Posted inଖେଳ

ଜୋକୋଭିଚ୍‌ଙ୍କୁ ଆଡିଲେଡ୍‌ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଆଡିଲେଡ୍‌, ୯ା୧(ପି.ଟି.): ସର୍ବିଆର ନୋଭାକ୍‌ ଜୋକୋଭିଚ୍‌ ରବିବାର ଆଡିଲେଡ୍‌ ଇଣ୍ଟରନ୍ୟାଶନାଲ ଟେନିସ ଟାଇଟଲ ବିଜୟୀ ହୋଇଛନ୍ତି। ଅଷ୍ଟ୍ରେଲିଆନ୍‌ ଓପନ୍‌ ପ୍ରସ୍ତୁତି ପାଇଁ ଏହି ଟୁର୍ନାମେଣ୍ଟ ଖେଳିଥିବା ଜୋକୋଭିଚ୍‌ ଆମେରିକାର ଅଣସିଡେଡ୍‌ ଖେଳାଳି ସେବାଷ୍ଟିଆନ୍‌ କୋର୍ଡାଙ୍କୁ ୬-୭(୮), ୭-୬(୩) ଓ ୬-୪ ସେଟ୍‌ରେ ପରାସ୍ତ କରିଛନ୍ତି।

ଡାନିଲ ମେଡ୍‌ଭେଡେଭ୍‌ଙ୍କ ବିପକ୍ଷ ସେମିଫାଇନାଲ ମ୍ୟାଚ୍‌ ସମୟରେ ଜୋକୋଭିଚ୍‌ଙ୍କ ହାର୍ମଷ୍ଟ୍ରିଙ୍ଗ୍‌ରେ ସମସ୍ୟା ଦେଖାଦେଇଥିଲା। ତେବେ ଫାଇନାଲରେ ଆହତର କୌଣସି ଲକ୍ଷଣ ଦେଖିବାକୁ ମିଳି ନ ଥିଲା। ଦୀର୍ଘ ୧୬ ବର୍ଷ ପରେ ଜୋକୋଭିଚ୍‌ ଆଡିଲେଡ୍‌ ଇଣ୍ଟରନ୍ୟାଶନାଲ ଟାଇଟଲ୍‌ ବିଜୟୀ ହୋଇଛନ୍ତି। ୧୯ ବର୍ଷ ବୟସରେ ୨୦୦୭ ମସିହାରେ ସେ ଶେଷଥର ପାଇଁ ଏହି ଟାଇଟଲ ବିଜୟୀ ହୋଇଥିଲେ। ଏହାସହିତ ନିଜ କ୍ୟାରିୟରର ୯୨ ତମ ସିଙ୍ଗଲ୍ସ ଟାଇଟଲ ହାସଲ କରିଥିଲେ ଜୋକୋଭିଚ୍‌।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଘୋଷଣା: ଏମାନଙ୍କୁ ଦିଆଗଲା ବଡ଼ ଦାୟିତ୍ୱ

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ BJP ପକ୍ଷରୁ ପ୍ରସ୍ତୁତି ତୀବ୍ର କରାଯାଇଛି। ଏହି କ୍ରମରେ ଦଳ ପକ୍ଷରୁ ନୂଆ ସୋସିଆଲ ମିଡିଆ ଟିମର ଘୋଷଣା କରାଯାଇଛି। ଦଳ…

ପ୍ରଧାନମନ୍ତ୍ରୀ ମୋଦି କେବେ କରିଥିଲେ UPI ପେମେଣ୍ଟ? ଏବେ ଯାଏ କେତେ କରିଛନ୍ତି ଟ୍ରାଞ୍ଜାକ୍ସନ, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୧୮।୯: ନିକଟରେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଯେ UPI ଦେୟ ଉପରେ ଶୁଳ୍କ ଲାଗିବା ଚର୍ଚ୍ଚା ପରେ ମଧ୍ୟ ପର୍ସନ ଟୁ ପର୍ସନ (P2P) UPI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?