ବିଶ୍ୱର ୪ର୍ଥ ଧନୀ ହେଲେ ଆଦାନୀ

ନୂଆଦିଲ୍ଲୀ,୨୮।୪: ଆଦାନୀ ଗ୍ରୁପ୍‌ ଚେୟାରମ୍ୟାନ୍‌ ଗୌତମ ଆଦାନୀ ବିଶ୍ୱର ୪ର୍ଥ ଧନୀ ବ୍ୟକ୍ତିର ମାନ୍ୟତା ଲାଭ କରିଛନ୍ତି। ବର୍ତ୍ତମାନ ତାଙ୍କ ସମ୍ପତ୍ତି ଆମେରିକାର ବିଲ୍‌ ଗେଟ୍‌ସଙ୍କ ସମ୍ପତ୍ତି ସହ ସମାନ ହୋଇଯାଇଛି। ବ୍ଲୁମ୍‌ବର୍ଗ ବିଲିୟନେୟର୍ସ ଇଣ୍ଡେକ୍ସ ଅନୁସାରେ ଆଦାନୀ ଏବଂ ଗେଟ୍ସ ଉଭୟଙ୍କ ସମ୍ପତ୍ତି ୧୨୫ ବିଲିୟନ ଡଲାରରେ ପହଞ୍ଚିଛି। ଆଦାନୀଙ୍କ ପୂର୍ବରୁ ତାଲିକାରେ ୧ମ ସ୍ଥାନରେ ଏଲନ ମସ୍କ, ୨ୟ ଏବଂ ୩ୟ ସ୍ଥାନରେ ଯଥାକ୍ରମେ ଜେଫ୍‌ ବେଜୋସ୍‌ ଏବଂ ବର୍ନାର୍ଜ ଆର୍‌ନଲ୍ଟ ରହିଛନ୍ତି। ଆଦାନୀଙ୍କ ସମ୍ପତ୍ତି ୨୦୨୧ ଶେଷ ସୁଦ୍ଧା ୭୬.୭ ବିଲିୟନ ଡଲାର ଥିବା ବେଳେ ଚଳିତ ବର୍ଷ ମାତ୍ର ୪ମାସ ମଧ୍ୟରେ ୪୮.୩ ବିଲିୟନ ଡଲାର ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଏନ୍‌ବି ସହ ମିଶିପାରେ ୟୁବିଆଇ, ବିଓଆଇ

ନୂଆଦିଲ୍ଲୀ,୧-୫: କେନ୍ଦ୍ର ସରକାର ବ୍ୟାଙ୍କିଙ୍ଗ ସେକ୍ଟରରେ ଦ୍ୱିତୀୟ ପର୍ଯ୍ୟାୟ ମିଶ୍ରଣ ପର୍ବ ଆରମ୍ଭ କରିବାକୁ ଯାଉଛନ୍ତି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ସହ ୟୁନିୟନ ବ୍ୟାଙ୍କ  ଅଫ...

ଓ୍ବିଲ୍‌ଫୁଲ ଡିଫଲ୍ଟରଙ୍କ ଖାତାରେ ରହିଛି ୧,୫୦,୦୦୦ କୋଟି

ନୂଆଦିଲ୍ଲୀ,୩-୭: ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ୨୦୧୮-୧୯ରେ ୧.୫୦ ଲକ୍ଷ କୋଟି (୨୧.୭୬ ବିଲିୟନ ଡଲାର) ଟଙ୍କାକୁ ଓ୍ବିଲ୍‌ଫୁଲ୍‌ ଡିଫଲ୍ଟ ଭାବେ ଦର୍ଶାଇଛି। ଏଥିମଧ୍ୟରୁ ଏକ ତୃତୀୟାଂଶ ଅର୍ଥ...

ନେତୃତ୍ୱ ପରିବର୍ତ୍ତନ ଖବରକୁ ଟାଟା, ଚନ୍ଦ୍ରଶେକରନଙ୍କ ଖଣ୍ଡନ

ନୂଆଦିଲ୍ଲୀ,୧୬ା୯: ଟାଟା ଗ୍ରୁପର ହୋଲ୍ଡିଂ କମ୍ପାନୀ ଟାଟା ସନ୍ସରେ ନେତୃତ୍ୱ ପରିବର୍ତ୍ତନ ନେଇ ମଙ୍ଗଳବାର ଏକ ଖବର ମିଡ଼ିଆରେ ପ୍ରକାଶ ପାଇଥିଲା। ଏହାକୁ ନେଇ ଟାଟା...

ଦିଭିସା ହର୍ବାଲ କେୟାର ସହ ଯୋଡ଼ି ହେଲେ ରବିନା ଟଣ୍ଡନ

ଚଣ୍ଡିଗଡ,୨୨ା୬: ଦିଭିସା ହର୍ବାଲ କେୟାର ଲିମିଟେଡ ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନଙ୍କୁ ନିଜ ଆୟୁର୍ବେଦିକ ଟନିକ ବ୍ରାଣ୍ଡ ‘ସଚ୍ଚି ସହେଲୀ’ ଲାଗି ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତ...

ଭାରତରେ ୭୫ ହଜାର କୋଟି ନିବେଶ କରିବ ଗୁଗଲ

ନୂଆଦିଲ୍ଲୀ,୧୪।୭: ସର୍ଚ୍ଚ ଇଞ୍ଜିନ ଗୁଗଲ ଆଗାମୀ ୫ରୁ ୭ ବର୍ଷରେ ଭାରତ ବଜାରରେ ୭୫ ହଜାର କୋଟି ଟଙ୍କା ନିବେଶ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ପ୍ରାଇମ୍‌ ରେସିଡେନ୍ସିଆଲ ମାର୍କେଟ ତାଲିକାରେ ଦିଲ୍ଲୀ, ମୁମ୍ବାଇ

ନୂଆଦିଲ୍ଲୀ: ବିଶ୍ୱର ପ୍ରାଇମ୍‌ ରେସିଡେନ୍ସିଆଲ ମାର୍କେଟ ବା ବିଳାସପୂର୍ଣ୍ଣ ପ୍ରପର୍ଟି ବଜାର ତାଲିକାରେ ନୂଆଦିଲ୍ଲୀ ୨୭ତମ,ମୁମ୍ବାଇ ୩୩ ଏବଂ ବାଙ୍ଗାଲୋର ୩୪ ତମ ସ୍ଥାନରେ ରହିଛି।...

ଅଟୋଶିଳ୍ପ ମାନ୍ଦାବସ୍ଥାର ତଜର୍ମା ହେବ

ନୂଆଦିଲ୍ଲୀ,୨-୧୧: ଦେଶର ଅଟୋମୋବାଇଲ ଶିଳ୍ପରେ ଆସିଥିବା ମାନ୍ଦାବସ୍ଥାର ତଜର୍ମା ଶିଳ୍ପ ସଂକ୍ରାନ୍ତ ସଂସଦୀୟ କମିଟି କରିବ। ଏହି ଶିଳ୍ପରେ ସ୍ଥିତାବସ୍ଥା ଲାଗି ସରକାର କିଭଳି ବ୍ୟବସ୍ଥା...

୩,୫୦୦ କୋଟିର ଚିନି ରପ୍ତାନି ସବ୍‌ସିଡିକୁ ଅନୁମୋଦନ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ବୁଧବାର ୩,୫୦୦ କୋଟି ଟଙ୍କାର ଚିନି ରପ୍ତାନି ସବ୍‌ସିଡିକୁ ଅନୁମୋଦନ ପ୍ରଦାନ କରିଛନ୍ତି। ଚିନି ମିଲ୍‌ଗୁଡିକୁ ଏହି ସବ୍‌ସିଡି ପ୍ରଦାନ କରାଯିବାର...

Advertisement
Archives

Model This Week