Adani Group Tax Report: ଟିକସ ଦେବାରେ ଆଦାନୀ ଆଗରେ? ରିପୋର୍ଟରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୩।୨: ଆଦାନୀ ଗ୍ରୁପ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ମୋଟ ୫୮,୧୦୪.୪ କୋଟି ଟଙ୍କା ଟିକସ ଦେଇଛନ୍ତି। ଯାହା ୨୦୨୩ ଆର୍ଥିକ ବର୍ଷରେ ୪୬,୬୧୦.୨ କୋଟି ଟଙ୍କା ତୁଳନାରେ ୨୪.୭ ପ୍ରତିଶତ ଅଧିକ। ନିsକଟରେ ଏକ ରିପୋର୍ଟରେ ଏନେଇ ଖୁଲାସା ହୋଇଛି।

Adani Group Tax Report ଏହି ରିପୋର୍ଟରେ ଆଦାନୀ ଏଣ୍ଟରପ୍ରାଇଜେସ, ଆଦାନୀ ପୋର୍ଟସ ଏବଂ ଏସଇଜେଡ, ଆଦାନୀ ଗ୍ରୀନ ଏନର୍ଜି, ଆଦାନୀ ଏନର୍ଜି ସଲ୍ୟୁସନ୍ସ, ଆଦାନୀ ପାୱାର, ଆଦାନୀ ଟୋଟାଲ ଗ୍ୟାସ ଏବଂ ଅମ୍ବୁଜା ସିମେଣ୍ଟ୍ସ ସମେତ ସାତଟି ତାଲିକାଭୁକ୍ତ ସଂସ୍ଥାର ଟିକସ ଅବଦାନକୁ ଅନ୍ତର୍ଭୁକ୍ତ କରାଯାଇଥିଲା। ଏହା ବ୍ୟତୀତ, ଆଦାନୀ ଗ୍ରୁପ ମାଲିକାନାରେ ଥିବା NDTV, ACC ଏବଂ ସାଂଘି ଇଣ୍ଡଷ୍ଟ୍ରିଜର ଟିକସ ତଥ୍ୟ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଛି।

Adani Group Tax Report ଏନେଇ ଆଦାନୀ ଗ୍ରୁପର ଅଧ୍ୟକ୍ଷ କହିଛନ୍ତି ଯେ ସୱଚ୍ଛତା ହେଉଛି ଦୀର୍ଘକାଳୀନ ଅଭିବୃଦ୍ଧି ଏବଂ ବିଶ୍ୱାସର ଚାବିକାଠି। ସୱଚ୍ଛତା ହେଉଛି ବିଶ୍ୱାସର ମୂଳଦୁଆ। ଆପଣଙ୍କୁ ଜଣାଇ ଦେଉଛୁ ଯେ ଆଦାନୀ ଗ୍ରୁପର ପ୍ରତ୍ୟକ୍ଷ, ପରୋକ୍ଷ ଏବଂ ଅନ୍ୟାନ୍ୟ ଅବଦାନ ବିଷୟରେ ବିସ୍ତୃତ ସୂଚନା ଟିକସ ସୱଚ୍ଛତା ରିପୋର୍ଟରେ ଦିଆଯାଇଛି। ପ୍ରତ୍ୟେକ କମ୍ପାନୀର ୱେବସାଇଟରେ ସମ୍ପୂର୍ଣ୍ଣ ଟିକସ ରିପୋର୍ଟ ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri