ବିଧାନସଭାରେ ଅତିରିକ୍ତ ବଜେଟ ଉପସ୍ଥାପିତ, ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କା ବ୍ୟୟବରାଦ

ଭୁବନେଶ୍ୱର,୨୬।୧୧: ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ। ମଙ୍ଗଳବାର ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଆଗତ ହୋଇଛି। ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ ହୋଇଥିବା ବେଳେ ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ ପାଇଁ ୧୨୫ କୋଟି, CAPF ମୁତୟନ ପାଇଁ ୨୯୯ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ପୋଲିସ ଷ୍ଟେଶନ ଓ ଫାଣ୍ଡିରେ ସିସିଟିଭି ପାଇଁ ୫୧ କୋଟି, ଶ୍ରୀମନ୍ଦିର ପରିକ୍ରମାର ବିସ୍ତୃତି ସୁବିଧା ବିକାଶ ପାଇଁ ୨୬ କୋଟି, ଅଗ୍ନିଶମ ସେବାର ଆଧୁନିକୀକରଣ ଓ ସଂପ୍ରସାରଣ ପାଇଁ ୧୨୦ କୋଟି ଏବଂ ବନ୍ୟା ନିୟନ୍ତ୍ରଣ ଓ ଡ୍ରେନେଜ ପାଇଁ ୬୬ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ମଧୁବାବୁ ପେନସନ୍‌ ଯୋଜନାରେ ୩୩୮ କୋଟି ଟଙ୍କା,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୪୪ କୋଟି ଏବଂ ସୁଭଦ୍ରା ଯୋଜନା ପାଇଁ ୧୧୯୬ କୋଟି ବ୍ୟୟବରାଦ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri