‘ସୋନା’ଠାରୁ ଦୂରେଇ ଗଲେ ପ୍ରିୟଙ୍କା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ହଲିଉଡରେ ବି ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। କିଛିଦିନ ତଳେ ଏହି ଅଭିନେତ୍ରୀଙ୍କୁ ଓ୍ବେବ ସିରିଜ ସିଟାଡେଲରେ ଦେଖିବାକୁ ମିଳିଥିଲା। ପିସି ତାଙ୍କ ବେକାକୁ ବୟାନକୁ ନେଇ ବି ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଆକ୍ଟିଂ ସହ ପିସି ବିଜନେସରେ ବି ନିଜର ଭାଗ୍ୟ ପରୀକ୍ଷା କରି ନେଇଛନ୍ତି। ସେ ନ୍ୟୁୟର୍କରେ ନିଜର ଏକ ରେସ୍ତୋରାଁ ଖୋଲିଥିଲେ। ଏହି ଇଣ୍ଡିଆନ ରେସ୍ତୋରାଁର ନାମ ସେ ‘ସୋନା’ ରଖିଥିଲେ। ମିଳିଥିବା ସୂଚନା ଅନୁଯାୟୀ ଅଭିନେତ୍ରୀ ଏବେ ଏହି ରେସ୍ତୋରାଁ ବିଜନେସରୁ କୁଆଡେ ଦୂରେଇ ଯାଇଛନ୍ତି।

ସୂଚନାଯୋଗ୍ୟ, ପ୍ରିୟଙ୍କା ମନୀଷ କେ ଗୋୟଲଙ୍କ ପାର୍ଟନରଶିପରେ ଏହି ରେସ୍ତୋରାଁ ଆରମ୍ଭ କରିଥିଲେ। ମନୀଷ ଏକ ମାଗାଜିନକୁ କହିଥିଲେ ଯେ ରେସ୍ତୋରାଁର ସୃଜନଶୀଳତା ପଛରେ ପ୍ରିୟଙ୍କା ଆଇଡିଆ ଥିଲେ। ସେମାନଙ୍କ ସହଭାଗୀତା ଏବଂ ସମର୍ଥନ ପାଇଁ ଆମେ କୃତଜ୍ଞ। ପ୍ରିୟଙ୍କା ଆଉ ଆମର ସୃଜନଶୀଳ ସାଥୀ ନୁହଁନ୍ତି, ସେ ସୋନା ପରିବାରର ଏକ ଅଂଶ ହେବେ ଏବଂ ଏହି ନୂତନ ଅଧ୍ୟାୟ ପାଇଁ ଆମେ ବହୁତ ଉତ୍ସାହିତ।


Enter your email to get our daily news in your inbox.

All Right Reserved By Dharitri.Com

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

ଶ୍ରାବଣ ଶିବରାତ୍ରିରେ ୪ ଦୁର୍ଲଭ ରାଜଯୋଗର ମହାସଂଯୋଗ: ବୃଷ ସମେତ ୪ ରାଶିକୁ ମିଳିବ ଅପାର ଲାଭ

ଶ୍ରାବଣ ଶିବରାତ୍ରି ଅବସରରେ ଗଠିତ ହେଉଥିବା ଚାରିଟି ରାଜଯୋଗ ବୃଷ, କର୍କଟ, ତୁଳା ଓ କୁମ୍ଭ ରାଶି ପାଇଁ ବେଶ ଶୁଭ ସାବ୍ୟସ୍ତ ହେବ। ଏହି ରାଶିର…

ଜିଲାପାଳଙ୍କ ଶୁଣାଣିରେ ବିଷପିଇ ଜୀବନ ହାରିବାକୁ ଉଦ୍ୟମ: କାବୁ କରି…

ରାଜନଗର,୧୦।୮(ଭାସ୍କର ରାଉତ ରାୟ): ବିଷ ପିଇବାକୁ ଉଦ୍ୟମ ବେଳେ କାବୁ କରିନେଲା ପୋଲିସ। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଓ ଢୋଲମରା…

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

ମାଛ ଜାଲରେ ଫସିଲା ବିରାଟକାୟ ଅଜଗର

ବୀରମହାରାଜପୁର, ୧୦/୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅନ୍ତର୍ଗତ ସଦେଇପୁର ଗାଁ ନିକଟସ୍ଥ ଏକ ପୋଖରୀରେ ମାଛ ଧରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri