Posted inଖେଳ

‘ଯୁବ କ୍ରିକେଟର ସତ୍ତ୍ୱେ ପନ୍ତ ଦେଇଛନ୍ତି ପ୍ରେରଣା’

ନୂଆଦିଲ୍ଲୀ,୧୯।୯: ଆସନ୍ତା ବିଶ୍ୱକପ୍‌ରେ ଖେଳିବା ଲାଗି ଫିଟ୍‌ ନାହାନ୍ତି ଋଷଭ ପନ୍ତ। କାର ଦୁର୍ଘଟଣାରେ ଆହତ ହେବା ପରେ ସେ ଏବେ ଏନ୍‌ସିଏରେ ରିହାବିଲିଟେଶନରେ ଅଛନ୍ତି। ଏଣୁ ଆସନ୍ତା ବର୍ଷ ସେ ପ୍ରତ୍ୟାବର୍ତ୍ତନ କରିପାରନ୍ତି ବୋଲି ଆଶା କରାଯାଉଛି। ଏସବୁ ମଧ୍ୟରେ ଅଷ୍ଟ୍ରେଲିଆର ବରିଷ୍ଠ କ୍ରିକେଟର ଆଦାମ ଗିଲକ୍ରିଷ୍ଟ ତାଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ପନ୍ତ ସାରା ବିଶ୍ୱର ଉଇକେଟକିପର ବ୍ୟାଟ୍ସମ୍ୟାନଙ୍କୁ ନିଜ ଶୈଳୀରେ ଖେଳିବାକୁ ପ୍ରେରଣା ଦେଇଛନ୍ତି। ତାଙ୍କ ଭଳି ଜଣେ ଯୁବ କ୍ରିକେଟର ଏଭଳି ପ୍ରଭାବ ଛାଡ଼ିବା ରୋମାଞ୍ଚକର। ଅନ୍ୟ ଖେଳାଳି ତାଙ୍କ ଅନୁକରଣ କରିବା ସହ ସକରାତ୍ମକ ଶୈଳୀର ଖେଳିବା ଆରମ୍ଭ କରିଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ…

ବଟେଶ୍ୱରକୁ ସଂଯୋଗ ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ

ଗଞ୍ଜାମ,୧୭ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବଟେଶ୍ୱର ପୀଠରୁ ୧୬ନଂ. ଜାତୀୟ ରାଜପଥକୁ ସଂଯୋଗ ନିମନ୍ତେ ନିର୍ମାଣଧୀନ ରାସ୍ତା କାର୍ଯ୍ୟ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ଚାଷୀ ଆଣିଲେ ବଡ଼ ଅଭିଯୋଗ

ବଞ୍ଚୋ,୧୭ା୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର କ୍ଷୁଦ୍ରଜଳସେଚନ ଅଧୀନ ପାଇକଚାଟ୍ରା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନେଇ ଗୁରୁତର ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଛି। ପାଣି ପଞ୍ଚାୟତ ଗଠନରେ ଅଣଚାଷୀମାନଙ୍କୁ…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ପାକିସ୍ତାନର ଏୟାରଷ୍ଟ୍ରାଇକ୍‌କୁ ନେଇ ଚାଇନାର ବଡ଼ ବୟାନ, ଯୁଦ୍ଧ ଭିତରେ ଚମକି ପଡିଲା ବିଶ୍ୱ!

ବେଜିଂ,୧୭।୩: ଆଫଗାନିସ୍ତାନର କାବୁଲରେ ପାକିସ୍ତାନୀ ସାମରିକ ଆକ୍ରମଣ ପରେ ପରିସ୍ଥିତି ଏତେ ଗମ୍ଭୀର ହୋଇଯାଇଛି। ଯାହାଯୋଗୁ ପାକ୍‌ର ଘନିଷ୍ଠ ସହଯୋଗୀ ଚାଇନା ମଧ୍ୟ ଚୁପ ରହିପାରି ନାହିଁ।…

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri