ଶେଷରେ ସାଇକେଲ ଚେନ୍‌କୁ ଡ୍ରେସ୍‌ କରି ପିନ୍ଧିଲେ ଉର୍ଫି

ମୁମ୍ବାଇ: ‘ବିଗ ବସ୍‌ ଓଟିଟି’ ପ୍ରତିଯୋଗୀ ଉର୍ଫି ଜାଭେଦ ବର୍ତ୍ତମାନ ରିୟାଲିଟି ଶୋ’ ସ୍ପ୍ଲିଟ୍‌ସଭିଲ୍ଲାରେ ନଜର ଆସିଛନ୍ତି। ଶୋ’ରେ ଉର୍ଫିଙ୍କ ବୋଲ୍ଡନେସ୍‌ ଷ୍ଟାଇଲ୍‌ ଚର୍ଚ୍ଚାକୁ ଆସିଛି। ଏମିତିରେ ବି ଉର୍ଫି ସୋସିଆଲ ମିଡିଆରେ ବହୁ ଆକ୍ଟିଭ୍‌। ପୂର୍ବରୁ ଅନେକ ପ୍ରକାର ଡ୍ରେସ୍‌ ପିନ୍ଧି ଚର୍ଚ୍ଚାକୁ ଆସିଥିବା ଉର୍ଫି ଏବେ ଭିନ୍ନ ଧରଣର ଏକ ଡ୍ରେସ୍‌ ପିନ୍ଧିଛନ୍ତି। ଯାହା କପଡ଼ାରେ ନୁହେଁ, ସାଇକେଲ ଚେନ୍‌ରୁ ପ୍ରସ୍ତୁତ।

ଉର୍ଫି ଏକ ନୂଆ ଭିଡିଓ ତାଙ୍କ ଇନ୍‌ଷ୍ଟାଗ୍ରାମ ଅଫିସିଆଲରେ ଶେୟାର କରିଛନ୍ତି। ଏଥିରେ ଉର୍ଫି ସାଇକେଲ ଚଲାଉଛନ୍ତି। ତା’ପରେ ହଠାତ୍‌ ତାଙ୍କ ସାଇକେଲର ଚେନ୍‌ ଛିଡ଼ିଯାଉଛି। ଏହା ପରେ ସେ ସଙ୍ଗେ ସଙ୍ଗେ ଏହି ଚେନ୍‌କୁ ନେଇ ନିଜ ଶରୀର ଢାଙ୍ଗିଦେଲେ। ସେ କୌଣସି ଡ୍ରେସ୍‌ ପିନ୍ଧିନାହାନ୍ତି। ପୂରା ଶରୀରକୁ ସାଇକେଲ୍‌ ଚେନ୍‌ରେ ହିଁ ଘୋଡ଼ାଇ ରଖିଛନ୍ତି। ଏହା ଦେଖି ଲୋକେ ତାଙ୍କୁ ଖୁବ୍‌ ଟ୍ରୋଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

ସ୍ପଷ୍ଟୀକରଣ ମାଗିଲେ ଏନ୍‌ଡିଏର ୩ ସହଯୋଗୀ

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ବିବାଦ ଚାଲିଆସିଛି। ନିକଟରେ ନିର୍ବାଚନ କମିଶନ (ଇସି)ର ଦୁଇ ସଦସ୍ୟଙ୍କ ସମ୍ମତି…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?