରଙ୍କୁ ଖରାପ ନିର୍ମାତା କହିଲେ କ୍ୟାଟ୍ରିନା, ଜାଣନ୍ତୁ କାହିଁକି

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣବୀର କପୁରଙ୍କ ଆଜି ହେଉଛି ଜନ୍ମଦିନ। ୧୯୮୨ ମସିହା ସେପ୍ଟେମ୍ବର ୨୮ରେ ଜନ୍ମଗ୍ରହଣ କରିଥିବା ରଣବୀର ଆଜି ତାଙ୍କର ୩୮ ତମ...

କବାଟ ଭାଙ୍ଗି ତୁନିଶାଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲେ ଶ୍ରୀଜାନ; ସାମ୍ନାକୁ ଆସିଲା ଅନ୍ତିମ ଭିଡିଓ

ବମ୍ବେ: ଅଭିନେତ୍ରୀ ତୁନିଶା ଶର୍ମାଙ୍କ ମୃତ୍ୟୁକୁ ତିନି ଦିନ ବିତିଛି। ମଙ୍ଗଳବାର ତାଙ୍କର ବ୍ୟବଚ୍ଛେଦ ପରେ ଅନ୍ତିମ ସଂସ୍କାର କରାଯାଇଛି। ଏସବୁ ମଧ୍ୟରେ ଆତ୍ମହତ୍ୟା ପରର...

ଅମିତାଭଙ୍କ ୨୬ କର୍ମଚାରୀଙ୍କ ରିପୋର୍ଟ ଆସିଲା ନେଗେଟିଭ

ମୁମ୍ବାଇ,୧୩।୭: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ଓ ତାଙ୍କ ପୁଅ ଅଭିଷେକ ବଚ୍ଚନଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ମୁମ୍ବାଇର ନାନାବତୀ...

କ୍ରିକେଟରଙ୍କ ପ୍ରେମରେ ଆଥିୟା!

ମୁମ୍ବାଇ: ବଲିଉଡ୍ ଅଭିନେତା ସୁନିଲ ସେଟ୍ଟିଙ୍କ ଝିଅ ଆଥିୟା ସେଟ୍ଟି ତାଙ୍କ ଲଭ୍ ଆଫେୟାର୍ସକୁ ନେଇ ସବୁବେଳେ ଥାଆନ୍ତି ଚର୍ଚ୍ଚାରେ । ଏକଥା ମଧ୍ୟ ସମସ୍ତଙ୍କୁ...

ଭୁବନେଶ୍ୱରରେ ଫିଲ୍ମ ଶୁଟିଂ କରୁଛନ୍ତି କପିଲ ଶର୍ମା

ଭୁବନେଶ୍ୱର,୨୮ା୨(ବ୍ୟୁରୋ): ବଲିଉଡ୍‌ର କମେଡି କିଙ୍ଗ୍‌ କପିଲ ଶର୍ମା ଫିଲ୍ମ ଶୁଟିଂ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଓଡ଼ିଆ ସିନେ ନିର୍ମାତା ନନ୍ଦିତା ଦାସଙ୍କ ସହ...

ମଲାଇକା, କରିନାଙ୍କୁ ଟପିଲେ ଓ୍ବାରିନା

ଖୁବ୍‌ଶୀଘ୍ର ପରଦାକୁ ଅରସୁଛି ସଲମାନ ଖାନଙ୍କ ଅଭିନୀତ ଦବଙ୍ଗ-୩। ଏହି ଫିଲ୍ମକୁ ନେଇ ଦର୍ଶକଙ୍କ ମଧ୍ୟରେ ଉତ୍କଣ୍ଠା ବଢିଛି। ରିଲିଜ୍‌ ହେବା ପୂର୍ବରୁ ଫିଲ୍ମର ଗୀତଗୁଡିକ...

ସ୍ବାମୀଙ୍କ ଏହି ଗୁଣକୁ ଆଦୌ ପସନ୍ଦ କରନ୍ତି ନାହିଁ ଦୀପିକା

ବଲିଉଡ୍‌ର ସବୁଠୁ ରୋମାଣ୍ଟିକ୍‌ ଯୋଡି ଭାବେ ରଣବୀର ସିଂ ଏବଂ ଦୀପିକା ପାଦୁକୋନ ଜଣାଶୁଣା। ଦୁହେଁ ସୋସିଆଲ ମିଡିଆରେ ମଧ୍ୟ ବେଶ ଆକ୍ଟିଭ। ନିଜ ସାଂସାରିକ...

Advertisement
Archives

Model This Week