Posted inଜାତୀୟ

୬ ମାସ ମଧ୍ୟରେ ପିଲାଙ୍କ ପାଇଁ ଟିକା

ନୂଆଦିଲ୍ଲୀ,୧୪।୧୨: ଆଗାମୀ ୬ ମାସ ମଧ୍ୟରେ ପିଲାଙ୍କ ପାଇଁ ନୋଭାଭାକ୍ସ କୋଭିଡ୍‌-୧୯ ଟିକା ଉପଲବ୍ଧ କରିବାକୁ ସିରମ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଆଇଆଇ) ଯୋଜନା କରୁଛି। ଏ ନେଇ ଏସ୍‌ଆଇଆଇ ସିଇଓ ଆଦର ପୁନାଓ୍ବାଲା ମଙ୍ଗଳବାର କହିଛନ୍ତି। ୩ ବର୍ଷ ଓ ତତୁର୍ଦ୍ଧ୍ୱ ବୟସ୍କ ପିଲାଙ୍କ ଉପରେ ନୋଭାଭାକ୍ସ ଟିକା ପରୀକ୍ଷା କରାଯାଇଥିଲା। ଏଥିରୁ ଭଲ ଫଳ ମିଳିଥିବା ସେ କହିଛନ୍ତି।

ନିକଟରେ କେନ୍ଦ୍ରୀୟ ଔଷଧ ନିୟନ୍ତ୍ରକର ବିଶେଷଜ୍ଞ ପ୍ୟାନେଲ ଠାରୁ କୋଭାଭାକ୍ସ ଟିକାର ଜରୁରୀକାଳିନ ଅନୁମତି ପାଇଁ ଆବେଦନ ଉପରେ ସମ୍ମୀକ୍ଷା କରିଥିଲା। ସିରମ ଇନଷ୍ଟିଚ୍ୟୁଟଠାରୁ ଟ୍ରାଏଲ ସମ୍ପର୍କୀତ ଅଧିକ ତଥ୍ୟ ମଗାଯାଇଛି। ଆବେଦନ ସହ ପୁଣେର ପ୍ରତିଷ୍ଠିତ ଫାର୍ମ ଦେଶରେ କରାଯାଇଥିବା କ୍ଲିନିକାଲ ଟ୍ରାଏଲର ୨/୩ ପର୍ଯ୍ୟାୟ ଆନ୍ତରୀଣ ନିରାପତ୍ତା ଏବଂ ଇମୁନୋଜେନିସିଟି ଡାଟା ପ୍ରଦାନ କରିଛି। ତେବେ ଏପର୍ଯ୍ୟନ୍ତ ପିଲାଙ୍କ ପାଇଁ ସ୍ବଦେଶୀ ପ୍ରସ୍ତୁତ ଟିକାକୁ ଦେଶରେ ମଞ୍ଜୁରୀ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ଦ୍ୱିପାକ୍ଷିକ ବୈଠକବେଳେ ବଡ଼ ପ୍ରତିଶ୍ରୁତି ଦେଲେ ଡୋନାଲ୍ଡ ଟ୍ରମ୍ପ: ମୋଦି ପିଏମ୍‌ ଥିବା ଯାଏ…ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୭।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ ସମ୍ମିଳନୀ ଅବସରରେ ବୁଧବାର ସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ…

ଦ୍ୱିପାକ୍ଷିକ ବୈଠକ ପୂର୍ବରୁ ମୋଦିଙ୍କୁ ଏ କ’ଣ କହିଦେଲେ ଟ୍ରମ୍ପ? ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ (G-7) ସମିଟ ଅବସରରେ ଆଜି ବୁଧବାର (୧୭ ଜୁନ,…

NEET ପରୀକ୍ଷା ପୂର୍ବରୁ ଭାରତରେ ଟେଲିଗ୍ରାମ୍ ବ୍ୟାନ୍: ସରକାରଙ୍କୁ ଘେରିଲେ ଟେଲିଗ୍ରାମ ସିଇଓ

ନୂଆଦିଲ୍ଲୀ,୧୭।୬: ଭାରତରେ ଟେଲିଗ୍ରାମ (Telegram) କୁ ସାମୟିକ ଭାବେ ବ୍ୟାନ କରାଯାଇଛି। NEET-UG ୨୦୨୬ ପୁନଃ-ପରୀକ୍ଷା ପୂର୍ୱରୁ କପି ଏବଂ ଗୁଜବ ବା ଭୁଲ ସୂଚନା ରୋକିବା…

‘I Am The Boss’… G-7 ମିଟିଂରେ ବଡ଼ ଘୋଷଣା କଲେ ଟ୍ରମ୍ପ! ସମସ୍ତେ କାବା

ନୂଆଦିଲ୍ଲୀ,୧୭।୬: ବୁଧବାର G-7 ନେତାମାନଙ୍କ ବୈଠକର ଶେଷ ଦିନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଏକ ବିବୃତ୍ତି ଭାଇରାଲ ହେଉଛି। କ୍ଲିପରେ, ସମସ୍ତେ ବସିଥିବାବେଳେ…

‘ତୁମେମାନେ ପରଜୀବୀ, ଜେଲରେ ବନ୍ଦ…’; କକ୍ରୋଚ ପରେ ପୁଣି ବିବାଦୀୟ ବୟାନ ଦେଲେ CJI!

ନୂଆଦିଲ୍‌ଲୀ,୧୭।୬: ଭାରତର ମୁଖ୍ୟ ବିଚାରପତି (CJI) ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଦ୍ୱାରା କିଛି ସମୟ ପୂର୍ୱରୁ ଦିଆଯାଇଥିବା ‘ଅସରପା’ (କକ୍ରୋଚ) ବୟାନକୁ ନେଇ ସାରା ଦେଶରେ ପ୍ରବଳ ହଙ୍ଗାମା…

ଆଜି ୫୦ ହଜାର କୋଟି ସାମ୍ରାଜ୍ୟର ମାଲିକ ୨୫ ବର୍ଷର ଏହି ଯୁବକ! ୧୪ ବର୍ଷ ବୟସରୁ କଲେଜ ଛାଡି ଆରମ୍ଭ କରିଥିଲେ…

ନୂଆଦିଲ୍ଲୀ,୧୭।୬: : ଏଲନ ମସ୍କଙ୍କ କମ୍ପାନୀ ସ୍ପେସଏକ୍ସ (SpaceX), ଏଆଇ-ଆଧାରିତ (AI-based) କୋଡିଂ ପ୍ଲାଟଫର୍ମ ‘କର୍ସର’ (Cursor)ର ପ୍ୟାରେଣ୍ଟ କମ୍ପାନୀ ‘ଏନିସ୍ପିୟର ଇଙ୍କ’ (Anysphere Inc)କୁ ୬୦…

ପାଠ୍ୟପୁସ୍ତକରେ ତ୍ରୁଟି: ୩ ଜଣିଆ କମିଟି ଗଠନ କରି ମୁଖ୍ୟମନ୍ତ୍ରୀ କହିଲେ ୭ ଦିନରେ ରିପୋର୍ଟ ଦିଅ, ପରେ…

ଭୁବନେଶ୍ୱର,୧୭ା୬: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri