ଭିଜିଲାନ୍ସ ଜାଲରେ ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ

ଭୁବନେଶ୍ୱର,୩।୩(ବ୍ୟୁରୋ): ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ କେନ୍ଦୁଝରର ୭ଟି ଓ ଭୁବନେଶ୍ୱରର ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି। ଚଢାଉରେ ୧୦ଜଣ ଡିଏସପି, ୭ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନୁ ଝଟକା ଦେଲା ଭାରତର ‘ବନ୍ଧୁ’, ଭାରତକୁ ହେବ ଲାଭ!

ନୂଆଦିଲ୍ଲୀ/କାବୁଲ,୧୦।୨: ପାକିସ୍ତାନ ଆଉ ଏକ ବଡ଼ ଆର୍ଥିକ ଏବଂ କୂଟନୈତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ପଡ଼ୋଶୀ ଆଫଗାନିସ୍ତାନରେ କ୍ଷମତାସୀନ ତାଲିବାନ ପାକିସ୍ତାନରୁ ଔଷଧ ଆମଦାନୀକୁ ସମ୍ପୂର୍ଣ୍ଣ ନିଷିଦ୍ଧ…

ଦାରିଙ୍ଗବାଡି ଇକୋ ରିଟ୍ରିଟରେ ରାତ୍ରିଯାପନ କଲେ ଉପମୁଖ୍ୟମନ୍ତ୍ରୀ: ପ୍ରଶଂସାରେ ପୋତିଲେ

ଦାରିଙ୍ଗବାଡି,୧୦।୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ସୋମବାର ବିଳମ୍ବିତ ରାତ୍ରିରେ ଦାରିଙ୍ଗବାଡି ଇକୋ ରିଟ୍ରିଟ…

୧୨ ଘାଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…

ବାଂଲାଦେଶକୁ ନେଇ ICC ନେଲା ବଡ଼ ନିଷ୍ପତ୍ତି: କ୍ରିକେଟ୍‌ ଜଗତରେ ଖେଳିଗଲା…

ନୂଆଦିଲ୍ଲୀ,୧୦।୨: ଭାରତରେ T20 ବିଶ୍ୱକପ ମ୍ୟାଚ ଖେଳିବାକୁ ମନା କରିବା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ ଉପରେ କୌଣସି ଦଣ୍ଡ ଲାଗୁ କରାଯିବ ନାହିଁ। ICC ଘୋଷଣା…

କାହାକୁ ଡରୁଥିଲା ପାକିସ୍ତାନ, କେମିତି ନଇଁଲା ଆଉ କିଏ ବୁଝାଇଲା? ଜାଣନ୍ତୁ ଭାରତ-ପାକିସ୍ତାନ ମ୍ୟାଚର ଇନସାଇଡ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ସରକାର ମ୍ୟାଚ ବର୍ଜନ କରିବାର ନିଷ୍ପତ୍ତି ପ୍ରତ୍ୟାହାର କରିନେଇଛି। ପାକିସ୍ତାନର ଏହି ନିଷ୍ପତ୍ତି ଟୁର୍ଣ୍ଣାମେଣ୍ଟରେ ଚାଲିଥିବା ଅଚଳାବସ୍ଥାର ଅନ୍ତ ଘଟାଇଛି। ୨୦୨୬ ଟି-୨୦ ବିଶ୍ୱକପର…

କୁମ୍ଭ ରାଶିରେ ବୁଧଙ୍କ ଉଦୟ, ଚମକିବ ୩ ରାଶିର ଭାଗ୍ୟ

ଫେବୃଆରୀ ୯ ତାରିଖରେ ବୁଧ କୁମ୍ଭ ରାଶିରେ ଉଦିତ ହୋଇଛନ୍ତି। ବୁଧଙ୍କ ଏହି ଉଦିତ ଫେବୃଆରୀ ମାସରେ କିଛି ରାଶି ପାଇଁ ଅତ୍ୟନ୍ତ ଶୁଭ ଫଳ ଆଣିପାରେ।…

ଅଷ୍ଟ୍ରେଲିଆରେ ଇସ୍ରାଏଲ ରାଷ୍ଟ୍ରପତିଙ୍କୁ ବିରୋଧ, ହେଲେ କାହିଁକି ହେଲା ପ୍ରଦର୍ଶନ? ଜାଣନ୍ତୁ…

ସିଡନୀ,୧୦।୨: ଇସ୍ରାଏଲର ରାଷ୍ଟ୍ରପତି ଆଇଜାକ ହର୍ଜୋଗ ଅଷ୍ଟ୍ରେଲିଆ ଗସ୍ତରେ ଆସୁଛନ୍ତି। ସେ ସୋମବାର ଚାରି ଦିନିଆ ଗସ୍ତ ପାଇଁ ସିଡନୀରେ ପହଞ୍ଚିଥିଲେ। ଗତ ଡିସେମ୍ବରରେ ବଣ୍ଡି ବିଚ…

ICCର ବଡ଼ ଘୋଷଣା: ଏହି ଦଳରେ ସାମିଲ ହେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୧୦।୨: ଆଇସିସି ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ଐତିହାସିକ ବିଜୟର ନାୟକ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଉ ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri