ଅକ୍ଷୟ କୁମାରଙ୍କ ପାଇଁ ଫ୍ଲପ୍‌ ହେଲା ‘ସମ୍ରାଟ ପୃଥ୍ବୀରାଜ’!

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାରଙ୍କ ଫିଲ୍ମ ‘ସମ୍ରାଟ ପୃଥ୍ବୀରାଜ’ ବକ୍ସ ଅଫିସରେ ସେତେଟା ଭଲ ପ୍ରଦର୍ଶନ କରିପାରିନାହିଁ। ତେବେ ଫିଲ୍ମ ଫ୍ଲପ୍‌ ହେବା ପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ନିର୍ଦ୍ଦେଶକ ଏବଂ ନିର୍ମାତା। ଏହି ଫିଲ୍ମକୁ ଚନ୍ଦ୍ରପ୍ରକାଶ ଦ୍ୱିବେଦୀ ନିର୍ଦ୍ଦେଶନା ଦେଇଥିଲେ। ଫିଲ୍ମଟି ପ୍ରାୟ ୨୦୦ କୋଟି ନିର୍ମିତ ହୋଇଥିବା ବେଳେ ବକ୍ସ ଅଫିସରେ ୮୦ କୋଟି ମଧ୍ୟ ରୋଜଗାର କରିପାରିଲା ନାହିଁ।

ଫିଲ୍ମଟି କେଉଁ କାରଣରୁ ଫ୍ଲପ୍‌ ହେଲା ସେନେଇ ଏକ ସାକ୍ଷାତକାରରେ ନିର୍ଦ୍ଦେଶକ ଏବଂ ନିର୍ମାତା ଖୋଲାଖୋଲି ଭାବେ କହିଛନ୍ତି ଯେ, ଅକ୍ଷୟ କୁମାରଙ୍କ ମନୋଭାବ ଏବଂ ସୋସିଆଲ ମିଡିଆରେ ୟୁଜର୍ସଙ୍କ କମେଣ୍ଟ ଏହି ଫିଲ୍ମକୁ ବୁଡ଼ାଇ ଦେଲା । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏହା ନୁହେଁ ଯେ କୌଣସି ଅଭିନେତାଙ୍କୁ ରିଜେକ୍ଟ କରାଯାଇପାରିବ ନାହିଁ। ଅକ୍ଷୟ କୁମାର ହିନ୍ଦୀ ସିନେମାରେ ୩୦ ବର୍ଷ ପୂରଣ କରିସାରିଲେଣି ଏବଂ ତାଙ୍କର ଅଭିନୟକୁ ସମସ୍ତେ ଜାଣନ୍ତି। ଅକ୍ଷୟ ଏହି ଚଳଚ୍ଚିତ୍ରରେ ନିଜର ଶ୍ରେଷ୍ଠ ପ୍ରଦର୍ଶନ କରିବାକୁ ଚେଷ୍ଟା କରିଛନ୍ତି ଏବଂ ଏମିତିରେ ବି ଅକ୍ଷୟ ପ୍ରଥମ ଅଭିନେତା ନୁହଁନ୍ତି, ଯାହାର ଅଭିନୟ ଲୋକଙ୍କୁ ପସନ୍ଦ ଆସିନଥିବ, କିନ୍ତୁ ଫିଲ୍ମ ପାଇଁ ଭୂମିକାରେ ରୋଲ୍ରେ ତାଙ୍କ ଅଭିନୟ କରି ତାଙ୍କୁ ବୟକଟ କରିବା ଭୁଲ ଅଟେ। ଏକ ରିର୍ପୋଟ ଅନୁଯାୟୀ, ଅକ୍ଷୟ ଏହି ଫିଲ୍ମକୁ ମନପ୍ରାଣ ଦେଇ କରିନାହାଁନ୍ତି କିମ୍ବା ଏହି ଭୂମିକା ପାଇଁ ସେ ପ୍ରକୃତରେ ଚେଷ୍ଟା କରିନାହାନ୍ତି। କେବଳ ଏତିକି ନୁହେଁ, ସେ ଏହି ଫିଲ୍ମ ସମୟରେ ଅନ୍ୟାନ୍ୟ ପ୍ରୋଜେକ୍ଟରେ ମଧ୍ୟ କାମ କରୁଥିଲେ। ତେବେ ଏହି କାରଣ ଯୋଗୁ ଫିଲ୍ମ ଫ୍ଲପ୍‌ ହେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri