ଝିଅର ଫଟୋ ଶେୟାର କଲେ ଆଦିତ୍ୟ

ବଲିଉଡର ଅଭିନେତା ତଥା ଗାୟକ ଆଦିତ୍ୟ ନାରାୟଣ ଏବଂ ଶ୍ୱେତା ଅଗ୍ରୱାଲ ଚଳିତ ବର୍ଷ ପ୍ରଥମ ଥର ମା’ବାପା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଗତ ଫେବୃୟାରୀ ୨୪ରେ ଶ୍ୱେତା ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ। ଏ ନେଇ ଆଦିତ୍ୟ ନିଜେ ସୋସିଆଲ ମିଡିଆରେ ଏହି ଖୁସି ଖବର ଦେଇଥିଲେ। ବର୍ତ୍ତମାନ ଆଦିତ୍ୟ ତିନିମାସ ପରେ ଝିଅର ଚେହେରା ସମସ୍ତଙ୍କ ସାମ୍ନାକୁ ଆଣିଛନ୍ତି। ଇନ୍‌ଷ୍ଟାଗ୍ରାମରେ ଝିଅର ଫଟୋକୁ ଶେୟାର କରିଛନ୍ତି। ଏପ୍ରିଲ ୨୪ରେ ଆଦିତ୍ୟ ଝିଅର ଫଟୋ ସହ ନାମ ‘ଟିଭିଶା’ ବୋଲି ଶେୟାର କରିଥିଲେ। ସେତେବେଳେ ଝିଅକୁ ୨ ମାସ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିଳ୍ପାଙ୍କ ବିବାଦ ହିଷ୍ଟ୍ରି: କେବଳ ସ୍ବାମୀଙ୍କ ପାଇଁ ନୁହେଁ ପୂର୍ବରୁ ବି ଚୁମ୍ବନ, ଆପତ୍ତିଜନକ ଫଟୋଶୁଟ୍‌ ପାଇଁ ଥିଲେ ଚର୍ଚ୍ଚାରେ….

ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ ବର୍ତ୍ତମାନ କେବଳ ସ୍ବାମୀଙ୍କ ଅଶ୍ଳୀଳତା ମାମଲାରେ ଚର୍ଚ୍ଚାରେ ରହିଛନ୍ତି ତାହା ନୁହେଁ ପୂର୍ବରୁ ଶିଳ୍ପା ଅନେକ ଥର ବିବାଦରେ ଫସିଛନ୍ତି।...

ନିଜ ସ୍ବୟମ୍ବର ନେଇ ତମନ୍ନା ଦେଲେ ମଜାଳିଆ ଉତ୍ତର…

ମୁମ୍ବାଇ: ସାଉଥ୍‌ ଫିଲ୍ମରୁ ବଲିଉଡ୍‌ରେ ଏଣ୍ଟ୍ରି କରିଥିବା ତମନ୍ନା ଭାଟିଆଙ୍କୁ ନେଇ ଏବେ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। କିଛି ଦିନ ତଳେ ଏକ...

ଗର୍ଭାବସ୍ଥାରେ ଡରିଗଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ଅନେକ ହିଟ୍‌ ଟିଭି ଶୋ’ ଏବଂ ବଲିଉଡ୍‌ ଫିଲ୍ମରେ କାମ କରିସାରିଥିବା ପ୍ରସିଦ୍ଧ ଅଭିନେତ୍ରୀ ଅନୀତା ହସନନ୍ଦିନୀ ବର୍ତ୍ତମାନ ଗର୍ଭବତୀ ଅଛନ୍ତି। ଏହି ସମୟକୁ ଏବେ...

‘କୁଛ୍‌ କୁଛ୍‌ ହୋତା ହୈ’ ରିମେକ୍‌ ହେଲେ ନଜର ଆସିବେ ଏହି ଅଭିନେତ୍ରୀ, ଅଭିନେତା

ବଲିଉଡ୍‌ରେ ଏମିତି କିଛି ଫିଲ୍ମ ଅଛି, ଯାହା ସବୁ ସମୟରେ ଦର୍ଶକଙ୍କ ହୃଦୟରେ ରାଜ୍‌ କରୁଛି। ଏମିତି ଏକ ଲୋକପ୍ରିୟ ଫିଲ୍ମ ହେଉଛି ‘କୁଛ୍‌ କୁଛ୍‌...

ଜୋତା ପଲିସ କରୁଥିବା ବ୍ୟକ୍ତିଙ୍କ ଗୀତଶୁଣି ଭାବୁକ ହେଲେ ମହିନ୍ଦ୍ରା ଆଣ୍ଡ୍‌ ମହିନ୍ଦ୍ରା କମ୍ପାନୀର ଚେୟାରମ୍ୟାନ୍‌

ଶିଳ୍ପପତି ତଥା ମହିନ୍ଦ୍ରା ଆଣ୍ଡ୍‌ ମହିନ୍ଦ୍ରା କମ୍ପାନୀର ଚେୟାରମ୍ୟାନ୍‌ ଆନନ୍ଦ ମହିନ୍ଦ୍ରା ଜୋତା ପଲିସ କରୁଥିବା ଜଣେ ବ୍ୟକ୍ତିଙ୍କ ଗୀତ ଶୁଣି ଭାବୁକ ହୋଇପଡ଼ିଛନ୍ତି। ଏହି...

୨୦୦ କୋଟି କ୍ଲବ୍‌ରେ ସାମିଲ ହେଲା ‘ଗୁଡନ୍ୟୁଜ’

ଅକ୍ଷୟ କୁମାର ଓ କରୀନା କପୁରଙ୍କ ଅଭିନୀତ ଚଳଚ୍ଚିତ୍ର ‘ଗୁଡନ୍ୟୁଜ’ ବକ୍ସ ଅଫିସରେ ଜବରଦସ୍ତ ପ୍ରଦର୍ଶନ କରିଛି। ଏହି ଚଳଚ୍ଚିତ୍ର ୨୦୦ କୋଟି କ୍ଲବ୍‌ରେ ସାମିଲ...

ବାପା ହେଲେ ଆଦିତ୍ୟ ନାରାୟଣ

ମୁମ୍ବାଇ: ବଲିଉଡ ଅଭିନେତା ଆଦିତ୍ୟ ନାରାୟଣ ଏବଂ ଶ୍ୱେତା ଅଗ୍ରୱାଲ ୨୦୨୦ ଡିସେମ୍ବର ୧ରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ସେମାନେ ନିଜର ବୈବାହିକ ଜୀବନକୁ...

ଅନୁଜଙ୍କ ବଧୂ ହେବାକୁ ପ୍ରସ୍ତୁତ

ବମ୍ବେ: ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି ଅନୁଜ-ଅନୁପମା। ଷ୍ଟାରପ୍ଲସ୍‌ରେ ପ୍ରସାରିତ ଲୋକପ୍ରିୟ ଧାରାବାହିକ ‘ଅନୁପମା’ର ଆଗାମୀ ଏପିସୋଡରେ ଏହା ଦେଖିବାକୁ ମିଳିପାରେ। ପ୍ରଶଂସକମାନେ...

Advertisement
Archives

Model This Week