ଭିଜିଲାନ୍ସ ଜାଲରେ ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ

ଭୁବନେଶ୍ୱର,୩।୩(ବ୍ୟୁରୋ): ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ କେନ୍ଦୁଝରର ୭ଟି ଓ ଭୁବନେଶ୍ୱରର ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି। ଚଢାଉରେ ୧୦ଜଣ ଡିଏସପି, ୭ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପ-ପୁଅଙ୍କୁ ହତ୍ୟା

ବରଗଡ଼ ଅଫିସ୍‌,୨୧।୪: ବରଗଡ଼ ଟାଉନ ଥାନା ଅଧୀନ ରୁହୁଣିଆ ଗ୍ରାମରେ ଗୁରୁବାର ଏକ ହତ୍ୟାକାଣ୍ଡ ଘଟିଛି । ହତ୍ୟାକାଣ୍ଡରେ ବାପପୁଅଙ୍କ ମୃତ୍ୟୁ ହୋଇଛି । ମୃତକ...

ଲୋକନାଥ ମନ୍ଦିର ଲାଗି ୨୮, ଅଲାରନାଥ ପୀଠ ଲାଗି ୮ କୋଟି

ଭୁବନେଶ୍ବର, ୨୨ା୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପୁରୀର ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠର ଉନ୍ନତି ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନ ଅନୁମୋଦନ କରିଛନ୍ତି। ଲୋକନାଥ...

ଆଜି ସର୍ବାଧିକ ୧୪ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୦ା୮(ବ୍ୟୁରୋ) : ସୋମବାର ଆଉ ୧୪ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୮୬ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ...

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଅନୁଗୋଳ ଅଫିସ, ୪।୧୧: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅନୁଗୋଳ ଜିଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ...

୨୩ ପ୍ରତିପକ୍ଷଙ୍କୁ ନୋଟିସ

କଟକ/ପୁରୀ ଅଫିସ୍‌,୧୭।୧୧: ପୁରୀ ବଗଲା ଧର୍ମଶାଳା ଜମି ବିବାଦ ମାମଲାରେ ସମସ୍ତ ୨୩ ପ୍ରତିପକ୍ଷଙ୍କୁ ହାଇକୋର୍ଟ ସୋମବାର ନୋଟିସ ଜାରି କରିଛନ୍ତି। ବିବାଦୀୟ ଜମି କିଣିଥିବା...

ବିଏମ୍‌ସିର ଅବହେଳା ପୁଣି ନେଲା ଜୀବନ:ମୁକୁଳା ଡ୍ରେନ୍‌ରେ ଭାସି ବୃଦ୍ଧା ମୃତ

ଭୁବନେଶ୍ୱର, ୨୬।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରର ଡ୍ରେନ୍‌ ଏବେ ସହରବାସୀଙ୍କ ପାଇଁ କାଳ ସାଜିଛି। ମୁକୁଳା ଡ୍ରେନ୍‌ ବାରମ୍ବାର ଜୀବନ ନେବା ପରେ ବି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର...

ଭୋଜି ବନ୍ଦ, କନ୍ୟା ବାପାଙ୍କୁ ଏକଲକ୍ଷ ଜରିମାନା

ଦେବଗଡ଼, ୧୯ା୫ – ଦେବଗଡ଼ ପୌରାଞ୍ଚଳର ପୁରୁଣାଗଡରେ ବୁଧବାର କୋଭିଡ୍‌ ନିୟମ ଉଲ୍ଲଂଘନ କରାଯାଇ ଏକ ବିବାହ ଭୋଜି ଆୟୋଜନ ହୋଇଥିଲା। କିନ୍ତୁ ହଠାତ୍‌ ଚଢ଼ାଉ...

ଇଞ୍ଜିନିୟରିଂ କଲେଜରେ ଚାକିରି ଦେବାକୁ କହି ମହିଳାଙ୍କୁ ବଳାତ୍କାର

ବାରଙ୍ଗ,୯ା୭(ଡି.ଏନ.ଏ)-ଚାକିରି ଦେବାକୁ କହି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ମେଣ୍ଡାଶାଳ ଫାଣ୍ଡିରେ ଗୁରୁବାର ଅଭିଯୋଗ ହୋଇଛି। ଏ ନେଇ ପୋଲିସ ଚନ୍ଦକା ଥାନାରେ ନଂ.୧୨୦/୨୦ରେ ଏକ...

Advertisement
Archives

Model This Week