ଶେଷରେ ମାଗିଲେ କ୍ଷମା

ବମ୍ବେ: ଭଗବାନଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେବା ମହଙ୍ଗା ପଡ଼ିବା ପରେ କ୍ଷମା ମାଗିଛନ୍ତି ଟେଲି ପରଦାର ଲୋକପ୍ରିୟ ଅଭିନେତ୍ରୀ ଶ୍ୱେତା ତିଓ୍ବାରୀ। ତାଙ୍କ ଅନ୍ତଃବସ୍ତ୍ର ସାଇଜ୍‌ ଭଗବାନ ନେଉଛନ୍ତି ବୋଲି ସେ କହିଥିଲେ। ଏହାକୁ ନେଇ ଶ୍ୱେତାଙ୍କ ନାମରେ ଭୋପାଳର ଶ୍ୟାମଳା ହିଲ୍ସ ପୋଲିସ ଷ୍ଟେଶନରେ ମାମଲା ରୁଜୁ ହୋଇଥିଲା। ଏଥିସହ ସୋସିଆଲ ମିଡିଆରେ ତାଙ୍କୁ ଟ୍ରୋଲ କରାଯାଉଥିଲା। ଶେଷରେ ସେ ମନ୍ତବ୍ୟକୁ ନେଇ ମୁହଁ ଖୋଲି କ୍ଷମା ମାଗିଛନ୍ତି।

ଶ୍ୱେତା କହିଛନ୍ତି, ସେ ଭଗବାନ ଶବ୍ଦର ବ୍ୟବହାର ଅଭିନେତା ସୌରଭ ରାଜ ଜୈନଙ୍କ ପାଇଁ ବ୍ୟବହାର କରିଥିଲେ। ସେ ତାଙ୍କ ପୂର୍ବ ଭୂମିକା ଭଗବାନଙ୍କ କରିଥିଲେ। ଏଥିଲାଗି ତାଙ୍କୁ ସେହି ନାମରେ ଡାକିଥିଲେ। ହେଲେ ଏହାକୁ ଭୁଲ ବୁଝାଯାଇଛି। ସମ୍ପୂର୍ଣ୍ଣ ଭିଡିଓ ଦେଖାଗଲେ ସମସ୍ତଙ୍କର ଧାରଣା ପରିବର୍ତ୍ତନ ହେବ। ସେ ଜଣେ ଭଗବାନ ବିଶ୍ୱାସୀ। ଏଣୁ ସେ ଧାର୍ମିକ ଭାବନାକୁ କଷ୍ଟ ଦେବା ଭଳି କିଛି ବି କହିପାରିବେ ନାହିଁ। ସମ୍ପୂର୍ଣ୍ଣ କଥାରୁ ଅଲଗା କରିଦିଆଯାଇଥିବାରୁ ଲୋକମାନଙ୍କ ଭାବନାକୁ ଆଘାତ ଦେଇଛି। ଯେଉଁଥିପାଇଁ ସେ କ୍ଷମା ମାଗୁଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୃତିଙ୍କ ହେୟାର ମସାଜ୍‌ କରୁଛନ୍ତି ପୁଲକିତ

ମୁମ୍ବାଇ: କୃତି ଖରବନ୍ଦା ଏବଂ ପୁଲକିତ ସମ୍ରାଟ ଦୁହେଁ ଦୀର୍ଘ ଦିନ ହେବ ଲିଭ୍‌ ଇନ୍‌ ରିଲେଶନସିପ୍‌ରେ ରହୁଛନ୍ତି। କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌...

ସୋମନାଥ ଦର୍ଶନ ପାଇଁ ପହଞ୍ଚିଲେ ଆଲିଆ-ରଣବୀର

ମୁମ୍ବାଇ: ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ଅଭିନେତା ରଣବୀର କପୁରଙ୍କ ଫିଲ୍ମ ‘ବ୍ରହ୍ମାସ୍ତ୍ର’ ବକ୍ସ ଅଫିସରେ ବହୁତ ଭଲ ପ୍ରଦର୍ଶନ କରୁଛି। ଏହି ଫିଲ୍ମ ଏପର୍ଯ୍ୟନ୍ତ...

ଓଟିଟିରେ ରିଲିଜ୍‌ ହେବ ‘ଡକ୍ଟର ଷ୍ଟ୍ରେଞ୍ଜ୍‌’

ହଲିଉଡ୍‌ ଫିଲ୍ମ ‘ଡକ୍ଟର ଷ୍ଟ୍ରେଞ୍ଜ୍‌’: ମେଲ୍ଟିଭର୍ସ ଅଫ ମେଡନେସ’ ମେ’୬ରେ ସିନେମା ହଲ୍‌ରେ ରିଲିଜ୍‌ ହୋଇଥିଲା। ଯାହାକୁ ଦେଖିବା ପାଇଁ ଫିଲ୍ମ ହଲ୍‌ରେ ଦର୍ଶକଙ୍କ ଭିଡ...

ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ,୧୪ା୭(ବ୍ୟୁରୋ): ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଆଜି କଟକସ୍ଥିତ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି। ଏମ୍‌ପି ଅନୁଭବ ମହାନ୍ତି ଏବଂ ସ୍ତ୍ରୀ ବର୍ଷାଙ୍କ ବିବାଦକୁ ନେଇ...

ଇଦ୍‌ ଅବସରରେ ପ୍ରଶଂସକଙ୍କୁ ସ୍ବତନ୍ତ୍ର ଉପହାର ଦେବେ ସଲମାନ୍‌

ବଲିଉଡ୍‌ ସୁପରଷ୍ଟାର ସଲମାନ୍‌ ଖାନ୍‌ ନିଜର ସୁନ୍ଦର ଅଭିନୟ ଦ୍ୱାରା ସବୁବେଳେ ଦର୍ଶକଙ୍କ ହୃଦୟରେ ରାଜ୍‌ କରିଆସିଛନ୍ତି। ବିଗତ କିଛି ବର୍ଷ ହେବ ସେ ଇଦ୍‌...

ମଲାଇକା-ଅର୍ଜୁନଙ୍କ ରୋମାଣ୍ଟିକ୍‌: ନ୍ୟୁ ଇୟର ସେଲିବ୍ରେଶନ

ମୁମ୍ବାଇ: ଅର୍ଜୁନ କପୁର-ମଲାଇକା ଅରୋରା ହେଉଛନ୍ତି ବଲିଉଡ୍‌ର ଚର୍ଚ୍ଚିତ କପଲ୍‌ମାନଙ୍କ ମଧ୍ୟରୁ ଅନ୍ୟତମ। ଉଭୟଙ୍କ ରିଲେଶନଶିପ୍‌କୁ ନେଇ ଅନେକ ସମୟରେ ଖବର ଚର୍ଚ୍ଚା ସାଉଁଟିଥାଏ। କିଛିଦିନ...

ରିଲିଜ ହେଲା ‘ଗୁଡବାଏ’ର ଟ୍ରେଲର୍‌; କମେଡି ଆଳରେ ସମ୍ପର୍କର ଗୁରୁତ୍ୱ ବୁଝାଉଛି ଫିଲ୍ମ

ବମ୍ବେ: ରିଲିଜ ହୋଇଛି ମହାନାୟକ ଅମିତାଭ ବଚ୍ଚନ ଏବଂ ନୀନା ଗୁପ୍ତା ଅଭିନୀତ ଫିଲ୍ମ ‘ଗୁଡବାଏ’ର ଟ୍ରେଲର। ଫିଲ୍ମରେ ପ୍ରଥମ ଥର ଲାଗି ନୀନା ଅମିତାଭଙ୍କ...

ଅନ୍ତରଙ୍ଗ ଫଟୋ ଭାଇରାଲ ପରେ, ଏହି ଅଭିନେତ୍ରୀଙ୍କ ପୂର୍ବତନ ପ୍ରେମିକ ଆସିଥିଲେ ସନ୍ଦେହ ଘେରକୁ…

ସାଉଥ ତଥା ବଲିଉଡ ତାରକା କମଲ ହାସନଙ୍କ ଝିଅ ଅକ୍ଷରା ସାଉଥ ସିନେମାରେ କାମ କରିବା ସହିତ ‘ଶମିତାଭ’ ଭଳି ବଲିଉଡ ଫିଲ୍ମରେ କାମ କରିଛନ୍ତି।...

Advertisement
Archives

Model This Week