Posted inଜାତୀୟ

ରାଷ୍ଟ୍ରପତିଙ୍କୁ ରାଷ୍ଟ୍ରପତ୍ନୀ କହିବା ନେଇ କଂଗ୍ରେସକୁ ଘେରିଲା ଭାଜପା…

ନୂଆଦିଲ୍ଲୀ,୨୮।୭ : ରାଷ୍ଟ୍ରପତିଙ୍କୁ ରାଷ୍ଟ୍ରପତ୍ନୀ କହିବା ନେଇ କଂଗ୍ରେସକୁ ଭାଜପା ଘେରିବା ଆରମ୍ଭ କରିଛି। ଏପରି କହି କଂଗ୍ରେସ ସଦସ୍ୟ ଅଧୀର ରଞ୍ଜନ ଚୌଧୁରୀ ଅପମାନ ଜନକ ମନ୍ତବ୍ୟ ଦେଇଥିବା କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି। କଂଗ୍ରେସ ଏନେଇ କ୍ଷମା ମାଗିବା ଆବଶ୍ୟକ ବୋଲି ସେ ଦାବି କରିଛନ୍ତି। ଏହା ଦ୍ୱାରା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅପମାନିତ କରାଯାଇଥିବା ସ୍ମୃତି କହିଛନ୍ତି। ଆରମ୍ଭରୁ କଂଗ୍ରେସ ଦ୍ରୌପଦୀଙ୍କୁ ନେଇ କଡ଼ା ଆଭିମୁଖ୍ୟ ପ୍ରଦର୍ଶନ କରିଥିବା ସେ କହିଛନ୍ତି।

ଏହାର ଏକ ଭିଡ଼ିଓ କ୍ଲିପ୍‌ ଏବେ ଭାଇରାଲ ହେବାରେ ଲାଗିଛି। ଏନେଇ ଭାଜପା ସଦସ୍ୟଙ୍କ ପକ୍ଷରୁ ସଂସଦ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

ସ୍ମୃତି ଇରାନୀ କହିଛନ୍ତି ଯେ ଦେଶ ଏବଂ ପୃଥିବୀବାସୀ ଜାଣନ୍ତି ଯେ କଂଗ୍ରେସ ଆଦିବାସୀ ବିରୋଧୀ, ଗରିବ ବିରୋଧୀ ଏବଂ ମହିଳା ବିରୋଧୀ। କିନ୍ତୁ କଂଗ୍ରେସର ପତନ ହୋଇଛି। ଦଳ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ଅବସ୍ଥାପିତ ଆଦିବାସୀ ତଥା ଗରିବ ପରିବାରର ଜଣେ ମହିଳାଙ୍କ ପ୍ରତି ଏପରି ଅସମ୍ମାନ, ତାଙ୍କ ସମ୍ମାନ ଉପରେ ଆଞ୍ଚ ଆଣିବା ଅତ୍ୟନ୍ତ ନିନ୍ଦା ଜନକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?