ରିଲାଏନ୍ସ ରିଟେଲରେ ୫୫୩୧ କୋଟି ନିବେଶ କଲା ଆଡିଆ

ମୁମ୍ବାଇ:ଆବୁଧାବି ଇନ୍‌ଭେଷ୍ଟମେଣ୍ଟ ଅଥରିଟି(ଆଡିଆ) ରିଲାଏନ୍ସ ରିଟେଲରେ ନିବେଶ ଲାଗି ଆଗେଇ ଆସିଛି। ଏହି କମ୍ପାନୀ ୫,୫୧୩ କୋଟି ନିବେଶ କରିବ। ବର୍ତ୍ତମାନ ସୁଦ୍ଧା ରିଲାଏନ୍ସ ରିଟେଲରେ ୮ ନିବେଶ ଆସିଥିବା ବେଳେ ପ୍ରାୟ ୩୭ ହଜାର କୋଟି ଟଙ୍କାରୁ ଊର୍ଦ୍ଧ୍ୱ ନିବେଶ ହୋଇଛି। ଏଥିରେ ୭ ଜଣ ନିବେଶକ ନିବେଶ କରିଛନ୍ତି। ନୂଆ ନିବେଶ ଦ୍ୱାରା ଆଡିଆ ରିଲାଏନ୍ସ ରିଟେଲରେ ୧.୨୦% ଇକ୍ୱିଟି ଅଂଶଧନ ହାସଲ କରିବ। ଏହି ନିବେଶ ଭାରତର ନ୍ୟୁ କମର୍ସ ବିଜ୍‌ନେସ ମଡେଲକୁ ଆହୁରି ବିକଶିତ କରିବା ଦିଗରେ ସହାୟକ ହେବ ବୋଲି ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ସୂଚନା ଦେଇଛନ୍ତି। ରିଟେଲ ବିଜ୍‌ନେସ କ୍ଷେତ୍ରରେ ରିଲାଏନ୍ସ ଏକ ପ୍ରମୁଖ ସ୍ଥାନ ହାସଲ କରିବାକୁ ସକ୍ଷମ ହୋଇଛି। କମ୍ପାନୀର ଦୃଢ଼ ଅଭିବୃଦ୍ଧିକୁ ଧ୍ୟାନରେ ରଖି ନିବେଶ କରିବାକୁ ଆଗେଇ ଆସିଥିବା କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଏଚ୍‌.ଏସ୍‌. ଅଲଦାହେରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri