Posted inଜାତୀୟ

ଅବକି ବାର ମୋଦି ସରକାର..ସ୍ଲୋଗାନ ରଚୟତାଙ୍କ ପରଲୋକ

ନୂଆଦିଲ୍ଲୀ,୨୪।୧୦: ଭାରତୀୟ ବିଜ୍ଞାପନ ଜଗତ ଏକ ବଡ଼ ଝଟକା ଲାଗିଛି। ବିଜ୍ଞାପନ ଗୁରୁ ଭାବରେ ଜଣାଶୁଣା ପୀୟୁଷ ପାଣ୍ଡେଙ୍କର ୭୦ ବର୍ଷ ବୟସରେ ମୁମ୍ବାଇରେ ପରଲୋକ ହୋଇଛି। ସେ ‘ଅବକି ବାର ମୋଦି ସରକାର’ ଏବଂ ‘ଥଣ୍ଡା ମତଲବ କୋକା-କୋଲା’ ସମେତ ଅନେକ ପ୍ରସିଦ୍ଧ ବିଜ୍ଞାପନ ଲେଖିଥିଲେ। ତାଙ୍କର ଜନ୍ମ ରାଜସ୍ଥାନର ଜୟପୁରରେ ହୋଇଥିଲା। ତାଙ୍କ ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ପ୍ରକାଶ ପାଇନାହିଁ।

ପୀୟୁଷ ୨୭ ବର୍ଷ ବୟସରେ ବିଜ୍ଞାପନ ଜଗତରେ ପ୍ରବେଶ କରିଥିଲେ। ସେ ତାଙ୍କ ଭାଇ ପ୍ରସୂନ ପାଣ୍ଡେଙ୍କ ସହିତ ତାଙ୍କର କ୍ୟାରିଅର ଆରମ୍ଭ କରିଥିଲେ। ଉଭୟ ରେଡିଓ ଜିଙ୍ଗଲ୍ସ ପାଇଁ କଣ୍ଠସ୍ବର ପ୍ରଦାନ କରିଥିଲେ। ସେ ୧୯୮୨ ମସିହାରେ ବିଜ୍ଞାପନ କମ୍ପାନୀ ଓଗିଲଭି ସହିତ କାମ କରିବା ଆରମ୍ଭ କରିଥିଲେ। ପରବର୍ତ୍ତୀ ସମୟରେ ତାଙ୍କୁ ୧୯୯୪ ମସିହାରେ ଓଗିଲଭିର ବୋର୍ଡକୁ ମନୋନୀତ କରାଯାଇଥିଲା। ୨୦୧୬ ମସିହାରେ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରାଜୟ ନୁହେଁ ଶୁଭେନ୍ଦୁଙ୍କ ବିଜୟ ଖୁସିରେ ଗଦ୍‌ଗଦ୍‌ ବାଂଲାଦେଶ, ଖେଳିଲା ନୂଆ ଚାଲ୍‌!

କୋଲକାତା,୬।୫: ବାଂଲାଦେଶର BNP ଦଳର ନେତା ଏବଂ ସୂଚନା ସଚିବ ଅଜିଜୁଲ ବାରୀ ହେଲାଲ ବଙ୍ଗଳାର ନିର୍ୱାଚନ ଫଳାଫଳରେ ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି,…

କୁମ୍ଭୀର ପେଟରେ ନିଖୋଜ ବ୍ୟବସାୟୀ! ପୁରା ଘଟଣା ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ପ୍ରାୟ ପ୍ରତିଦିନ ସାରା ବିଶ୍ୱରେ ଏପରି ଘଟଣା ରିପୋର୍ଟ ହୁଏ, ଯାହା ମେରୁଦଣ୍ଡକୁ ଥରହର କରିଦିଏ। ଦକ୍ଷିଣ ଆଫ୍ରିକାରୁ ଏକ ସାମ୍ପ୍ରତିକ ଘଟଣା ଲୋକଙ୍କୁ ସ୍ତବ୍ଧ କରିଦେଇଛି।…

ବଙ୍ଗଳା ନିର୍ବାଚନର ସବୁଠାରୁ ଭାଗ୍ୟବାନ ପ୍ରାର୍ଥୀ: SIRରେ କଟିଯାଇଥିଲା ନାଁ, ଏବେ ହେଲେ ବିଧାୟକ

କୋଲକାତା,୬।୫: ଚଳିତ ବର୍ଷ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଅନେକ ରେକର୍ଡ ସୃଷ୍ଟି କରିଛି। ପ୍ରଥମ ଥର ପାଇଁ, ଭାଜପା ରାଜ୍ୟରେ ସରକାର ଗଠନ କରିବାକୁ ପ୍ରସ୍ତୁତ। ମମତା…

ଯଦି ମମତା ବାନାର୍ଜୀ ଇସ୍ତଫା ନ ଦିଅନ୍ତି, ତେବେ ପୋଲିସ ପଠାଇ… ଆଇନଗତ ରାସ୍ତା କହିଲେ ସୁପ୍ରିମକୋର୍ଟର ଓକିଲ

ନୂଆଦିଲ୍ଲୀ,୬।୫: ବିଧାନସଭା ନିର୍ବାଚନରେ ପରାଜୟ ସତ୍ତ୍ୱେ, ମମତା ବାନାର୍ଜୀ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ମନା କରିଦେଇଛନ୍ତି, ଯାହା ରାଜ୍ୟରେ ଏକ ସାମ୍ବିଧାନିକ ସଙ୍କଟ ସୃଷ୍ଟି…

ମନ୍ଦିର ପାଇଁ ମଞ୍ଜୁର ଟଙ୍କାରେ ଘର ତିଆରି ଅଭିଯୋଗ: ବିଧାୟକ ପାଣ୍ଠିର ଦୁରୁପଯୋଗ 

ଗୁଣପୁର,୬।୫(ସଂକେତ ପାତ୍ର): ରାୟଗଡ଼ା  ଜିଲା ଗୁଣପୁର ବ୍ଲକ ଅଧୀନ ମେରିଙ୍ଗି ଗ୍ରାମରେ ଅବସ୍ଥିତ ମାତାରବନମ୍‌ ମନ୍ଦିର ଉନ୍ନତି ପାଇଁ ମଞ୍ଜୁରି ହୋଇଥିବା ବିଧାୟକ ପାଣ୍ଠିର ଦୁରୁପଯୋଗ ହୋଇଥିବା…

ଡବଲ ଚାଲ୍‌ ଚଲାଇଲେ ବିଜୟ, ସରକାର ଗଠନ କରିବା ପାଇଁ ଟିଭିକେର ଦୁଇ ହାତରେ ଲଡ଼ୁ, ପରଦା ପଛରେ ଘଟୁଛି…

ଚେନ୍ନାଇ,୬।୫: ତାମିଲନାଡୁ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏବେ ସରକାର ଗଠନ ପାଇଁ ପ୍ରକ୍ରିୟା ଚାଲିଛି। ହେଲେ ବିଧାନସଭା ଫଳାଫଳ ତାମିଲନାଡୁରେ ସରକାର ଗଠନ ପ୍ରକ୍ରିୟାକୁ ବାଧା…

ବଢୁଛି ମୋହନଙ୍କ ପତିଆରା: ଗୋଟିଏ ପରେ ଗୋଟିଏ ଗୁରୁଦାୟିତ୍ୱ ଦେଉଛି ଭାଜପା

ଭୁବନେଶ୍ୱର,୬ା୫(ସୁନିତ୍‌ ମିଶ୍ର):ପଶ୍ଚିମବଙ୍ଗରେ ଭାଜପା ଏକାକୀ ସରକାର ଗଠନ କରିବାକୁ ଯାଉଛି। ଭାଜପା ବିଧାୟକ ଦଳ ନେତା ବାଛିବା ଲାଗି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ…

ବଙ୍ଗଳା ଜିତିବା ପରେ ମଧ୍ୟ ଭାଜପାକୁ ମିଳିବନି ରାଜ୍ୟ ସଭାର ଫାଇଦା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୬।୫: ପଶ୍ଚିମବଙ୍ଗରେ ପ୍ରଥମ ଥର ପାଇଁ କ୍ଷମତା ଦଖଲ କରି ଭାଜପା ଦ୍ୱିଶତକ ହାସଲ କରି ଇତିହାସ ସୃଷ୍ଟି କରିଥିବା ବେଳେ, କିନ୍ତୁ ରାଜ୍ୟ ସଭାର ଗଣିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri