ବିବାହକୁ ନେଇ ଏମିିତି ସର୍ତ୍ତ ରଖିଛନ୍ତି ଅଭିନେତ୍ରୀ ପ୍ରାଚୀ ଦେଶାଇ

ଅଭିନେତ୍ରୀ ପ୍ରାଚୀ ଦେଶାଇ ବଲିଉଡରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଏହି ଅଭିନେତ୍ରୀ ମାତ୍ର ୧୭ ବର୍ଷ ବୟସରେ ଟେଲିଭିଜନ ଜଗତରେ ପାଦ ରଖିଥିଲେ। ସେ ଖୁବ କମ୍‌ ବୟସରେ ତାଙ୍କର ପ୍ରଥମ ବଲିଉଡ ଫିଲ୍ମ ‘ରକ୍‌ ଅନ୍‌’ ମଧ୍ୟ କରିଥିଲେ। ସେହି ସମୟରେ ପ୍ରାଚୀଙ୍କୁ ମାତ୍ର ୨୦ ବର୍ଷ ବୟସ ହୋଇଥିଲା। କିନ୍ତୁ ତାଙ୍କ କ୍ୟାରିୟର ଅସ୍ଥିର ଥିଲା। କିଛି ଦିନ ପରେ ସେ ଫିଲ୍ମ ଇଣ୍ଡଷ୍ଟ୍ରିରୁ ଅଦୃଶ୍ୟ ହୋଇଯାଇଥିଲେ।

ନିକଟରେ, ଏକ ସାକ୍ଷାତକାରରେ ପ୍ରାଚୀ ତାଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ କହିଥିଲେ। ବିବାହକୁ ନେଇ ଏକ ପ୍ରଶ୍ନରେ ସେ କହିଥିଲେ, ‘ମୋ ପରିବାର ଯେପରି ମୋତେ ବଢ଼ାଇଛନ୍ତି, ମୁଁ ବିବାହକୁ ସେତିକି ସୁରକ୍ଷିତ ଏବଂ ଆରାମଦାୟକ ମନେ କରେ ନାହିଁ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ଯେତେବେଳେ ସାଙ୍ଗମାନଙ୍କ ବିବାହ ଦେଖାଦେଖି ଆରମ୍ଭ ହୋଇଥିବା କଥା ଶୁଣେ ସେତେବେଳେ ଆଶ୍ଚର୍ଯ୍ୟ ହୋଇଯାଏ। ମୋ ପରିବାରର ଲୋକମାନେ ଏ ବିଷୟରେ କଦାପି କଥାବାର୍ତ୍ତା ମଧ୍ୟ ହୁଅନ୍ତି ନାହିଁ। ମୁଁ କେତେଥର ଫିଲ୍ମରେ ବିବାହ କରିଛି। ମୋତେ ବିବାହ କରିବାକୁ ଚାହୁଁଥିବା ପୁଅକୁ ବୋହୁତ ପ୍ରସ୍ତୁତ ହେବାକୁ ପଡିବ। ମୁଁ ମୋ ଅନୁଯାୟୀ ଜୀବନ ବଞ୍ଚିବାକୁ ଚାହୁଁଛି। ବିବାହ ପାଇଁ ମୁଁ ମୋର ସ୍ବାଧୀନତା ହରାଇ ପାରିବି ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?