ମଧ୍ୟାହ୍ନଭୋଜନ ମାନ ଯାଞ୍ଚ କଲେ ଏଡିଇଓ

ବରଗଡ଼ ଅଫିସ,୧୫ା୧୦: ବରଗଡ଼ ପୌର ପରିଷଦ ଅନ୍ତର୍ଗତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଶନିବାର ଅତିରିକ୍ତ ଜିଲା ଶିକ୍ଷାଧିକାରୀ(ଏଡିଇଓ) ଜ୍ୟୋତିକାନ୍ତ ସାହୁ ଛାତ୍ରୀଙ୍କ ଗହଣରେ ମଧ୍ୟାହ୍ନଭୋଜନ ଖାଇ ଖାଦ୍ୟର ଗୁଣବତ୍ତା ଯାଞ୍ଚ କରିଥିଲେ। ସ୍ଥାନୀୟ କାଉନସିଲର ସାରଳା ବଗର୍ତ୍ତି, ପ୍ରଧାନଶିକ୍ଷୟିତ୍ରୀ ରେଣୁଦାସ ଶର୍ମା ମଧ୍ୟ ଉପସ୍ଥିତ ରହି ଛାତ୍ରୀମାନଙ୍କ ସହିତ ବସି ମଧ୍ୟାହ୍ନଭୋଜନ ଖାଇ ମାନ ଯାଞ୍ଚ କରିଥିଲେ। ଏହି ଅବସରରେ ଏଡିଇଓ ସାହୁ ତଥା କାଉନସିଲର ବିଦ୍ୟାଳୟରେ ଚାଲିଥିବା ମଧ୍ୟାହ୍ନଭୋଜନ ସୁପରିଚାଳନା ସମ୍ବନ୍ଧରେ ପ୍ରଧାନଶିକ୍ଷୟିତ୍ରୀଙ୍କୁ ପଚାରି ବୁଝିଥିଲେ। ଏଥିସହିତ ଛାତ୍ରୀମାନେ ଭୋଜନ କରୁଥିବା ଭୋଜନସ୍ଥଳ ଓ ରୋଷେଇଘର ପରିଦର୍ଶନ କରିଥିଲେ। ପରିବେଶକୁ ଆହୁରି ସ୍ବଚ୍ଛ ରଖିବା ପାଇଁ ପାଚିକା ଓ ସହାୟିକାମାନଙ୍କୁ ପରାମର୍ଶ ଦେଇଥିଲେ। ଖାଇବା ପୂର୍ବରୁ ଛାତ୍ରୀମାନେ ଯେପରି ନିୟମିତ ହାତ ଧୋଇବେ ସେଥିପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବାକୁ ମଧ୍ୟାହ୍ନଭୋଜନ ପରିଚାଳନା ଦାୟିତ୍ୱରେ ଥିବା ଶିକ୍ଷୟିତ୍ରୀଙ୍କୁ ଏଡିଇଓ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଆତଙ୍କ ବେଳେ ସ୍ବାମୀଙ୍କ ମୃତ୍ୟୁ ଆଣିଛି ଦୁଃଖ

ଲାଠୋର, ୨୦ା୪ (ଡି.ଏନ.ଏ.)  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡା ପଞ୍ଚାୟତ ଅଧୀନ ଜଲପାଙ୍କେଲ ଗ୍ରାମର ସୁଜାତା ମେହେର(୨୭)। ସ୍ବାମୀ ଦୁର୍ଯ୍ୟୋଧନ ମେହେର(୩୦), ଝିଅ ଗୀତା(୮)...

ଭିଣୋଇଙ୍କୁ ହତ୍ୟା କରି ସିମେଣ୍ଟ ଟାଙ୍କି ତଳେ ପୋତି ଦେଇଥିଲେ

ପଦ୍ମପୁର,୧୫।୩(ଡି.ଏନ.ଏ): ବରଗଡ଼ ଜିଲା ପାଇକମାଳ ଯମୁନା ନଗରପଡ଼ାରେ ୨୦୧୫ରେ ସଂଘଟିତ ଏକ ହତ୍ୟା ମାମଲାରେ ମୃତକଙ୍କ ଶାଳୀଙ୍କୁ ଆଜୀବନ କାରାଦଣ୍ଡ ଏବଂ ୫ ହଜାର ଅର୍ଥଦଣ୍ଡ(ଜରିମାନା)ରେ...

ଜିଲା ପ୍ରକଳ୍ପ ନିର୍ଦ୍ଦେଶକଙ୍କ କୃଷ୍ଣପ୍ରସାଦ ଗସ୍ତ

କୃଷ୍ଣପ୍ରସାଦ,୧୧ା୬(ଡି.ଏନ୍‌.ଏ.)-ପୁରୀ ଜିଲା ଅନ୍ତର୍ଗତ କୃଷ୍ଣପ୍ରସାଦ ବ୍ଲକକୁ ସୋମବାର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ନୃସିଂହ ଚରଣ ସ୍ବାଇଁ ଗସ୍ତ କରିଛନ୍ତି ା କୃଷ୍ଣପ୍ରସାଦ ବିଡିଓ ଅଭିମନ୍ୟୁ ମାଝି,...

ରାସ୍ତାକଡ଼ରେ ପ୍ରସବ କଲେ ମହିଳା

ବ୍ରହ୍ମପୁର ଅଫିସ, ୨୩।୮- ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା କୋର୍ଟପେଟା ଛକ ରାସ୍ତାକଡ଼ରେ ଶୁକ୍ରବାର ଜଣେ ମହିଳା ଶିଶୁକନ୍ୟା ପ୍ରସବ କରିଛନ୍ତି। ସେ ହେଲେ ଜରଡ଼ା...

ବାରିପଦାରେ ଆରମ୍ଭ ହେଲା କରୋନା ଟେଷ୍ଟିଂ

ବାରିପଦା ଅଫିସ,୩୧ା୫- ମୟୂରଭଞ୍ଜ ଜିଲା ବାରିପଦାର ରଙ୍ଗମାଟିଆସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲ କଲେଜରେ ରବିବାରଠାରୁ କରୋନା ଟେଷ୍ଟିଂ ଆରମ୍ଭ ହୋଇଛି। ଜିଲାପାଳ ବିନୀତ ଭରଦ୍ୱାଜ...

କୋଭିଡ ପରିଚାଳନା କାର୍ଯ୍ୟକ୍ରମର ସମୀକ୍ଷା

ବଲାଙ୍ଗୀର ଅଫିସ, ୫ା୬-ବଲାଙ୍ଗୀର ଜିଲା କୋଭିଡ-୧୯ ପର୍ଯ୍ୟବେକ୍ଷକ ସୁଶୀଲ କୁମାର ଲୋହାନୀ ଶୁକ୍ରବାର ବଲାଙ୍ଗୀର ଜିଲା ଗସ୍ତରେ ଆସି ବିଭିନ୍ନ ବ୍ଳକର କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ...

ଟ୍ରକ୍‌ କରିଡର ଏବେ ମରଣଯନ୍ତା :ହାତ ଟେକିଦେଇଛନ୍ତି ଜାତୀୟ ରାଜପଥ କର୍ତ୍ତୃପକ୍ଷ

ପାରାଦୀପ,୨୧।୧୦(ଡି.ଏନ୍‌.ଏ.): ପାରାଦୀପର ଅଠରବାଙ୍କିଠାରୁ ଦୋଛକି ପର୍ଯ୍ୟନ୍ତ ୪ କି.ମି. ଟ୍ରକ୍‌ କରିଡର (ଟ୍ରକ୍‌ ଚଳାଚଳ କରୁଥିବା ରାସ୍ତା) ଏବେ ମରଣଯନ୍ତା ପାଲଟିଛି। ରାସ୍ତାଟି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ...

ଧାନବସ୍ତା ଟେକିଲେ ମନ୍ତ୍ରୀ

ଜୁନାଗଡ,୨୫।୫(ଡି.ଏନ୍‌.ଏ.)-ଜୁନାଗଡ ବିଧାୟକ ତଥା ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ସୋମବାର କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଛୋରିଆଗଡ ମଣ୍ଡି ପରିଦର୍ଶନ କରିଥିଲେ। ସେଠାରେ ସେ ଚାଷୀଙ୍କ...

Advertisement
Archives

Model This Week