ଅଦାନୀ ଗ୍ରୁପର ବଡ ନିଷ୍ପତ୍ତି, ୨୦ହଜାର କୋଟିର ଏଫପିଓ ରଦ୍ଦ, ଫେରିବ ନିବେଶକଙ୍କ ଅର୍ଥ

ନୂଆଦିଲ୍ଲୀ,୨ ।୨: ଅଦାନୀ ଗ୍ରୁପ ତା’ର ଏଫପିଓ ରଦ୍ଦ କରି ଦେଇଛି । ଅଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡର ଚେୟାରମ୍ୟାନ ଗୌତମ ଅଦାନୀ କହିଛନ୍ତି, ମାର୍କେଟରେ ଉତ୍ଥାନ ପତନକୁ ଦେଖି କମ୍ପାନୀର ବୋର୍ଡ ଏଫପିଓକୁ ରଦ୍ଦ କରିବାକୁ ନିଷ୍ପତ୍ତି ନେଇଛି । ସେ କହିଛନ୍ତି ଶେୟାର ବଜାରରେ ହଲଚଲ ଓ ମାର୍ଗେଟରେ ଅସ୍ଥିର ସ୍ଥିତିକୁ ଦେଖି ଏଭଳି ସ୍ଥିତିରେ କମ୍ପାନୀର ଉଦ୍ଦେଶ୍ୟ ନିଜ ନିବେଶକଙ୍କ ହିତକୁ ରକ୍ଷା କରିବା । ସେଥିପାଇଁ ଆମେ ଏଫପିଓରେ ମିଳିଥିବା ଅର୍ଥକୁ ଫେରାଇବାକୁ ଯାଉଛୁ ଓ ଏହାସହ ଜଡିତ କାରବାରକୁ ଶେଷ କରିବାକୁ ଚାହୁଁଛୁ ।
ସୂଚନାଯୋଗ୍ୟ, ଏଫପିଓ ବା ଫଲୋ ଅନ ପବ୍ଲିକ ଅଫର ହେଉଛି କୌଣସି କମ୍ପାନୀ ପାଇଁ ଅର୍ଥ ଯୋଗାଡ କରିବାର ଏକ ମାଧ୍ୟମ । ଯେଉଁ କମ୍ପାନୀ ପୂର୍ବରୁ ଶେୟାର ମାର୍କେଟରେ ଲିଷ୍ଟେଡ ରହିଛି । ଏହା ଇନଭେଷ୍ଟର୍ସଙ୍କ ପାଇଁ ନୂଆ ଶେୟାର ଅଫର କରିଥାଏ, ଏହି ଶେୟାର ବଜାରରେ ଥିବା ଶେୟାରଠାରୁ ଅଲଗା ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri