ଅଭିନେତ୍ରୀ ରେଖାଙ୍କ ହେବ କରୋନା ଟେଷ୍ଟ

ମହାମାରୀ କରୋନା ଏବେ ବଲିଉଡ୍‌ ମୁହାଁ ହୋଇଛି। ବିଗ ବି ଅମିତାଭ ବଚ୍ଚନ ଓ ପୁତ୍ର ଅଭିଷେକ ବଚ୍ଚନ କରୋନା ପଜିଟିଭ ଚିହ୍ନଟ ହେବାର ଗୋଟିଏ ଦିନ ପରେ ଐଶ୍ଚର୍ଯ୍ୟା ରାୟ ଏବଂ ତାଙ୍କ ଝିଅ ଆରାଧ୍ୟା କରୋନା ସଂକ୍ରମିତ ହୋଇଛନ୍ତି। ସେହିପରି ଅଭିନେତା ଅନୁପମ ଖେରଙ୍କ ମା’ଙ୍କ ସମେତ ୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏବେ ବଲିଉଡର ଅଭିନେତ୍ରୀ ରେଖାଙ୍କ ବାନ୍ଦ୍ରା ଫ୍ଲାଟର ସିକ୍ୟୁରିଟୀ ଗାର୍ଡ କରୋନା ପଜିଟିଭ ଚିହ୍ନଟ ହେବାପରେ ତାଙ୍କ ଏହାପରେ ବଙ୍ଗଳାକୁ ସିଲ କରିଦିଆଯାଇଛି । ଏବେ ରେଖଶାଙ୍କ କରୋନା ଟେଷ୍ଟ କରାଯିବ ବୋଲି ଜଣାପଡିଛି। ବଲିଉଡ ଅଭିନେତ୍ରୀ ରେଖାଙ୍କର ବଙ୍ଗଳା ବାହାରେ ଦୁଇ ଜଣ ସୁରକ୍ଷାକର୍ମୀ ମୃତୟନ ଥାନ୍ତି । ରେଖାଙ୍କର ଆଖପାଖର ଅଞ୍ଚଳକୁ ବିଏମସି ସାନିଟାଇଜ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

Nana Lover Story: ଏହି ଅଭିନେତ୍ରୀଙ୍କ ପ୍ରେମରେ ଦିୱାନା ଥିଲେ ନାନା!, ରାଇଟର କଲେ ଖୁଲାସା…

ମୁମ୍ୱାଇ: ବଲିଉଡର ଦିଗ୍‌ଜ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ହୃଦଘାତରେ ଦେହାନ୍ତ ହୋଇଛି। ନିଜ ଦୀର୍ଘ ଅଭିନୟ କ୍ୟାରିୟରରେ ନାନା ପାଟେକରଙ୍କ ନାଁ କିଛି…

୧୩ ବର୍ଷ ବୟସରେ କମାଉଥିଲେ ୩୫ ଟଙ୍କା! ପ୍ରତିଦିନ ୮ କିମି ପାଦରେ ଚାଲି କେଉଁଠିକୁ ଯାଉଥିଲେ ନାନା ପାଟେକର?

ମୁମ୍ୱାଇ: ଦିଗ୍‌ଜ ଅଭିନେତା ବିଶ୍ୱନାଥ ପାଟେକର (ନାନା ପାଟେକର) ଆଜି ୮ ଅକ୍ଟୋବର ୨୦୨୬ରେ ୭୫ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଛନ୍ତି। ହୃଦଘାତ (କାର୍ଡିଆକ ଆରେଷ୍ଟ)…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?