ମୃତ ଚାଷୀଙ୍କ ପରିବାରଙ୍କୁ ୧ ଲକ୍ଷ ଟଙ୍କା ସହାୟତା ଦେଲେ ଅଭିନେତ୍ରୀ ରାଣୀ ପଣ୍ଡା

ସାକ୍ଷୀଗୋପାଳ,୨୭।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ୪ଦିନ ତଳେ ମତ୍ୟୁବରଣ କରିଥିବା ସ୍ଥାନୀୟ ଡୁଙ୍ଗର ଗ୍ରାମର ମୃତ ଚାଷୀ ପୂର୍ଣଚନ୍ଦ୍ର ଦଳେଇଙ୍କ ପରିବାର ଲୋକଙ୍କୁ ଅଭିନେତ୍ରୀ ରାଣୀ ପଣ୍ଡା ଶୁକ୍ରବାର ଆର୍ଥିକ ସହାୟତାର ଯୋଗାଇ ଦେଇଛନ୍ତି। ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇବା ସହ ୧ ଲକ୍ଷ ଟଙ୍କାର ଚେକ୍‌ ପୂର୍ଣ୍ଣଚନ୍ଦ୍ରଙ୍କ ସ୍ତ୍ରୀ ପାର୍ବତୀ ଦଳେଇଙ୍କୁ ପ୍ରଦାନ କରିଥିଲେ।

ଏପରିକି ଏକାଦଶାହ ଉପଲକ୍ଷେ ୮ଶହ ଲୋକଙ୍କ ପାଇଁ ମହାପ୍ରସାଦ ସେବନ କରାଇବାର ସମ୍ପୂର୍ଣ୍ଣ ବ୍ୟୟ ଓ ସମସ୍ତ ବ୍ୟବସ୍ଥା କରାଇବେ ବୋଲି ରାଣୀ ପରିବାର ଲୋକଙ୍କୁ ପ୍ରତିଶ୍ରୁତି ଦେଇଥିଲେ ।

ଋଣବୋଝ ସାଙ୍ଗକୁ ଫସଲହାନୀ ସେପଟେ ପରିବାରର ମୁଖିଆଙ୍କୁ ହରାଇ ଭାଙ୍ଗିପଡ଼ିଥିବା ପରିବାର ପାଇଁ ରାଣୀ ପଣ୍ଡା ଜନ୍ମିତ ଝିଅଠାରୁ ଅଧିକ କର୍ତ୍ତବ୍ୟ କରିଥିବାରୁ ପରିବାର ଲୋକେ ରାନୀଙ୍କୁ ଆର୍ଶିବାଦ କରିଛନ୍ତି। ଗ୍ରାମବାସୀ ମଧ୍ୟ ରାନୀଙ୍କ ଏଭଳି ସହାୟତା ପାଇଁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆରୁ ଭାରତ ତେଲ କିଣିବା ନେଇ ପୁଣି ବଡ଼ ବୟାନ ଦେଲା ଆମେରିକା, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୧୧।୩: ଇରାନ-ଆମେରିକା-ଇସ୍ରାଏଲ ବିବାଦ ଏବଂ ହର୍ମୁଜ ପ୍ରଣାଳୀରେ ଉତ୍ତେଜନା ମଧ୍ୟରେ, ସାରା ବିଶ୍ୱରେ ତୈଳ ମୂଲ୍ୟରେ ପରିବର୍ତ୍ତନ ଘଟୁଛି। ଭାରତରେ ଅବସ୍ଥାପିତ ଆମେରିକାର ରାଷ୍ଟ୍ରଦୂତ ସେର୍ଗିଓ ଗର୍‌…

ତହସିଲଦାରଙ୍କ ରାଜଧାନୀରେ ୨ କୋଠା , ୭ ଦାମୀ ପ୍ଲଟ

ଭୁବନେଶ୍ୱର,୧୧।୩: କଟକ ଜିଲା କଣ୍ଟାପଡ଼ା ତହସିଲଦାରଙ୍କ ବିପୁଳ ସମ୍ପତ୍ତି ଠାବ କଲା ଭିଜିଲାନ୍ସ ଟିମ୍‌ । ଚଢ଼ାଉ ସମୟରେ ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କ ୨ଟି ବହୁତଳ କୋଠା…

LPG ଯୋଗାଣରେ ବାଧା ସୃଷ୍ଟି ହେଲେ ବନ୍ଦ ହୋଇଯିବ କି ମୋବାଇଲ୍ ଟାଓ୍ବାର? ଜାଣନ୍ତୁ କଣ ରହିଛି କନେକ୍ସନ

ନୂଆଦିଲ୍ଲୀ,୧୧।୩: ଦେଶବ୍ୟାପୀ ଏଲପିଜି ଯୋଗାଣ ବାଧାପ୍ରାପ୍ତ ହେବାର ରିପୋର୍ଟ ସାମ୍ନାକୁ ଆସୁଛି । ତେବେ ଏହା ଯୋଗୁଁ  ମୋବାଇଲ୍ ଫୋନ୍ ଏବଂ ଘରର ଇଣ୍ଟରନେଟ୍ ସଂଯୋଗ ଏବେ ବିପଦରେ…

ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଘରେ ପ୍ରସବ କଲେ ମହିଳା

ମୋହନା,୧୧ା୩(ମନ୍ମଥ ମିଶ୍ର): ସରକାର ଅନେକ ଯୋଜନା ପ୍ରସ୍ତୁତ କରିଥିବାବେଳେ ଆଜି ବି ଜନନୀ ଯନ୍ତ୍ରଣା ଥମିନି। ରାସ୍ତା ଖରାପ ପାଇଁ ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ। ଫଳରେ ଜଣେ…

୯ ମଣ୍ଡି ନୋଡାଲ ଅଫିସଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ

ଜଗତସିଂହପୁର, ୧୧।୩: ୯ ମଣ୍ଡି ନୋଡାଲ ଅଫିସଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ। ମାର୍ଚ୍ଚ ମାସରେ ଦରମା ବନ୍ଦ କଲେ ଜଗତସିଂହପୁର ଜିଲାପାଳ। ନୋଡାଲ ଅଫିସର ଧାନ…

ଖାଲି ହାତରେ ବାଘ ସହ ଲଢୁଥିଲେ ଯୁବକ: ୧୨ରୁ ୧୫ ମିନିଟ୍‌ ପରେ ଘଟିଲା…

ଶିମ୍‌ଲା ,୧୧ା୩:ହିମାଚଳ ପ୍ରଦେଶର ସୋଲାନ ଜିଲାରେ ଜଣେ ଯୁବକ କଲରାପତରିଆ ବାଘ ହାବୁଡ଼ରେ ପଡ଼ିବା ପରେ ଜୀବନରକ୍ଷା ପାଇଁ ଖାଲି ହାତରେ ଲଢ଼େଇ କରିବା ଏହାକୁ ମାରିଦେବା…

ରାଜ୍ୟବାସୀଙ୍କ ପାଇଁ ଖୁସିଖବର: ୩୦ଟି ଜିଲାରେ ହେବ MSME ଇ-ପାର୍କ

ଭୁବନେଶ୍ୱର,୧୧।୩: ରାଜ୍ୟର ୩୦ଟି ଜିଲାରେ ହେବ MSME ଇ-ପାର୍କ। ଏ ନେଇ ଗୃହରେ MSME ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି। ଏହା ୧୪ ଜିଲାରେ ଶେଷ…

IPL 2026: ପ୍ରଥମ ମ୍ୟାଚରେ ହେବ ବଡ଼ ଧମାକା, ଏହି ଦୁଇ ଟିମ୍ ଭିତରେ….

ନୂଆଦିଲ୍ଲୀ,୧୧।୩: ଆଉ କିଛି ଦିନ ପରେ ଆରମ୍ଭ ହୋଇଯିବ IPL ୨୦୨୬ । ଏନେଇ ସମସ୍ତେ ଉତ୍ସାହର ସହ ଅପେକ୍ଷା କରି ରହିଛନ୍ତି । ଏହା ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri