ବୋଲ୍ଡ ସିନ୍‌ ପୂର୍ବରୁ ଅଭିନେତ୍ରୀ-ଅଭିନେତା ପରସ୍ପରକୁ ପଚାରୁଥିଲେ ଏମିତି ପ୍ରଶ୍ନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଅଭିନେତ୍ରୀ ରାଧିକା ଆପ୍ଟେ ବଲିଉଡର ବୋଲ୍ଡ ଅଭିନେତ୍ରୀମାନଙ୍କ ମଧ୍ୟରୁ ଅନ୍ୟତମ। ଚଳଚ୍ଚିତ୍ରରେ ତାଙ୍କର ଚରିତ୍ର ଏବଂ ବୋଲ୍ଡ ଦୃଶ୍ୟ ସବୁବେଳେ ଚର୍ଚ୍ଚାରେ ଥାଏ। ସେ ଯେକୌଣସି ଚରିତ୍ରରେ ଅଭିନୟ କରିବାକୁ ପଛାନ୍ତି ନାହିଁ ଏବଂ ସେଥିପାଇଁ ପ୍ରତ୍ୟେକ ଚରିତ୍ରରେ ସେ ଫିଟ୍‌ ଥା’ନ୍ତି। ରାଧିକା ଆପ୍ଟେ ୨୦୧୬ ଚଳଚ୍ଚିତ୍ର ‘ପାରଚେଡ’ରେ ଆଦିଲ ହୁସେନଙ୍କ ସହ ଅନ୍ତରଙ୍ଗ ଦୃଶ୍ୟ ଦେଇଥିଲେ। ଏବେ ଫିଲ୍ମର ହଟ୍‌ ଦୃଶ୍ୟକୁ ନେଇ କିଛି ରହସ୍ୟ ଉନ୍ମୋଚନ ହୋଇଛି। ଏହି ବୋଲ୍ଡ ଦୃଶ୍ୟ କରିବା ପୂର୍ବରୁ, ଆଦିଲ ଏବଂ ରାଧିକା ପରସ୍ପରକୁ କେଉଁ ପ୍ରଶ୍ନ ପଚାରିଥିଲେ, ଏହା ପ୍ରକାଶ ପାଇଛି।
ଲୀନା ଯାଦବଙ୍କ ନିର୍ଦ୍ଦେଶିତ ଚଳଚ୍ଚିତ୍ରରେ ଆଦିଲ ହୁସେନ ଜଣେ ଅତିଥି କଳାକାର ଭାବେ ନଜର ଆସିଥିଲେ। ସେ ରାଧିକା ଆପ୍ଟେଙ୍କ ସହିତ ଏକ ବୋଲ୍ଡ ଦୃଶ୍ୟ ଦେଇଥିଲେ। ନିକଟରେ ଆଦିଲ ହୁସେନ ଏକ ସାକ୍ଷାତକାରରେ ଏହି ଦୃଶ୍ୟ ବିଷୟରେ କିଛି କଥା କହିଛନ୍ତି। ଏହି ଦୃଶ୍ୟ କରିବା ପୂର୍ବରୁ ଆଦିଲ ହୁସେନ ରାଧିକାଙ୍କୁ ତାଙ୍କ ପ୍ରେମିକ ବିଷୟରେ ପଚାରିଥିଲେ। ଏହାର ଉତ୍ତରରେ ରାଧିକା କହିଥିଲେ ଯେ ସେ ବିବାହିତ। ଏହା ପରେ ରାଧିକା ଅଭିନେତାଙ୍କୁ ସମାନ ପ୍ରଶ୍ନ ପଚାରିଥିଲେ ଏବଂ ଏହାର ଉତ୍ତରରେ ଆଦିଲ ମଧ୍ୟ ତାଙ୍କ ଉତ୍ତର ଦେଇଥିଲେ। ରାଧିକା ଆଦିଲ ହୁସେନଙ୍କୁ ପଚାରିଥିଲେ, ତୁମର ସ୍ତ୍ରୀଙ୍କ ବିଷୟରେ କ’ଣ?’ ଯେଉଁଥିରେ ସେ ଉତ୍ତର ଦେଇଥିଲେ, କୌଣସି ଅସୁବିଧା ନାହିଁ’। ବୋଲ୍ଡ ଦୃଶ୍ୟରେ ତାଙ୍କ ସ୍ତ୍ରୀଙ୍କ ପ୍ରତିକ୍ରିୟା ବିଷୟରେ ଅଭିନେତା ଆଦିଲ କହିଛନ୍ତି, ମୁଁ ଆଶା କରୁଛି ଯେ ମୁଁ ଏହା ଭଲ କରିବି। ମୋ ସ୍ତ୍ରୀ ମୋର ବୃତ୍ତିକୁ ସମ୍ମାନ କରନ୍ତି ଏବଂ ମୋର ସମ୍ବେଦନଶୀଳତା ଉପରେ ସମ୍ପୂର୍ଣ୍ଣ ବିଶ୍ୱାସ କରନ୍ତି। ଥିଏଟରର ପ୍ରଥମ ଦିନରୁ ଆମେ ପରସ୍ପରକୁ ଜାଣିଛୁ ଏବଂ ସେ ଜାଣନ୍ତି ମୁଁ ଜଣେ ଅଭିନେତା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri