ଆଦାନୀ ଧନୀ ଏନ୍‌ଆର୍‌ଆଇ

ନୂଆଦିଲ୍ଲୀ,୨୪ା୯: ବିଶ୍ୱର ତୃତୀୟ ସର୍ବାଧିକ ଧନୀ ଶିଳ୍ପପତି ଗୌତମ ଆଦାନୀଙ୍କ ବଡ଼ଭାଇ ବିନୋଦ ଶାନ୍ତିଲାଲ୍‌ ଆଦାନୀ ସବୁଠୁ ଧନୀ ପ୍ରବାସୀ ଭାରତୀୟ (ଏନ୍‌ଆର୍‌ଆଇ) ପରିଚୟ ହାସଲ କରିଛନ୍ତି। ଦୁବାଇରେ ରହୁଥିବା ବିନୋଦଙ୍କର ସିଙ୍ଗାପୁର, ଦୁବାଇ ଓ ଜାକର୍ତ୍ତାରେ ବ୍ୟବସାୟ ରହିଛି। ଗତ ୫ ବର୍ଷ ମଧ୍ୟରେ ତାଙ୍କ ସମ୍ପତ୍ତି ୮୫୦ ପ୍ରତିଶତ ବଢ଼ିଥିବା ଆଇଆଇଏଫ୍‌ଏଲ୍‌ ଓ୍ବେଲ୍‌ଥ ହୁରୁନ୍‌ ଇଣ୍ଡିଆ ରିଚ୍‌ ଲିଷ୍ଟ ୨୦୨୨ରୁ ଜଣାପଡ଼ିଛି। ମୋଟ ୧.୬୯ ଲକ୍ଷ କୋଟି ଟଙ୍କାର ସମ୍ପତ୍ତି ସହ ବିନୋଦ ଭାରତର ଷଷ୍ଠ ଧନୀ ବ୍ୟକ୍ତି। ୧.୬୫ ଲକ୍ଷ କୋଟି ଟଙ୍କାର ସମ୍ପତ୍ତି ସହ ହିନ୍ଦୁଜା ଭ୍ରାତା ଦ୍ୱିତୀୟ ଧନୀ ଏନ୍‌ଆରଆଇ। ଚଳିତ ବର୍ଷ ଧନୀ ଭାରତୀୟଙ୍କ ତାଲିକାରେ ୯୪ ଏନ୍‌ଆର୍‌ଆଇ ସ୍ଥାନ ପାଇଛନ୍ତି। ସେମାନଙ୍କ ମଧ୍ୟରୁ ୪୮ ଜଣ ଆମେରିକାରେ ରହୁଛନ୍ତି। ବିନୋଦ ଆଦାନୀ ୧୯୭୬ରେ ମୁମ୍ବାଇରେ ଟେକ୍ସଟାଇଲ ବ୍ୟବସାୟ ଆରମ୍ଭ କରିଥିଲେ। ପରେ ସେ ସିଙ୍ଗାପୁରକୁ ବ୍ୟବସାୟ ସମ୍ପ୍ରସାରଣ କରିଥିଲେ ଏବଂ ୧୯୯୪ରେ ଦୁବାଇ ଯାଇ ମଧ୍ୟପ୍ରାଚ୍ୟରେ ବ୍ୟବସାୟ ପ୍ରତିଷ୍ଠାନ ଖୋଲିଥିଲେ। ଗତବର୍ଷ ସେ ତାଙ୍କ ସମ୍ପତ୍ତିରେ ୩୭,୪୦୦ କୋଟି ଟଙ୍କା ଯୋଡ଼ିଛନ୍ତି, ଅର୍ଥାତ୍‌ ଗତବର୍ଷ ତାଙ୍କର ଦୈନିକ ରୋଜଗାର ହାରାହାରି ୧୦୨ କୋଟି ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri