ରାଖୀ ସାୱନ୍ତଙ୍କ ସ୍ବାମୀ ଆଦିଲ ଖାନ ଗିରଫ

ମୁମ୍ବାଇ: ବି-ଟାଉନର ଡ୍ରାମା କୁଇନ୍‌ ରାଖୀ ସାୱନ୍ତଙ୍କ ସ୍ବାମୀ ଆଦିଲ ଖାନ ଦୁରାନୀ ମଙ୍ଗଳବାର ଗିରଫ ହୋଇଛନ୍ତି। ମୁମ୍ବାଇର ଓସିୱାରା ପୋଲିସ ଆଦିଲ ଖାନଙ୍କୁ ଗିରଫ କରିଥିବା ଜଣାପଡିଛି। ରିପୋର୍ଟ ଅନୁଯାୟୀ, ରାଖି ଆଦିଲଙ୍କ ବିରୋଧରେ ଓସିୱାରା ପୋଲିସ ଷ୍ଟେଶନରେ ଏଫଆଇଆର ଦାଖଲ କରିଥିଲେ। ଅଭିନେତ୍ରୀଙ୍କ ଅଭିଯୋଗ ପରେ ଆଦିଲ ଖାନଙ୍କୁ ପୋଲିସ ଗିରଫ କରିଛି। ଏହାର କାରଣ ଏ ପର୍ଯ୍ୟନ୍ତ ସ୍ପଷ୍ଟ ଜଣାପଡିନାହିଁ।

ଏହାପୂର୍ବରୁ ରାଖୀ ଆଦିଲ ଖାନ୍‌ଙ୍କ ବିରୋଧରେ ଅନେକ ଅଭିଯୋଗ କରିଥିଲେ। ସୋମବାର ଗଣମାଧ୍ୟମକୁ ସୂଚନା ଦେଇ ରାଖୀ କହିଥିଲେ ଯେ, ଆଦିଲଙ୍କ କାରଣରୁ ତାଙ୍କ ମାଙ୍କର ମୃତ୍ୟୁ ଘଟିଛି। ଏଥିସହ ଅଭିନେତ୍ରୀ ଆଦିଲଙ୍କ ବିରୋଧରେ ୧ କୋଟି ଟଙ୍କା ସହ ଘରୁ ଜିନିଷ ଚୋରି କରି ପଳାଇବା ଭଳି ଅଭିଯୋଗ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୟଙ୍କ ନୂଆ ଲୁକ୍ ଦେଖି ଖୁସି ହେଲେ ପ୍ରଶଂସକ

ମୁମ୍ବାଇ: ବଲିଉଡ୍ ନାୟକ ସଞ୍ଜୟ ଦତ୍ତ ନିକଟରେ ଲଙ୍ଗସ୍ କ୍ୟାନସରରେ ପୀଡ଼ିତ ହେବା ଖବର ହଠାତ୍ ସମସ୍ତଙ୍କୁ ଚମକାଇ ଦେଇଥିଲା । ହେଲେ ଏହା ଜଣାପଡିବା...

ହସ୍ପିଟାଲରେ ଭର୍ତ୍ତି ହେଲେ ଅକ୍ଷୟ କୁମାର

ମୁମ୍ବାଇ,୫।୪: ବଲିଉଡ୍‌ ଅଭିନେତା ଖିଲାଡି ବୟ ଅକ୍ଷୟ କୁମାରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ଏହାପରେ ସେ...

ପ୍ରଥମ ବିବାହ ବାର୍ଷିକୀରେ ରୋମାଣ୍ଟିକ ହେଲେ ନୁଶରତ୍‌

ପଶ୍ଚିମବଙ୍ଗର ବସିରହାଟରୁ ନବନିର୍ବାଚିତ ତୃଣମୂଳ ସାଂସଦ ନୁଶରତ୍‌ ଜାହାଁ ପ୍ରଥମ ବିବାହ ବାର୍ଷିକୀ ପାଳନ କରିଛନ୍ତି। ଏହି ଅବସରରେ ସେ ସ୍ବାମୀଙ୍କ ସହ ଏକ ରୋମାଣ୍ଟିକ...

ଗ୍ଲାମର ଦୁନିଆ ଛାଡ଼ି ଏବେ ଯୋଗିନୀ ଏସବୁ ଅଭିନେତ୍ରୀ: ପ୍ରଶଂସକଙ୍କୁ କରିଛନ୍ତି ଚକିତ

ବମ୍ବେ: କଳାକାରଟିଏ ହେବାର ସ୍ବପ୍ନ ନେଇ ଅନେକ ମୁମ୍ବାଇ ମୁହାଁ ହୋଇଥାନ୍ତି। ଏଥିପାଇଁ ସହରକୁ ସ୍ବପ୍ନର ସହର ବୋଲି କୁହାଯାଏ। ଅନେକ ଆଶାୟୀଙ୍କ ସ୍ବପ୍ନ ଏଠାରେ...

ମହାଭାରତରେ ଅଭିନୟ କରିବାକୁ ଚାହୁଛନ୍ତି ଶୈଫ, ଡ୍ରିମ ରୋଲକୁ ନେଇ ମୁହଁ ଖୋଲିଲେ

ମୁମ୍ବାଇ: ବଲିଉଡ ଅଭିନେତା ଶୈଫ ଅଲ୍ଲି ଖାଁ ଏବେ ଖୁବ୍ ଚର୍ଚ୍ଚାରେ । ନିକଟରେ ତାଙ୍କ ଅଭିନୀତ ଫିଲ୍ମ ‘ବିକ୍ରମ ବେଧା’ ରିଲିଜ୍ ହୋଇଛି ।...

ଏହିଦିନ ରିଲିଜ ହେବ ‘କଭି ଇଦ୍‌ କଭି ଦିଓ୍ବାଲୀ’

ମୁମ୍ବାଇ: ଭାଇଜାନଙ୍କ ଫିଲ୍ମ ‘କଭି ଇଦ୍‌ କଭି ଦିଓ୍ବାଲୀ’ ଜରିଆରେ ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି ସୋସିଆଲ ମିଡିଆ ସେନ୍ସେସନ ଶେହନାଜ ଗିଲ୍‌। ସଲମାନଙ୍କ ଫିଲ୍ମରେ...

କିଛି ସମୟର ଅପେକ୍ଷା, ରିଲିଜ୍‌ ହେବ ‘କେଜିଏଫ-୨’

ଆଉ ମାତ୍ର କିଛି ଘଣ୍ଟା ପରେ ‘କେଜିଏଫ-୨’ ରିଲିଜ୍‌ ହେବାକୁ ଯାଉଛି। ଏହାକୁ ନେଇ ଦର୍ଶକ ଖୁବ୍‌ ଉତ୍ସାହ ଅଛନ୍ତି। ଫିଲ୍ମ ରିଲିଜ ପୂର୍ବରୁ ଆଡଭାନ୍ସ...

ନୂଆ ଲୁକ୍‌ରେ ନଜର ଆସିଲେ ଶାହିଦ୍‌ କପୁର

କରୋନା ଲକ୍‌ଡାଉନ ସକାଶେ ବନ୍ଦ ରହିଥିଲା ଶାହିଦ୍‌ କପୁରଙ୍କ ଫିଲ୍ମ ‘ଜର୍ସି’ର ସୁଟିଂ। ବର୍ତ୍ତମାନ ଏହି ଫିଲ୍ମର ସୁଟିଂ ପୁଣି ଆରମ୍ଭ ହୋଇସାରିଛି। ଏ ନେଇ...

Advertisement
Archives

Model This Week