Posted inଜାତୀୟ

ଆଦାନୀ-ହିଣ୍ଡେନବର୍ଗ ବିବାଦ: ତଦନ୍ତ ଶେଷ ପାଇଁ ସେବିକୁ ଆଉ ୩ ମାସ ସମୟ ମିଳିପାରେ

ନୂଆଦିଲ୍ଲୀ, ୧୩ା୫ (ପି.ଟି.): ଆଦାନୀ ଗ୍ରୁପ୍‌ ଷ୍ଟକ୍‌ ମୂଲ୍ୟରେ ଜାଲିଆତି କରିବା ସହ ନିୟାମକକୁ ତଥ୍ୟ ପ୍ରଦାନ କରି ନ ଥିବା ଅଭିଯୋଗ ଉପରେ ତଦନ୍ତ ଶେଷ କରିବା ଲାଗି ସେବିକୁ ଅଧିକ ୩ ମାସ ସମୟ ମିଳିପାରେ। ସୁପ୍ରିମକୋର୍ଟ ଏହା ଉପରେ ବିଚାର କରୁଥିବା ଶୁକ୍ରବାର କହିଛନ୍ତି। ଆଦାନୀ-ହିଣ୍ଡେନ୍‌ବର୍ଗ ବିବାଦକୁ ନେଇ ଦାଏର ଏକାଧିକ ପିଆଇଏଲ୍‌ ଏବଂ ବଜାର ନିୟନ୍ତ୍ରକ ସେବିର ଆବେଦନ ଉପରେ ସୋମବାର ସୁପ୍ରିମକୋର୍ଟ ନିଷ୍ପତ୍ତି ନେବେ ବୋଲି କହିଛନ୍ତି। ଅଦାଲତଙ୍କ ଦ୍ୱାରା ନିଯୁକ୍ତ ଜଷ୍ଟିସ୍‌(ଅବସରପ୍ରାପ୍ତ) ଏ.ଏମ୍‌. ସାପ୍ରେ କମିଟି ରିପୋର୍ଟ ମିଳିଥିବା ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଖଣ୍ଡପୀଠ କହିଛନ୍ତି। ଷ୍ଟକ୍‌ ଜାଲିଆତି ଅଭିଯୋଗର ତଦନ୍ତ ଶେଷ କରିବା ଲାଗି ସେବି ୬ ମାସ ସମୟ ମାଗିଥିଲା। ତେବେ ଏହାକୁ ଆଉ ୩ ମାସ ସମୟ ଦିଆଯାଇପାରେ ବୋଲି ଖଣ୍ଡପୀଠ ସଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କୁ କହିଛନ୍ତି। ସେବି ତରଫରୁ କୌଣସି ନିୟାମକଗତ ବିଫଳତା ସମ୍ପର୍କରେ କୋର୍ଟ କିଛି କହିନାହାନ୍ତି। ଅଭିଯୋଗ କଲାବେଳେ ଏହା ଷ୍ଟକ୍‌ ବଜାର ଭାବାବେଗକୁ ପ୍ରଭାବିତ କରିବା ଆଶଙ୍କା ଥିବାରୁ ସତର୍କ ରହିବାକୁ ଖଣ୍ଡପୀଠ ଅଭିଯୋଗକାରୀ ଜୟା ଠାକୁରଙ୍କ ଓକିଲଙ୍କୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri