ଗୌତମ ଆଦାନିଙ୍କ ବଡ଼ ଘୋଷଣା, ଏହି କମ୍ପାନୀର ବିକିବେ ୫୮୪ କୋଟି ଟଙ୍କାର ଶେୟାର

ମୁମ୍ବାଇ,୨୩ା୧୨: ଅଦାନୀ ସମୂହର କମ୍ପାନୀ ଆଦାନି ୱିଲମାରକୁ ନେଇ ବଡ଼ ଖବର ଆସିଛି। କମ୍ପାନୀ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଦାନି ୱିଲମାର ୧.୨୪% କିମ୍ବା ୧.୬ କୋଟି ଟଙ୍କାର ଶେୟାର ବିକ୍ରି କରିବ। ଏହି ଶେୟାର ୨୬ ଡିସେମ୍ବରରୁ ୩୧ ଡିସେମ୍ବର ମଧ୍ୟରେ କରାଯିବାର ସମ୍ଭାବନା ରହିଛି।

କମ୍ପାନୀ ପକ୍ଷରୁ କୁହାଯାଇଛି ଯେ ୨୫% ସର୍ବନିମ୍ନ ସାର୍ବଜନୀନ ଅଂଶଧନ ନିୟମ ପାଳନ କରିବା ପାଇଁ ସେୟାର ବିକ୍ରି ହେଉଛି। ଆଦାନୀ ୱିଲମାର ଷ୍ଟକ ଏକ୍ସଚେଞ୍ଜ ନିକଟରେ ଏକ ଫାଇଲିଂରେ କହିଛି ଯେ କମ୍ପାନୀର ପ୍ରୋମୋଟର୍ସ ଆଦାନୀ କମୋଡିଟିସ୍ ଏଲଏଲପି ଏବଂ ଲାନ୍ସ ପିଟି ଲିମିଟେଡ୍ ସର୍ବନିମ୍ନ ସର୍ବସାଧାରଣ ଅଂଶଧନ ନିୟମ ପାଳନ କରିବାକୁ ସକ୍ଷମ ହେବା ପାଇଁ ଇକ୍ୱିଟି ସେୟାର ବିକ୍ରି କରୁଛି।

ସେବି ନିୟମ ଅନୁଯାୟୀ, ଷ୍ଟକ୍ ମାର୍କେଟରେ ତାଲିକାଭୁକ୍ତ ଯେକୌଣସି କମ୍ପାନୀର ସର୍ବସାଧାରଣ ଅଂଶ ଅତିକମରେ ୨୫ ପ୍ରତିଶତ ହେବା ଉଚିତ୍। ତଥାପି, ନୂତନ ତାଲିକାଭୁକ୍ତ କମ୍ପାନୀଗୁଡିକୁ ଏଥିପାଇଁ ପ୍ରାରମ୍ଭିକ ତିନି ବର୍ଷର ରିହାତି ରହିଛି।୨୦୨୨ ମସିହାରେ ଆଦାନୀ ୱିଲମାର ଷ୍ଟକ୍ ମାର୍କେଟରେ ତାଲିକାଭୁକ୍ତ ହୋଇଥିଲା। ସେହି ସମୟରେ କମ୍ପାନୀ ୨୩୦ ଟଙ୍କା ମୂଲ୍ୟର ବଣ୍ଡରେ ୩୬୦୦ କୋଟି ଟଙ୍କାର ଏକ ଆଇପିଓ ଆଣିଥିଲା।

 

 


Enter your email to get our daily news in your inbox.

All Right Reserved By Dharitri.Com

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri