୫୦୦୦ କୋଟି ନିବେଶ କରିବ ଆଦିତ୍ୟ ବିର୍ଲା ଗ୍ରୁପ

ଭୁବନେଶ୍ୱର,୯।୬: ଦେଶର ପ୍ରମୁଖ ବାଣିଜି୍ୟକ ପ୍ରତିଷ୍ଠାନ ଆଦିତ୍ୟ ବିର୍ଲା ଗ୍ରୁପ୍‌ ନିକଟରେ ବ୍ରାଣ୍ଡେଡ୍‌ ଅଳଙ୍କାର ରିଟେଲ ବ୍ୟବସାୟ କ୍ଷେତ୍ରରେ ପ୍ରବେଶ କରିଛି। ଏପରିକି ଉକ୍ତ ବ୍ୟବସାୟରେ କମ୍ପାନୀ ୫୦୦୦ କୋଟି ଟଙ୍କାର ପୁଞ୍ଜିନିବେଶ କରିବ ବୋଲି ଗ୍ରୁପ୍‌ ପକ୍ଷରୁ କୁହାଯାଇଛି। ବିଶେଷକରି ଗ୍ରୁପ୍‌ର ନୂଆ ସଂସ୍ଥା ‘ନୋଭେଲ୍‌ ଜୁଏଲସ୍‌ ଲିମିଟେଡ୍‌’ ଜରିଆରେ କମ୍ପାନୀ ବ୍ରାଣ୍ଡେଡ୍‌ ଅଳଙ୍କାର ରିଟେଲ ବ୍ୟବସାୟ କରିବ। ସେହିଭଳି ସାରା ଭାରତରେ କମ୍ପାନୀ ବଡ଼ ଆକାରର ସ୍ବତନ୍ତ୍ର ଅଳଙ୍କାର ରିଟେଲ ଷ୍ଟୋର ସ୍ଥାପନ କରିବା ସହ ନିଜସ୍ବ ବ୍ରାଣ୍ଡ୍‌ର ଅଳଙ୍କାର ଉପଲବ୍ଧ କରାଇବ। ଏପରିକି ସ୍ବତନ୍ତ୍ର ଭାବେ ଡିଜାଇନ ଓ ଦୃଢ଼ ଆଞ୍ଚଳିକ ଛାପ ସହ ଏକ ଅଭିଳାଷପୂର୍ଣ୍ଣ ଜାତୀୟ ବ୍ରାଣ୍ଡ୍‌ ଭାବେ ଏହି ନୂଆ ସଂସ୍ଥା ଗ୍ରାହକମାନଙ୍କ ଅନୁଭୂତିରେ ପରିବର୍ତ୍ତନ ଆଣିବ। ଏ ସମ୍ପର୍କରେ ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଅଧ୍ୟକ୍ଷ କୁମାରମଙ୍ଗଳମ ବିର୍ଲା କହିଛନ୍ତି, ବିଶ୍ୱାସ ଆଧାରରେ ଗଠନ ହୋଇଥିବା ଏବଂ ଆମ ବ୍ୟବସାୟ ପରମ୍ପରାର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତରେ ଆଦିତ୍ୟ ବିର୍ଲା ଗ୍ରୁପ୍‌ ବ୍ରାଣ୍ଡେ୍‌ଡ ଅଳଙ୍କାର ରିଟେଲ କାରବାର କ୍ଷେତ୍ରରେ ପ୍ରବେଶ କରିଛି। ଏପରିକି ଏହା ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ପୋର୍ଟଫୋଲିଓ ପସନ୍ଦ, ଯାହା ଆମକୁ ନୂଆ ଅଭିବୃଦ୍ଧି ହାସଲ କରିବା ସହ ଭାରତୀୟ ଉପଭୋକ୍ତା ଦୃଶ୍ୟପଟରେ ଆମର ଉପସ୍ଥିତିକୁ ସୁଦୃଢ଼ କରିବ।


Enter your email to get our daily news in your inbox.

All Right Reserved By Dharitri.Com

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri