Posted inଜାତୀୟ

ଚନ୍ଦ୍ରରେ ଫ୍ଲାଟ ନିର୍ମାଣ କରିବେ ଆଦାନୀ, ମୁସଲମାନଙ୍କ ପାଇଁ ପ୍ରବେଶ ନିଷେଧ: ମହୁଆ ମୋଇତ୍ର…

କୋଲକାତା,୨୭।୮ : ଇଣ୍ଡିଆନ ସ୍ପେସ ରିସର୍ଚ୍ଚ ଅର୍ଗାନାଇଜେଶନ (ଆଇଏସଆରଓ) ଚନ୍ଦ୍ର ମିଶନ ଚନ୍ଦ୍ରାୟନ-୩ ବିଷୟରେ ଉଲ୍ଲେଖ କରି ଟିଏମସି ନେତ୍ରୀ ମହୁଆ ମୋଇତ୍ର ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ୨୦୨୪ ନିର୍ବାଚନରେ ଇସ୍ରୋର ମିଶନ ବ୍ୟବହାର କରିବ।

ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋସି ଚନ୍ଦ୍ରର କିଛି ଅଂଶକୁ ତିରଙ୍ଗା ଏବଂ ଶିବ ଶକ୍ତି ବୋଲି କହିଛନ୍ତି। ବର୍ତ୍ତମାନ ଆଦାନୀଙ୍କୁ ଏକ ସ୍ବତନ୍ତ୍ର ଚୁକ୍ତିନାମା ଦେଇ ଚନ୍ଦ୍ରରେ ଫ୍ଲାଟ ନିର୍ମାଣ ହେବ ଏବଂ ମୁସଲମାନମାନଙ୍କ ପାଇଁ ସେଠାରେ ପ୍ରବେଶ ନିଷେଧ ରହିବ। ସେଠାରେ କେବଳ ଶାକାହାରୀ ଲୋକଙ୍କୁ ରହିବା ସ୍ଥାନ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ୟୁମନାମ୍‌ ଖେମଚାନ୍ଦ ସିଂହ? ଯିଏ ହେବେ ମଣିପୁରର ନୂଆ ମୁଖ୍ୟମନ୍ତ୍ରୀ,ହଟିବ ରାଷ୍ଟ୍ରପତି ଶାସନ; ଜାଣନ୍ତୁ… 

ଇମ୍ଫାଲ,୩।୨: ମଣିପୁରରେ ପ୍ରାୟ ଏକ ବର୍ଷ ଧରି ଚାଲିଥିବା ରାଷ୍ଟ୍ରପତି ଶାସନ ପରେ ନୂଆ ସରକାର ଗଠନର ପ୍ରକ୍ରିୟା ତୀବ୍ର ହୋଇଛି। ଭାରତୀୟ ଜନତା ପାର୍ଟି (ଭାଜପା)…

ରୁଷିଆଠାରୁ ତେଲ କିଣିବ ନାହିଁ ଭାରତ? ଟ୍ରମ୍ପଙ୍କ ଦାବି ପରେ ଆସିଲା ପୁଟିନ୍‌ଙ୍କ ପ୍ରତିକ୍ରିୟା! ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ/ମସ୍କୋ,୩।୨: ଆମେରିକା ଓ ଭାରତ ମଧ୍ୟରେ ହୋଇଥିବା ନୂତନ ବାଣିଜ୍ୟ ଚୁକ୍ତିନାମା ପରେ ରୁଷିଆ ପକ୍ଷରୁ ଆଧିକାରୀକ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ…

ସ୍କୁଲରେ ନବମ ଛାତ୍ରୀକୁ ଗଣବଳାତ୍କାର: ଭିଡିଓ ଭାଇରାଲ୍, ୫ ନାବାଳକ ଅଟକ

ବଲାଙ୍ଗୀର,୩।୨: ବଲାଙ୍ଗୀର ଜିଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ତୁରେକେଲା ଥାନା ଅଞ୍ଚଳର ଏକ ସ୍କୁଲରେ ଜଣେ ନବମ ଶ୍ରେଣୀର ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିର ପ୍ରଭାବ: ୮ ବର୍ଷ ମଧ୍ୟରେ ଟଙ୍କା ମୂଲ୍ୟରେ ସବୁଠାରୁ ବଡ଼ ସୁଧାର

ନୂଆଦିଲ୍ଲୀ,୩।୨: ଭାରତ ଏବଂ ଆମେରିକା ମଧ୍ୟରେ ଐତିହାସିକ ବାଣିଜ୍ୟ ଚୁକ୍ତି ଭାରତୀୟ ମୁଦ୍ରା ‘ଟଙ୍କା’ ପାଇଁ ସଞ୍ଜୀବନୀ ସଦୃଶ ହୋଇଛି। ମଙ୍ଗଳବାର ବଜାର ବନ୍ଦ ହେବା ବେଳକୁ…

ପ୍ରଧାନମନ୍ତ୍ରୀ ଦେଶକୁ ବିକ୍ରି କରିଦେଇଛନ୍ତି: ରାହୁଲ ଗାନ୍ଧୀଙ୍କ ବିସ୍ଫୋରକ ଅଭିଯୋଗ

ନୂଆଦିଲ୍ଲୀ,୩।୨: ଆମେରିକା ସହ ହୋଇଥିବା ବାଣିଜ୍ୟ ଚୁକ୍ତିକୁ ନେଇ ସବୁଆଡେ ଚର୍ଚ୍ଚା ଲାଗି ରହିଛି। ଏହାରି ମଧ୍ୟରେ ବିରୋଧୀ ଦଳ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ…

‘ଲଡକି ବେହେନ’ ଯୋଜନାର ନାମ ପରିବର୍ତ୍ତନ ପାଇଁ ଏନ୍‌ସିପି ନେତା କଲେ ବଡ଼ ଦାବି

ମୁମ୍ୱାଇ,୩।୨: ମହାରାଷ୍ଟ୍ରରେ ଚାଲିଥିବା ‘ଲଡକି ବେହେନ’ ଯୋଜନାର ନାମ ପରିବର୍ତ୍ତନ ପାଇଁ ମଙ୍ଗଳବାର ଦାବି ଉଠିଛି। ଏନସିପି ନେତା ଅମୋଲ ମିଟକାରୀ କହିଛନ୍ତି, ଅଜିତ ଦାଦା ମହିଳାମାନଙ୍କ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ବାଚସ୍ପତି: ୮ ଏମ୍‌ପିଙ୍କୁ ସଂସଦରୁ କଲେ ନିଲମ୍ବନ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୨: ଲୋକସଭା କାର୍ଯ୍ୟକାଳ ମଧ୍ୟରେ ମଙ୍ଗଳବାର ଏକ ବଡ଼ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। କିଛି ବିରୋଧୀ ଏମ୍‌ପି ଦୁଇଥର ବାଚସ୍ପତିଙ୍କ ଚୌକି ଆଡ଼କୁ କାଗଜ ଫିଙ୍ଗିଥିଲେ। ଏହି…

ତୃତୀୟ ଶ୍ରେଣୀ ଛାତ୍ରଙ୍କୁ ମାଡ଼ ଘଟଣା: ଆଶ୍ୱାସନା ଦେଲେ ଅଧିକାରୀ

ଦାରିଙ୍ଗବାଡି, ୩।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପାଦ୍ରୀପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଗଣିତ ଖାତା ଆଣି ନ ଥିବାରୁ ତୃତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri