ଆଜିଠୁ ଆଡ଼ପ ଅବଢ଼ା

ପୁରୀ ଅଫିସ,୧୪।୭: ଆଜିଠୁ ମହାପ୍ରଭୁଙ୍କ ଆଡ଼ପ ଅବଢ଼ା ମିଳିବ॥ ଶ୍ରୀଗୁଣ୍ଡିଚା ମନ୍ଦିରରୁ ଏହି ଆଡ଼ପ ଅବଢ଼ା ବାହାରିବ। ଶ୍ରୀଜିଉଙ୍କୁ ଅର୍ପଣ ପରେ ଭକ୍ତମାନେ ଅବଢ଼ା ପାଇବାର ସୁଯୋଗ ପାଇବେ। ବୁଧବାରଠାରୁ ଗୁଣ୍ଡିଚା ମନ୍ଦିର ନିକଟ ନୃସିଂହ ମନ୍ଦିର ଓ ବସ ଷ୍ଟାଣ୍ଡରେ ଅବଢ଼ା ବିକ୍ରି ପାଇଁ ନିଯୋଗ ଓ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ରତ୍ନସିଂହାସନ ଛାଡ଼ି ୩ ଠାକୁର ଗୁଣ୍ଡିଚା ମନ୍ଦିରକୁ ଯାତ୍ରା କରିଛନ୍ତି। ଏ ନେଇ ବର୍ତ୍ତମାନ ଶ୍ରୀମନ୍ଦିରରେ ଅବଢ଼ା ସେବା ବନ୍ଦ ରହିଛି। ତେବେ ଆଜିଠାରୁ ଭକ୍ତମାନେ ଗୁଣ୍ଡିଚା ମନ୍ଦିର ନିକଟରୁ ଆଡ଼ପ ଅବଢ଼ା ପାଇପାରିବେ। ଅନ୍ୟପକ୍ଷରେ ଜନ୍ମବେଦୀରେ ଚାଲିଛି ମହାପ୍ରଭୁଙ୍କ ନୀତିକାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri