ରିସେପଶନରେ ରୋମାଣ୍ଟିକ ଡ୍ୟାନ୍ସ କଲେ ଆଦିତ୍ୟ

ମୁମ୍ବାଇ: ବଲିଉଡ୍ ସିଙ୍ଗର, ହୋଷ୍ଟ ତଥା ଆକ୍ଟର ଆଦିତ୍ୟ ନାରାୟଣ ତାଙ୍କ ଲଙ୍ଗ ଟାଇମ୍ ଗର୍ଲ ଫ୍ରେଣ୍ଡ ଶ୍ୱେତା ଅଗ୍ରୱାଲଙ୍କୁ ଡିସେମ୍ବର ୧ରେ ବିବାହ କରିଛନ୍ତି । କରୋନା ମହାମାରୀ ଯୋଗୁ ଏହି ବିବାହରେ କେବଳ ପରିବାର ସଦସ୍ୟ ଯୋଗ ଦେଇଥିଲେ । ତେବେ ଡିସେମ୍ବର ୨ରେ ଆୟୋଜିତ ହୋଇଯାଇଛି ଶ୍ୱେତା-ଆଦିତ୍ୟଙ୍କ ରିସେପଶନ ପାର୍ଟି । ଏଥିରେ ବି କେତେଜଣ ହାତଗଣତି ଅତିଥି ଯୋଗ ଦେଇଥିବା ଜଣାପଡିଛି । ହେଲେ ରିସେପଶନରେ ଶ୍ୱେତା-ଆଦିତ୍ୟ ଯେଉଁ ରୋମାଣ୍ଟିକ ମୁଡରେ ଡ୍ୟାନ୍ସ କରିଛନ୍ତି ତାହା ଏବେ ସୋସିଆଲ ମତିଡିଆରେ ଭାଇରାଲ ହେବାରେ ଲାଗିଛି । ଆଦିତ୍ୟ ବ୍ଲାକ କଲର ସୁଟ୍ ପିନ୍ଧିଥିବା ବେଳେ ଶ୍ୱେତା ଲାଲ ରଙ୍ଗର ଡ୍ରେସରେ ଖୁବ୍ ସୁନ୍ଦର ଲାଗୁଛନ୍ତି । ଏବେ ଏହି ରିସେପଶନ ପାର୍ଟିର କିଛି ଫଟୋ ଓ ଭିଡିଓ ସେସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Surya Grahan 2026: ଏହି ୫ରାଶିଙ୍କ ଜୀବନରେ ଆସିବ ବଡ଼ ପ୍ରଳୟ! ଧନହାନୀ ସହ ପ୍ରେମ ସମ୍ପର୍କରେ ପଡିବ ଭଟ୍ଟା…

ଧାର୍ମିକ ଓ ଖଗୋଳୀୟ ଦୃଷ୍ଟିକୋଣରୁ ଆଜିର ଦିନଟି ବହୁତ ଖାସ୍, କାରଣ ଆଜି ଅର୍ଥାତ୍ ୧୨ ଅଗଷ୍ଟ ୨୦୨୬ ରେ ବର୍ଷର ଦ୍ୱିତୀୟ ସୂର୍ଯ୍ୟପରାଗ ଲାଗିବାକୁ ଯାଉଛି।…

ମୌଳିକ ସୁବିଧାରୁ ବଞ୍ଚିତ ସିଆଲପଡ଼ାବାସୀ: ଯାତାୟାତ ନେଇ ବଢୁଛି ଚିନ୍ତା

କର୍ଲାମୁଣ୍ଡା,୧୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ଯୋରାଡବରା ଗ୍ରାମ ପଞ୍ଚାୟତର କୁଶୁର୍ଲା ରାଜସ୍ବ ଗ୍ରାମର ହାମଲେଟ ହେଉଛି ସିଆଲପଡ଼ା। ତେବେ ପଡ଼ାର ରାସ୍ତାର ଅବସ୍ଥା…

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

କଳାହାଣ୍ଡିରେ ଲଜ୍ଜା: ପ୍ରାର୍ଥନା ବାହାନାରେ ନେଇ ମହିଳାଙ୍କୁ ବଳାତ୍କାର କଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ପାଷ୍ଟିକୁଡି ଅଞ୍ଚଳରୁ ଏକ ଲଜ୍ଜା ଘଟଣା ସାମ୍ନାକୁ ଆସିଛି। ପ୍ରାର୍ଥନା ବାହାନାରେ ଜଣେ ଗର୍ଭବତୀ ମହିଳାଙ୍କୁ…

ରକ୍ଷାବନ୍ଧନରେ ଲାଗିବ ଚନ୍ଦ୍ରଗ୍ରହଣ: ଏହି ୩ ରାଶିଙ୍କ ଉପରେ ବଡ଼ ସଙ୍କଟ! ଜାଣନ୍ତୁ ଅଶୁଭ ପ୍ରଭାବରୁ ବଞ୍ଚିବାର ଉପାୟ

୨୭ ଅଗଷ୍ଟରେ ଶ୍ରାବଣ ପୂର୍ଣ୍ଣିମାର ଆରମ୍ଭ ସକାଳ ୯ଟା ୮ ମିନିଟରେ ହେବ। ଏହାର ସମାପ୍ତି ୨୮ ଅଗଷ୍ଟ ରାତି ୯ଟା ୪୮ ମିନିଟରେ ହେବ। ଏଭଳି…

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri