Posted inଜାତୀୟ

ପଞ୍ଚମ ଥର ସଫଳତାର ସହ କକ୍ଷପଥ ପରିବର୍ତ୍ତନ କଲା ଆଦିତ୍ୟ-ଏଲ୍‌୧

ନୂଆଦିଲ୍ଲୀ,୧୯।୯: ଭାରତର ପ୍ରଥମ ସୌର ମିଶନ ଆଦିତ୍ୟ- ଏଲ୍‌୧ ପଞ୍ଚମ ଥର ପାଇଁ କକ୍ଷପଥ ପରିବର୍ତ୍ତନ ପ୍ରକ୍ରିୟାକୁ ସଫଳତାର ସହ ଶେଷ କରିଛି। ଭାରତୀୟ ସ୍ପେସ ଏଜେନ୍ସି ଇସ୍ରୋ ଏହି ସୂଚନା ଦେଇଛି। ଆଦିତ୍ୟ-ଏଲ୍‌୧ ବର୍ତ୍ତମାନ ସୂର୍ଯ୍ୟ ଏବଂ ପୃଥିବୀ ମଧ୍ୟରେ ଏଲ୍‌୧ ବିନ୍ଦୁ ଆଡକୁ ଗତି କରିଛ।
ଏହାପୂର୍ବରୁ ଆଦିତ୍ୟ-ଏଲ୍‌୧ ସେପ୍ଟେମ୍ବର ୧୫ରେ ଚତୁର୍ଥ ଥର ପାଇଁ କକ୍ଷପଥକୁ ସଫଳତାର ସହିତ ପରିବର୍ତ୍ତନ କରିଥିଲା। ଥ୍ରଷ୍ଟର ଫାୟାର୍‌ର କିଛି ସମୟ ପରେ ଇସ୍ରୋ ଟୁଇଟ କରି ଏହି ସୂଚନା ଦେଇଛି। ଏଥି ସହିତ ଇସ୍ରୋ ସେପ୍ଟେମ୍ବର ୧୦ରେ ତୃତୀୟ ଥର ପାଇଁ ଆଦିତ୍ୟ-ଏଲ୍‌୧ ମହାକାଶଯାନର କକ୍ଷପଥକୁ ବଦଳାଇଥିଲା। ସେପ୍ଟେମ୍ବର ୫ରେ ଦ୍ୱିତୀୟ ଥର ପାଇଁ କକ୍ଷପଥ ବଦଳାଇଥିଲା ଏବଂ ସେପ୍ଟେମ୍ବର ୩ରେ ପ୍ରଥମ ଥର ପାଇଁ ଆଦିତ୍ୟ-ଏଲ୍‌୧ ସଫଳତାର ସହିତ କକ୍ଷପଥକୁ ପରିବର୍ତ୍ତନ କରିଥିଲା।
ଭାରତୀୟ ସ୍ପେସ ଏଜେନ୍ସି ଇସ୍ରୋ ସେପ୍ଟେମ୍ବର ୨ରେ ଭାରତର ପ୍ରଥମ ସୌର ମିଶନ ଆଦିତ୍ୟ-ଏଲ୍‌୧ ଲଞ୍ଚ କରିଥିଲା। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ଏହି ଉତକ୍ଷେପଣ କରାଯାଇଥିଲା। ଏହି ମିଶନ ପ୍ରଥମେ ପୃଥିବୀ ଚାରିପଟେ ବୁଲିବ ଏବଂ ତାପରେ ଏହା ସୂର୍ଯ୍ୟ ଆଡକୁ ଉଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜକିଶୋରଙ୍କ ପରିବାରକୁ ସହାୟତାର ହାତ ବଢାଇଲା ଗଣଶିକ୍ଷକ ସଂଘ

ଦାରିଙ୍ଗବାଡି,୧୧।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଣଶିକ୍ଷକ ସଂଘ ପକ୍ଷରୁ ସାଥି ଶିକ୍ଷକଙ୍କ ଦେହାନ୍ତ ପରେ ସହାୟତାର ହାତ ବଢ଼ାଇଲା ସାଙ୍ଗ ଏଭଳି ଘଟଣାକୁ ନେଇ…

ଟାଟା ପାୱାରର ଛଟେଇ ବିରୋଧରେ ତେଜିଲା ଶ୍ରମିକ ଆନ୍ଦୋଳନ: ଜୋରଦାର ପ୍ରତିବାଦ

କେନ୍ଦୁଝର,୧୧।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଟା ପାୱାରର କେନ୍ଦୁଝର ନିର୍ବାହୀ ଯନ୍ତ୍ରୀ ଓ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶ୍ରମିକମାନଙ୍କ ଛଟେଇ ବିରୋଧରେ ତେଜିଲା ଆନ୍ଦୋଳନ I…

୧ କୋଟି ଟଙ୍କିଆ ବାଇକ୍‌ ଭାରତରେ ଲଞ୍ଚ୍‌: ସାଙ୍ଗେ ସାଙ୍ଗେ Sold Out

ନୂଆଦିଲ୍ଲୀ,୧୧।୫: ଇଟାଲୀର ପ୍ରସିଦ୍ଧ ମୋଟରସାଇକେଲ ନିର୍ମାତା Ducati ଭାରତରେ ଏହାର ଅତ୍ୟନ୍ତ ସ୍ବତନ୍ତ୍ର ଏବଂ ସୀମିତ ସଂସ୍କରଣ ସୁପରବାଇକ – Ducati Panigale V4 Lamborghini –…

କେଉଁ ସେଲିବ୍ରିଟିଙ୍କ ପାଖରେ ଅଉଛି ସବୁଠୁ ଅଧିକ ସୁନା: ନାଁ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ରାଲି ସମୟରେ ଦେଶର ନାଗରିକମାନଙ୍କୁ ଆଗାମୀ ବର୍ଷ ପାଇଁ ସୁନା କିଣିବାରୁ ନିବୃତ୍ତ ରହିବାକୁ ଅନୁରୋଧ କରିଛନ୍ତି। କାରଣ ଏହି…

ଶପଥ ନେବାର ଗୋଟିଏ ଦିନ ପରେ ହଠାତ୍‌ ଷ୍ଟାଲିନଙ୍କ ଘରେ ପହଞ୍ଚିଲେ ବିଜୟ: ରାନୀତିରେ ହଲଚଲ

ଚେନ୍ନାଇ,୧୧।୫: ତାମିଲନାଡୁରେ ଐତିହାସିକ ନିର୍ବାଚନ ବିଜୟ ପରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଶପଥ ନେବାର ମାତ୍ର ଗୋଟିଏ ଦିନ ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଡିଏମକେ…

ଆକ୍ସନ ମୋଡ୍‌ରେ ଶୁଭେନ୍ଦୁ ସରକାର: କଲେ ବଡ ଘୋଷଣା

କୋଲକାତା,୧୧।୫: ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱରେ ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟି ସରକାରକୁ ଆସିବା ପରେ ଆକ୍ସନ ମୋଡ୍‌ରେ ଅଛି। କ୍ଷମତା ଗ୍ରହଣ କରିବା ମାତ୍ରେ ଶୁଭେନ୍ଦୁ ପ୍ରଶାସନ…

ବିଦ୍ୟୁତ ଆଘାତ ଦେଇ ସ୍ବାମୀଙ୍କୁ ମାରିବାକୁ ଚେଷ୍ଟା କରୁଥିଲେ ସ୍ତ୍ରୀ, ନିଦରୁ ଉଠିପଡିଲେ ସ୍ବାମୀ, ଆଉ ତା’ପରେ…

ମୁମ୍ବାଇ, ୧୧।୫: ମହାରାଷ୍ଟ୍ରର ଯବତମାଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ସାତ ପ୍ରତିଜ୍ଞାର ଏକ ବିବାହ ହତ୍ୟା ଷଡ଼ଯନ୍ତ୍ରରେ ପରିଣତ ହୋଇଛି। ଅଭିଯୋଗ…

ପେଟ୍ରୋଲ-ଡିଜେଲ, ଏଲପିଜି ସମ୍ପର୍କରେ ବଡ଼ ବୟାନ ଜାରି କଲା ପେଟ୍ରୋଲିୟମ ମନ୍ତ୍ରଣାଳୟ, ଭାରତ ଉପରେ…

ନୂଆଦିଲ୍ଲୀ,୧୧।୫: ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ନାଗରିକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri