ବାରିପଦା ଅଫିସ/ରାସଗୋବିନ୍ଦପୁର,୧୦ା୭(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ତହସିଲ କାର୍ଯ୍ୟାଳୟରେ ପଶି ଅତିରିକ୍ତ ତହସିଲଦାରଙ୍କୁ ଧମକ ଦେଇଥିବା ଅଭିଯୋଗରେ ଭାଜପାର ପୂର୍ବତନ ଜିଲା ସଭାପତି କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ନାମରେ ଥାନାରେ ଅଭିଯୋଗ ହୋଇଛି। ରାସଗୋବିନ୍ଦପୁର ପୋଲିସ ଏନେଇ ଏକ ମାମଲା(ନଂ.୧୨୩/୨୦୨୦) ରୁଜୁ କରି ତଦନ୍ତ ଜାରି ରଖିଛି।
ପୋଲିସ ସୂଚନା ଅନୁସାରେ, ମଙ୍ଗଳବାର ଅପରାହ୍ନ ୪ଟାରେ କୃଷ୍ଣଚନ୍ଦ୍ର ତହସିଲ କାର୍ଯ୍ୟାଳୟକୁ ଯାଇ ତହସିଲଦାର ଦାୟିତ୍ୱରେ ଥିବା ଅତିରିକ୍ତ ତହସିଲଦାର ପ୍ରଭାତ କୁମାର ମହାପାତ୍ରଙ୍କ ଚ୍ୟାମ୍ପରରେ ପଶିଥିଲେ। ନିଜ କର୍ମୀମାନଙ୍କ ସହିତ କାର୍ଯ୍ୟାଳୟରେ ଲାଗିଥିତ୍ବା ସିସିଟିଭି କ୍ୟାମେରାକୁ ବନ୍ଦ କରିବା ସହିତ ଗାଳି କରିଥିଲେ। ବେଆଇନ ବାଲି ଚାଲାଣ ଅଭିଯୋଗରେ ଜବତ କରାଯାଇଥିବା ବଡ଼ମାପୁରର ଦିଲୀପ ନାୟକଙ୍କ ୨ଟି ଗାଡ଼ିକୁ ଛାଡ଼ି ଦେବା ପାଇଁ ଧମକ ଦେଇଥିଲେ। ଅନ୍ୟପକ୍ଷେ କୃଷ୍ଣଚନ୍ଦ୍ର ଆରଟିଆଇ ତଥ୍ୟ ମାଗିବାକୁ ଯାଇଥିବା ବେଳେ ଅତିରିକ୍ତ ତହସିଲଦାର ତଥ୍ୟ ନ ଦେଇ ତାଙ୍କ ନାମରେ ମିଥ୍ୟା ଅଭିଯୋଗ କରିଥିବା ଜିଲା ଭାଜପା ପକ୍ଷରୁ ପ୍ରେସ୍ ବିବୃତିରେ ସୂଚନା ଦିଆଯାଇଛି।
ଅତିରିକ୍ତ ତହସିଲଦାରଙ୍କୁ ଦୁର୍ବ୍ୟବହାର : ଭାଜପାର ପୂର୍ବତନ ଜିଲା ସଭାପତିଙ୍କ ନାମରେ ଏତଲା
ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ
କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…
ମଦ ପିଇ ବସ୍ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍ ଆନାଲାଇଜର୍ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍ ସସ୍ପେଣ୍ଡ ସହ…
ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…
ଫାସଡ୍ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍ପର…
ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍ ଶୁକତେଲ ନଦୀ…
ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…
ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…
ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍ଓ ନିଲମ୍ବିତ
ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…
ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…
ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…
ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…
ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…
ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…
ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…
Archives

