Posted inଜାତୀୟ

ତୃତୀୟଥର କକ୍ଷ ବଦଳାଇଲା ଆଦିତ୍ୟ ଏଲ୍‌-୧

ବେଙ୍ଗାଲୁରୁ,୧୦ା୯: ଭାରତର ପ୍ରଥମ ସୂର୍ଯ୍ୟ ମିଶନ ଅଧୀନରେ ସୂର୍ଯ୍ୟଙ୍କ ବାହ୍ୟ ବାୟୁମଣ୍ଡଳକୁ ଅଧ୍ୟୟନ କରିବା ପାଇଁ ପଠାଯାଇଥିବା ଆଦିତ୍ୟ- ଏଲ୍‌୧ ମହାକାଶଯାନର ପୃଥିବୀର କକ୍ଷପଥ ସହିତ ଜଡ଼ିତ ତୃତୀୟ ପ୍ରକ୍ରିୟା ରବିବାର ସଫଳତାର ସହିତ ଶେଷ କରିଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଏହି ସୂଚନା ଦେଇଛି। ଇସ୍ରୋ କହିଛି, ସ୍ପେସ୍‌ ଏଜେନ୍ସିର ବେଙ୍ଗାଲୁରୁସ୍ଥିତ ଟେଲିମେଟ୍ରି, ଟ୍ରାକିଂ ଏବଂ କମାଣ୍ଡ ନେଟଓ୍ବାର୍କ ସଫଳତାର ସହ ଏହି ମିଶନକୁ ସଫଳ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରପ୍ରଦେଶରେ ଶକ୍ତିଶାଳୀ ଝଡ଼ବାତ୍ୟା: ୧୦୦ରୁ ଅଧିକ ମୃତାହତ

ଲକ୍ଷ୍ନୌ,୧୪ା୫: ଉତ୍ତରପ୍ରଦେଶର ଭଦୋହି, ବୁଦାଉଁ, ଫତେପୁର ଏବଂ ସୋନଭଦ୍ରା ଜିଲାରେ ବୁଧବାର ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ବାତ୍ୟାଝଡ଼ବାତ୍ୟା ହୋଇଛି। ଏହି ଝଡ଼ବାତ୍ୟାରେ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଅଧିକାରୀମାନେ…

କେରଳମ୍‌ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କଲା କଂଗ୍ରେସ: ଏହି ବ୍ୟକ୍ତିଙ୍କ ମୁଣ୍ଡରେ ସୁନାକଳସ

ନୂଆଦିଲ୍ଲୀ,୧୪।୫: କେରଳମ୍‌ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବାର ପ୍ରାୟ ୧୦ ଦିନ ପରେ ଆଜି କଂଗ୍ରେସ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା କରିଛି। ଭିଡି ସତିସନ କେରଳର…

ସୁନା ସମ୍ପର୍କରେ କ୍ୟାବିନେଟ ବୈଠକରେ ମନ୍ତ୍ରୀମାନଙ୍କୁ ମୋଦିଙ୍କ କଡ଼ା ବାର୍ତ୍ତା

ନୂଆଦିଲ୍ଲୀ,୧୪।୫: କ୍ୟାବିନେଟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀ ଏବଂ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ ସରଳତାକୁ ଗ୍ରହଣ କରିବା ଏବଂ ସମ୍ବଳର ବିଚାରବନ୍ତ ବ୍ୟବହାର କରିବାକୁ ପରାମର୍ଶ ଦେଇଥିଲେ।…

୪୮ଘଣ୍ଟାରେ ମହଙ୍ଗା ମାଡ଼: ଏବେ ପେଟ୍ରୋଲ-ଗ୍ୟାସ୍‌ର ପାଳି, ପେଟ୍ରୋଲିୟମ ମନ୍ତ୍ରୀ ଦେଲେ ବଡ଼ ସୂଚନା…

ନୂଆଦିଲ୍ଲୀ,୧୪।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ବିଶ୍ୱ ତୈଳ ବଜାରରେ ବୃଦ୍ଧି ପାଉଥିବା ଅନିଶ୍ଚିତତା ମଧ୍ୟରେ, ଭାରତ ସରକାର ଗତ 48 ଘଣ୍ଟା ମଧ୍ୟରେ ତିନୋଟି…

ରାଜଧାନୀରେ ଲଜ୍ଜା: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣବଳାତ୍କାର, ପୀଡ଼ିତା କହିଲେ ୨ ଘଣ୍ଟା ଧରି…

ନୂଆଦିଲ୍ଲୀ,୧୪ା୫: ରାଜଧାନୀ ଦିଲ୍ଲୀର ରାଣୀବାଗ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଚଳନ୍ତା ସ୍ଲିପର ବସ୍‌ରେ ଜଣେ ୩୦ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର କରାଯାଇଛି। ପୀଡ଼ିତା ପୋଲିସକୁ…

ଖୁସି ଖବର, ବନ୍ଦ ହେବ ନାହିଁ LPG ସପ୍ଲାଇ, ଭାରତ ପ୍ରସ୍ତୁତ କଲା 40,000 କୋଟି ଟଙ୍କାର ପ୍ଲାନ

ନୂଆଦିଲ୍ଲୀ,୧୪।୫: ଭାରତରେ ଏକ ଲୋକପ୍ରିୟ କଥା ଅଛି ଯେ ଭବିଷ୍ୟତର ସମାଧାନ ପ୍ରାୟତଃ ଏକ ସଙ୍କଟ ଭିତରେ ଲୁଚି ରହିଛି; କେବଳ ଏହାକୁ ଖୋଜିବା ଆବଶ୍ୟକ। ଇରାନ…

ପବନରେ ଉଡିଗଲା ରେଳ ଷ୍ଟେଶନ ଆଜବେଷ୍ଟସ୍‌: କାମକୁ ନେଇ ଲୋକଙ୍କ ମନରେ ଉଠୁଛି ପ୍ରଶ୍ନ

ଲାଠୋର,୧୪/୫(ଭୁବନେଶ୍ୱର ବାରିକ): କାଳବୈଶାଖୀ ବଲାଙ୍ଗିର ଜିଲା ହରିଶଙ୍କର ରୋଡ ରେଳ ଷ୍ଟେଶନ ପ୍ଲାଟଫର୍ମରେ ଥିବା ସେଡର ଆଜବେଷ୍ଟସ ଉଡ଼ିବା ସହ ଲୁହା ପାଚେରି ଲେଉଟି ପଡ଼ିଥିବା ଗୁରୁବାର…

କନିଷ୍ଠ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗ

ଭଦ୍ରକ, ୧୪/୫(ସନାତନ ରାଉତ): ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ମାମଲାରେ ଭଦ୍ରକ କାଡା ଡିଭିଜନର ଇଞ୍ଜିନିୟର ବିଜୟ କୁମାର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri