ଚୁମ୍ବନକୁ ନେଇ ଏମିତି କହିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ର ବୋଲ୍ଡ ଅଭିନେତ୍ରୀମାନଙ୍କ ମଧ୍ୟରୁ ବାଣୀ କପୁର ହେଉଛନ୍ତି ଜଣେ। ସୁଶାନ୍ତ ସିଂ ରାଜପୁତଙ୍କ ଫିଲ୍ମରୁ କ୍ୟାରିଅର୍‌ ଆରମ୍ଭ କରିଥିବା ବାଣୀ ପ୍ରାୟ ପ୍ରତ୍ୟେକ ଫିଲ୍ମରେ ବୋଲ୍ଡ ସିନ୍‌ କରିଥାନ୍ତି। ଏବେ ବାଣୀ ତାଙ୍କ ବୋଲ୍ଡ ସିନ୍‌କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ପ୍ରେମ କରିବା ଏବଂ ଫିଲ୍ମରେ ଅନ୍ତରଙ୍ଗ ଦୃଶ୍ୟ କରିବାରେ ତାଙ୍କର କୌଣସି ଅସୁବିଧା ନାହିଁ।

ଏକ ସାକ୍ଷାତକାରରେ ସେ ଏପରି କହିଛନ୍ତି। କ୍ୟାରିୟର ବ୍ୟତୀତ, ସେ ବୋଲ୍ଡ ସିନ୍‌ ବିଷୟରେ ମଧ୍ୟ ଅନେକ କଥା କହିଛନ୍ତି। ଯଦି ସେ ନିର୍ଦ୍ଦେଶକଙ୍କ ଉପରେ ବିଶ୍ୱାସ ନ କରନ୍ତି ତେବେ ସେ ଏପରି ଦୃଶ୍ୟ କରନ୍ତି ନାହିଁ।

ତାଙ୍କୁ ପଚରାଯାଇଥିଲା ନିକଟରେ ରିଲିଜ ହୋଇଥିବା ‘ଚଣ୍ଡିଗଡ଼ କରେ ଆଶିକୀ’ ‘ବେଫିକ୍ରେ’ (୨୦୧୬) ଏବଂ ଓ୍ବାର (୨୦୧୯) ପରି ଫିଲ୍ମରେ ଅନ୍ତରଙ୍ଗ ଦୃଶ୍ୟ କରିବାକୁ କେତେ ପସନ୍ଦ କରନ୍ତି? ସେ କହିଛନ୍ତି, ମୁଁ ନିର୍ଦ୍ଦେଶକଙ୍କ ଉପରେ ବିଶ୍ୱାସ କଲେ ବୋଲ୍ଡ ସିନ୍‌ କରିବାରେ କିଛି ଅସୁବିଧା ନାହିଁ। ଚୁମ୍ବନକୁ ନେଇ ସେ କହିଛନ୍ତି, ଚୁମ୍ବନ ଗୋଟିଏ ହେଉ କି ୨୦; ଚୁମ୍ବନ ତ ଚୁମ୍ବନ। ତେଣୁ ସେତିକି ବିଶ୍ୱାସ ନ ଆସିଲେ ଜଣେ ଅନ୍ତରଙ୍ଗ ସିନ୍‌ କରିପାରିବ ନାହିଁ। ବାଣୀଙ୍କର ଏହି କଥା ଏବେ ବେଶ୍‌ ଚର୍ଚ୍ଚାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

‘ଅଦୃଶ୍ୟ ସହ ବିପଜ୍ଜନକ’: ଆଇନଗତ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା(AI)ର ବ୍ୟବହାର ବିରୁଦ୍ଧରେ ଚେତାବନୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୭: ନ୍ୟାୟିକ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି। ନ୍ୟାୟାଳୟ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (NCLT) ଏବଂ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri