ଫସିଗଲେ ଅଭିନେତ୍ରୀ ରାନୀ ପ୍ରିୟଦର୍ଶିନୀ, ରିଲ୍ସ କରି ସ୍କୁଟି …

ଭୁବନେଶ୍ୱର,୨୫।୧୧ ରିଲ୍ସ କରିବା ପଡ଼ିଲା ମହଙ୍ଗା। ଜବତ ହେଲା ଅଭିନେତ୍ରୀ ରାନୀ ପ୍ରିୟଦର୍ଶିନୀଙ୍କ ସ୍କୁଟି। ବିନା ହେଲମେଟରେ ସ୍କୁଟି ଚଢ଼ି ରାଜରାସ୍ତାରେ ରିଲ୍ସ କରୁଥିଲେ। ଗାଡ଼ି ଜବତ ସହ ଜାରିମାନା କଲା ଆରଟିଓ । ଜଣେ ଯୁବତୀ ବିନା ହେଲମେଟରେ ବେପରୁଆ ଭାବେ ଗାଡ଼ି ଚଳାଇବା ସହ ରିଲ୍ସ କରୁଥିବା ନେଇ ନାରାୟଣ ବିଶ୍ବାଳ ନାମକ ଜଣେ ବ୍ୟକ୍ତି ଟୁଇଟ୍‌ କରି ଆରଟିଓକୁ ଜଣାଇଥିଲେ ।
ସେ ସ୍କୁଟି ନମ୍ବର ସହ ଯୁବତୀଙ୍କ ଫଟୋ ଶେୟାର କରି ଏମ୍‌ଭି ଆକ୍ଟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅନୁରୋଧ କରିଥିଲେ । ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ଆରଟିଓ-୨ଙ୍କୁ ନିର୍ଦ୍ଦେଶ ଦେଇଥିଲେ ପରିବହନ ଆୟୁକ୍ତ । ପରେ ରାନୀଙ୍କ ସ୍କୁଟି ଜବତ କରିଛି ଭୁବନେଶ୍ବର ବଡ଼ଗଡ଼ ଥାନା ପୋଲିସ । ଏନେଇ ପରିବହନ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

ତାତିଲେ ଛାତ୍ରୀଛାତ୍ର: ପ୍ରଧାନଶିକ୍ଷକଙ୍କୁ ବହିଷ୍କାର ଦାବିରେ ଚାଲି ଚାଲି ଗଲେ ବିଡ଼ିଓଙ୍କ ନିକଟକୁ, ତା’ପରେ…

ମୋରଡା,୪।୮(ସ୍ମାରକ ମାଜୀ): ବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ତଥା ପୋକଯୁକ୍ତଖାଦ୍ୟ, ଛାତ୍ରୀଙ୍କୁ ଆଶାଳୀନ ବ୍ୟବହାର, ବିଦ୍ୟାଳୟରୁ ଜିନିଷ ନେଇ ନେବା ଆଦି ବିଭିନ୍ନ ଅଭିଯୋଗ ନେଇ ପ୍ରଧାନଶିକ୍ଷକଙ୍କ ବହିଷ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri