ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ଆର୍‌ ଡବ୍ଲ୍ୟୁଏସ୍‌ଏସ୍‌ର ଅତିରିକ୍ତ ଯନ୍ତ୍ରୀ ନିହାର ରଞ୍ଜନ ଦାସ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଶୁକ୍ରବାର ସକାଳେ ତାଙ୍କ ଘର ସମେତ ଏକାକାଳୀନ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ବାସଭବନ, ଅଫିସ, ଖୋର୍ଦ୍ଧା, ସମ୍ବଲପୁର, ବରଗଡ଼ ଆଦି ସ୍ଥାନରେ ଚଢ଼ାଉ ଚାଲିଛି।

ଭୁବନେଶ୍ୱର ସ୍ପେଶାଲ ଭିଜିଲାନ୍ସ ଜଜ୍‌ଙ୍କ ନିର୍ଦ୍ଦେଶରେ ଏହି ଚଢ଼ାଉରେ ୫ ଡିଏସ୍‌ପି, ୧୨ ଇନ୍ସପେକ୍ଟର, ୧୧ ଏଏସ୍‌ଆଇ ସାମିଲ ଅଛନ୍ତି। ତେବେ ଚଢ଼ାଉ ଚାଲିଥିବାରୁ ଜବତ ସମ୍ପତ୍ତିର ଆକଳନ କରାଯାଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବରଡୋଲ ଜୈନ ପୋଲି ଫେଵରେ ନିଆଁ: ସାରା ଅଞ୍ଚଳ ଧୂଆଁମୟ

ବରଗଡ଼,୯।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଜୈନ ପୋଲି ଫେବ୍ ବସ୍ତା ଫ୍ୟାକ୍ଟ୍ରିରେ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଫ୍ୟାକ୍ରିର ବିଭିନ୍ନ ସାମଗ୍ରୀ ନଷ୍ଟ…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

ଶେଷ ବେଳକୁ ବିଜେଡରେ ଥିବେ  କେବଳ ଏହି ୩ ଜଣ: କହୁକହୁ କହିଦେଲେ ବିଧାୟିକା

ଭୁବନେଶ୍ୱର,୯।୨: ଭାଜପା ବିଧାୟିକା ଉପାସନା ମହାପାତ୍ର ବିଜେଡିକୁ ଟାର୍ଗେଟ କରିଛନ୍ତି। କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା ଭାଜପାରେ ମିଶିବା ପରେ ତେରେଛା ବାଣ ମାରିଲେ ଉପାସନା। ନାଁ ନ…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ଏବେଠୁ ଘାରିଲାଣି ଜଙ୍ଗଲ ନିଆଁ ନିୟନ୍ତ୍ରଣ ଚିନ୍ତା: ଘୁମୁସର ଉତ୍ତର ବନଖଣ୍ଡରେ…

ଭଞ୍ଜନଗର,୯।୨(ବାବୁଲା ପ୍ରଧାନ )-ରାଜ୍ୟର କେତେକ ବନଖଣ୍ଡରେ ବର୍ତ୍ତମାନ ଜଙ୍ଗଲ ନିଆଁ ଲାଗିଲାଣି। ଆଗକୁ ଅନ୍ୟ ବନଖଣ୍ଡ ଗୁଡ଼ିକରେ ମଧ୍ୟ ନିଆଁ ଲାଗିବା ସମ୍ଭାବନା ରହିଛି। ଏହାପୂର୍ବରୁ ରାଜ୍ୟ…

ନବୀନଙ୍କୁ କଡ୍ଡା କାଉଣ୍ଟର କଲେ ବାବୁ , ଲୋକହସା କଥା କହି…

ଭୁବନେଶ୍ୱର,୯।୨: ରାଜ୍ୟରେ କୃଷକଙ୍କ ସମସ୍ୟା ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ  ଚିଠି ଲେଖିଛନ୍ତି । ଏ ନେଇ ବାବୁ ସିଂ…

ଟି-୨୦ ବିଶ୍ୱକପ୍: ବଡ଼ ଦଳଙ୍କୁ ନାକେଦମ୍ କଲେଣି ‘ଅଣ୍ଡରଡଗ୍ସ’, ଚର୍ଚ୍ଚାରେ ଏସବୁ ମ୍ୟାଚ୍

ନୂଆଦିଲ୍ଲୀ,୯।୨: ଚଳିତ ଟି-୨୦ ବିଶ୍ୱକପ୍‌ର ପ୍ରଥମ ସପ୍ତାହ କ୍ରିକେଟ ଜଗତର ସମସ୍ତ ପୁରୁଣା ସମୀକରଣକୁ ବଦଳାଇ ଦେଇଛି। ଯେଉଁ ଛୋଟ ଦଳମାନଙ୍କୁ ଦିନେ ‘ଦୁର୍ବଳ’ ବୋଲି କୁହାଯାଉଥିଲା,…

ଏହି ବର୍ଷ ଭାରତ ହେବ ବିଶ୍ୱର ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି: ମୁଡିଜ୍

ନୂଆଦିଲ୍ଲୀ,୯।୨: ବିଶ୍ୱ ଅର୍ଥନୀତିରେ ଭାରତ ନିଜର ଦବଦବା ବଜାୟ ରଖିବାକୁ ଯାଉଛି। ଆସନ୍ତା ୨୦୨୬-୨୭ ଆର୍ଥିକ ବର୍ଷରେ ଭାରତର ପ୍ରକୃତ ଜିଡିପି ୬.୪% ହାରରେ ବୃଦ୍ଧି ପାଇବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri