Posted inଖେଳ

ଫସିଗଲେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା, Rajasthan Royalsର ମାଲିକ ଆଣିଲେ ସଙ୍ଗିନ ଅଭିଯୋଗ

ନୂଆଦିଲ୍ଲୀ,୨୬।୬: ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ଏବଂ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ଦଳ ରାଜସ୍ଥାନ ରୟାଲ୍ସ (ଆରଆର୍‌)ର ପୂର୍ବତନ ସହ-ମାଲିକ ରାଜ କୁନ୍ଦ୍ରା ସମସ୍ୟାରେ ପଡ଼ିଛନ୍ତି।
ରାଜସ୍ଥାନ ରୟାଲ୍ସର ବର୍ତ୍ତମାନର ମାଲିକ ମନୋଜ ବଡାଲେ ତାଙ୍କ ଉପରେ ‘ବ୍ଲାକମେଲିଂ’ ଅଭିଯୋଗ ଆଣିଛନ୍ତି। ମନୋଜ ୟୁକେର ଏକ କୋର୍ଟରେ କୁନ୍ଦ୍ରାଙ୍କ ବିରୋଧରେ ଆଇନଗତ ଲଢ଼େଇ ଆରମ୍ଭ କରିଛନ୍ତି।
ପ୍ରକୃତରେ, ୨୦୦୯ ମସିହାରେ ରାଜ କୁନ୍ଦ୍ରା ଏବଂ ଶିଳ୍ପା ସେଟ୍ଟୀ ଏକ ମରିସସ କମ୍ପାନୀର ସହାୟତାରେ ରାଜସ୍ଥାନ ରୟାଲ୍ସର ମାଲିକ ହୋଇଥିଲେ। ତାଙ୍କ ଦଳ (ରାଜସ୍ଥାନ ରୟାଲ୍ସ) ମଧ୍ୟ ପ୍ରଥମ ଆଇପିଏଲ ଟାଇଟଲ ଜିତିଥିଲା, କିନ୍ତୁ ୨୦୧୩ ଜୁନ ମାସରେ ଏହି ଦଳ ସମସ୍ୟାରେ ପଡ଼ିଥିଲା। ସେହି ସମୟରେ ରାଜ କୁନ୍ଦ୍ରାଙ୍କୁ ଦିଲ୍ଲୀ ପୋଲିସ ବେଟିଂ ଅଭିଯୋଗରେ ଗିରଫ କରିଥିଲା। ଏଥିପାଇଁ ସେ ବହୁତ ସମାଲୋଚନାର ସମ୍ମୁଖୀନ ହୋଇଥିଲେ।
ସୂଚନାଯୋଗ୍ୟ, ୨୦୦୯ ମସିହାରେ ରାଜ କୁନ୍ଦ୍ରା ଏବଂ ଶିଳ୍ପା ସେଟ୍ଟୀ ପ୍ରାୟ ୧୫.୪ ମିଲିୟନ ଡଲାରରେ ରାଜସ୍ଥାନ ରୟାଲ୍ସର ୧୧.୭% ଅଂଶଧନ କିଣିଥିଲେ, କିନ୍ତୁ ସ୍ପଟ ଫିକ୍ସିଂ ଅଭିଯୋଗ ପରେ ସେମାନଙ୍କୁ ନିଷିଦ୍ଧ କରାଯାଇଥିଲା। ରାଜସ୍ଥାନ ଦଳକୁ ୨ ବର୍ଷ ପାଇଁ ନିଷିଦ୍ଧ କରାଯାଇଥିଲା। ଏହା ପରେ ରାଜ କୁନ୍ଦ୍ରା ଏବଂ ଶିଳ୍ପା ସେଟ୍ଟୀ ଆଇପିଏଲରୁ ଅଲଗା ହୋଇଗଲେ। ଏହି ମାମଲା ଏପର୍ଯ୍ୟନ୍ତ ଶେଷ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ମୁନିରଙ୍କ ହାତରେ ନ୍ୟୁକ୍ଲିଅର ବଟନ୍‌

ଇସ୍‌ଲାମାବାଦ,୬ା୧୨: ପାକିସ୍ତାନ ରାଷ୍ଟ୍ରପତି ଆସିଫ୍‌ ଅଲୀ ଜର୍ଦ୍ଦାରୀଙ୍କ ଅଫିସିଆଲ୍‌ ‘X’ ହ୍ୟାଣ୍ଡେଲରୁ ଶୁକ୍ରବାର ଏକ ପୋଷ୍ଟ କରାଯାଇଛି। ବର୍ତ୍ତମାନ ସିଓଏଏସ୍‌ ଥିବା ଫିଲ୍ଡ ମାର୍ଶଲ ଆସିମ୍‌...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ଫିକା ପଡ଼ିଲା ଖ୍ରୀଷ୍ଟମାସ ସେଲିବ୍ରେଶନ, ୧୦ ମୃତ ୧୯ ଆହତ

ପ୍ୟାରିସ,୬।୧୨: ଫ୍ରାନ୍ସର ଗୁଆଡେଲୁପର ସେଣ୍ଟ-ଆନରେ ଏକ ଖ୍ରୀଷ୍ଟମାସ କାର୍ଯ୍ୟକ୍ରମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଗାଡ଼ି କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ହେଉଥିବା ଲୋକଙ୍କୁ ଚାପି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri