ପଞ୍ଚତାରକା ହୋଟେଲରେ ହେବ ଆଦିତ୍ୟ-ଶ୍ୱେତାଙ୍କ ଗ୍ରାଣ୍ଡ ରିସେପଶନ: ମୋଦି-ବଚ୍ଚନ ନିମନ୍ତ୍ରିତ ଅତିଥି

ମୁମ୍ବାଇ: ବଲିଉଡ୍ ଗାୟକ ଉଦିତ ନାରାୟଙ୍କ ସୁପୁତ୍ର ତଥା ହୋଷ୍ଟ, ଆକ୍ଟର ଓ ସିଙ୍ଗର ଆଦିତ୍ୟ ନାରାୟଣ ଡିସେମ୍ବର ୧ରେ ବିବାହ କରିବାକୁ ଯାଉଛନ୍ତି । ସେ ତାଙ୍କ ଲଙ୍ଗ ଟାଇମ୍ ଗର୍ଲ ଫ୍ରେଣ୍ଡ ଶ୍ୱେତା ଅଗ୍ରୱାଲଙ୍କୁ ବିବାହ କରିବେ । ଏଥିପାଇଁ ପ୍ରସ୍ତୁତି ଯୋରସୋରରେ ଚାଲିଛି । ମନ୍ଦିରରେ କେବଳ ପରିବାର ସଦସ୍ୟ ଓ ବନ୍ଧୁଙ୍କୁ ନେଇ ବିବାହ ସମ୍ପନ୍ନ କରାଯିବ । ଏହାପରେ ମୁମ୍ବାଇର ଏକ ହୋଟେଲେ ଗ୍ରାଣ୍ଡ ରିସେପଶନ ପାର୍ଟି ରଖାଯାଇଛି । ଅବଶ୍ୟ ଏଥିରେ ମାତ୍ର ୫୦ ଜଣ ବଛା ବଛା ଅତିଥିଙ୍କୁ ନିମନ୍ତ୍ରଣ ମିଳିଥିବା କହିଛନ୍ତି ପିତା ଉଦିତ । ଯଦିଓ ସେ ପୁଅ ଆଦିତ୍ୟଙ୍କ ବାହାଘର ଧୁମଧାମରେ କରିବାକୁ ଚାହୁଁଥିଲେ କିନ୍ତୁ କରୋନା ମହାମାରୀ ପାଇଁ ଏହାକୁ କମ୍ କରିଦେବାକୁ ପଡିଛି ବୋଲି ସେ ଏକ ସାକ୍ଷାତ୍‌କାରରେ କହିଛନ୍ତି । ତେବେ ମୁମ୍ବାଇରେ ଆୟୋଜିତ ଗ୍ରାଣ୍ଡ ରିସେପଶନ ପାର୍ଟିରେ ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ ମିଳିଥିବା ଜଣାପଡିଛି । ସେପ୍ଟେମ୍ବର ୨ରେ ରିସେପଶନ ଥିବା ବେଳେ ଏପର୍ଯ୍ୟନ୍ତ ଏହାର ଭେନ୍ୟୁ ସମ୍ପର୍କରେ ସଠିକ୍ ଜଣାପଡିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ପରାଜୟ ପରେ ମମତାଙ୍କୁଠୁ ଦୂରୋଉଛନ୍ତି କର୍ମୀ, ଇସ୍ତଫା ଦେଲେ ୧୦୦ କାଉନସିଲର

କୋଲକାତା,୨୭ା୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପରାଜୟ ପରେ ନେତା ଓ କର୍ମୀମାନେ ଦଳରୁ ଦୂରେଇବା ଆରମ୍ଭ କରିଛନ୍ତି। ଏମ୍‌ପି କାକୋଲି…

OAS ପରୀକ୍ଷାରେ କମାଲ୍‌ କଲେ ଦେବଗଡର ପିୟୁଷ: ଦ୍ୱିତୀୟ ପ୍ରଚେଷ୍ଟାରେ ହାସଲ କଲେ ସଫଳତା

ଦେବଗଡ଼, ୨୭।୫(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓସିଏସ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଦେବଗଡ ସହରର ପିୟୁଷ ସାହୁ ୪୦…

ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ହାଟଡିହୀ/ଛେନାପଦୀ,୨୭l୫(ଶୁଭକାନ୍ତ ନାୟକ/ନିରାକାର ପରିଡା): ଗତ ମାର୍ଚ୍ଚ ମାସ ୩୦ ତାରିଖ ବିଳମ୍ବିତ ରାତିରେ କେନ୍ଦୁଝର ଜିଲା ନନ୍ଦିପଦା ଥାନାର ଜଣେ କାର୍ଯ୍ୟରତ ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ ଅଭିଯୋଗରେ…

କନ୍ୟା ଆସିଲେନି, ଫେରିଲେ ୪୨ ବର, ପୂରା ଘଟଣା ଜାଣିଲେ…

ଭୋପାଳ,୨୭ା୫: ବିବାହର ସ୍ବପ୍ନ ଦେଖାଇ ୪୨ଜଣ ଯୁବକଙ୍କଠାରୁ ଟଙ୍କା ଆଦାୟ କଲେ। ଏପରି କି ବିବାହ ପାଇଁ ଦିନ ଏବଂ ସ୍ଥାନ ଧାର୍ଯ୍ୟ କରି ଡକାଇଲେ। ସେହି…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri