ପର୍ସ ଚୋରି କରି ଗିରଫ ହେଲେ ଅଭିନେତ୍ରୀ

ବଙ୍ଗଳା ଫିଲ୍ମ ଅଭିନେତ୍ରୀ ରୂପା ଦତ୍ତଙ୍କୁ ଚୋରି ଅଭିଯୋଗରେ ପୋଲିସ ଗିରଫ କରିଛି। କୋଲକାତାର ଅନ୍ତର୍ଜାତୀୟ ପୁସ୍ତକ ମେଳାରେ ସେ ଚୋରି କରୁଥିବାବେଳେ ଧରାପଡିଥିଲେ। ବିଦ୍ଧନଗର ଉତ୍ତର ପୋଲିସ ଷ୍ଟେଶନ ସୂତ୍ରରୁ ପ୍ରକାଶ ଯେ, ମାର୍ଚ୍ଚ ୧୨ରେ ମେଳାରେ ଜଣେ ମହିଳା ଡଷ୍ଟବିନରେ ବ୍ୟାଗ ଫିଙ୍ଗିଥିବାର ଦେଖିବା ପରେ ପୋଲିସ ସନ୍ଦେହ କରି ତାଙ୍କୁ ଅଟକ ରଖିଥିଲା। ସନ୍ଦେହ ଆଧାରରେ ପୋଲିସ ତାଙ୍କ ବ୍ୟାଗ ଯାଞ୍ଚ କରିଥିଲା। ତାଙ୍କ ନିକଟରୁ ଅନେକ ଛୋଟ ବ୍ୟାଗ ମିଳିଥିଲା। ମହିଳାଙ୍କ ବ୍ୟାଗରୁ ପୋଲିସ ୭୫ ହଜାର ଟଙ୍କା ଜବତ କରିବା ସହ ତାଙ୍କୁ ଗିରଫ କରିଥିଲା। ସମ୍ପୃକ୍ତ ମହିଳା ଜଣଙ୍କ ରୂପା ଦତ୍ତ ବୋଲି ଜଣାପଡିଥିଲା। ପୋଲିସର ପଚରାଉଚରା ବେଳେ ତାଙ୍କ ପାଖକୁ ଟଙ୍କା କେଉଁଠୁ ଆସିଲା ଏବଂ ସେ କାହିଁକି ବ୍ୟାଗକୁ ଡଷ୍ଟବିନରେ ଫୋପାଡି ଦେଲେ ତାହା ସାମ୍ନାକୁ ଆସି ନାହିଁ। ଏଥିସହିତ ରୂପା ଦତ୍ତା ଚୋରି କରିଥିବା କଥାକୁ ସ୍ବୀକାର କରିଛନ୍ତି। ସେ ଭିଡ଼ର ସୁଯୋଗ ନେଇ ବଡ ଇଭେଣ୍ଟ ଏବଂ ମେଳାରେ ଯାଇ ଲୋକଙ୍କ ପର୍ସ ଚୋରି କରୁଥିଲେ। ଅନ୍ତର୍ଜାତୀୟ ମେଳାରେ ସେ ମଧ୍ୟ ସମାନ କାର୍ଯ୍ୟ କରିବାକୁ ଚେଷ୍ଟା କରୁଥିଲେ, କିନ୍ତୁ ପୋଲିସ ତାଙ୍କୁ ଧରିଥିଲା। ପୋଲିସ ରୂପାଙ୍କ ଠାରୁ ଏକ ଡାଏରୀ ମଧ୍ୟ ପାଇଛି।
ରୁପା ଦତ୍ତ ବଙ୍ଗାଳୀ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ଅଭିନେତ୍ରୀ। ସେ ଅନେକ ସିରିଏଲ ଏବଂ ଟିଭି ଶୋ’ରେ ମଧ୍ୟ ଅଭିନୟ କରିଛନ୍ତି । ସେ ବଲିଉଡ ନିର୍ଦ୍ଦେଶକ ଅନୁରାଗ କଶ୍ୟପଙ୍କ ନାଁରେ ଯୌନ ଉତ୍ପୀଡ଼ନ ଅଭିଯୋଗ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri